fbpx

୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ! ପ୍ରବଳ ବର୍ଷିବ

ଭୁବନେଶ୍ୱର,୩ ।୯(ଓଡିଶା ଭାସ୍କର): ଆଗାମୀ ୨୪ ଘଣ୍ଟାରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ୧୦ଟି ଜିଲ୍ଲା ହେଉଛି- ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, କେନ୍ଦୁଝର, ଝାରସୁଗୁଡା, ବରଗଡ, ଦେବଗଡ, ସୁନ୍ଦରଗଡ ଓ ମୟୂରଭଞ୍ଜ । ଏହି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ତାଜା ଅପଡେଟ ଦିଆଯାଇଛି ।

Get real time updates directly on you device, subscribe now.