fbpx

୪ ଜିଲ୍ଲାରେ ପ୍ରବଳ ବର୍ଷିବ! ଜାରି ହେଲା ୟେଲୋ ୱାର୍ଣ୍ଣି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣି ଜାରି ହୋଇଛି । କୋରାପୁଟ, ମାଲକାନଗିରି, କେନ୍ଦୁଝର, ମୟୁରଭଞ୍ଜକୁ ୟେଲୋ ୱାର୍ଣ୍ଣି ଜାରି ହୋଇଛି । ସେହିପରି ବଜ୍ରପାତ ନେଇ ୧୧ଟି ଜିଲ୍ଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଦେଇଛି । କୋରାପୁଟ, ମାଲକାନଗିରି, ଗଞ୍ଜାମ, ରାୟଗଡ଼ା, ଗଜପତି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱରକୁ ଜାରି ହୋଇଛି ସତର୍କ ସୂଚନା ।

Get real time updates directly on you device, subscribe now.