fbpx

ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା!

ଭୁବନେଶ୍ୱର,୩ ।୮(ଓଡିଶା ଭାସ୍କର): ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆସନ୍ତାକାଲି ସୁଦ୍ଧା ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ଆଜିଠାରୁ ୩ ଦିନ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଆଭ୍ୟନ୍ତରୀଣ ଓଡିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । କାଲିଠାରୁ ଉପକୂଳ ଓଡିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ତାଜା ଅପଡେଟ ଦିଆଯାଇଛି ।

Get real time updates directly on you device, subscribe now.