fbpx

ସାବଧାନ୍! ୫ ଜିଲ୍ଲାରେ ପ୍ରବଳ କାଚିବ

ଭୁବନେଶ୍ୱର,୨୫ ।୯(ଓଡିଶା ଭାସ୍କର): ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ୫ଟି ଜିଲ୍ଲାଗୁଡିକ ହେଉଛି- ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା ଓ କନ୍ଧମାଳ । ଘୂର୍ଣ୍ଣିଝଡ ଓ ବଜ୍ରପାତ ସହ ରାଜ୍ୟର ୧୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି । ସେହି ୧୭ଟି ଜିଲ୍ଲା ମଧ୍ୟରେ ରହିଛି- ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, କନ୍ଧମାଳ, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ । ଏହି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ତାଜା ଅପଡେଟ ଦିଆଯାଇଛି ।

Get real time updates directly on you device, subscribe now.