fbpx

ଆହୁରି ବର୍ଷିବ ୨ ଦିନ

ଭୁବନେଶ୍ୱର,୬ ।୧୦(ଓଡିଶା ଭାସ୍କର): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଆହୁରି ୨ ଦିନ ବର୍ଷା ହେବ । ୭ ତାରିଖ ବେଳକୁ ବର୍ଷାର ପରିମାଣ କମିବା ଆରମ୍ଭ ହେବ । କିନ୍ତୁ ୯ ତାରିଖ ଆଡ଼କୁ ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଯାଉଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ପୁଣି ଥରେ ୧୧ ତାରିଖରୁ ବର୍ଷା ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Get real time updates directly on you device, subscribe now.