fbpx

ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା!

Advertisement

ଭୁବନେଶ୍ୱର,୯/୬(ଓଡିଶା ଭାସ୍କର): ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିିିଛି ।ଲଘୁଚାପର ରୂପ ନେଉଛି ବଙ୍ଗୋପସାଗରରେ ସୃଷ୍ଟ ସାଇକ୍ଲୋନିକ ସର୍କୁଲେସନ୍ । ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣୁ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ଏସଆରସି ପ୍ରଦୀପ ଜେନା ନିର୍ଦ୍ଦେଶ ଦେଇଛନ୍ତି। 

ଆଜି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୧୦ରେ ୬ଟି ଜିଲ୍ଲାରେ ପ୍ରବଳ ବର୍ଷିବ ଓ ୧୧ତାରିଖ ଦିନ ୮ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ଆଶଙ୍କା ରହିଛି।

Get real time updates directly on you device, subscribe now.