fbpx
BSKY SKY
BSKY SKY

୨୧ ଜିଲ୍ଲାରେ ବିଜୁଳି ଘଡିଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

BSKY

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ଆଜି ରାଜ୍ୟର ୨୧ ଟି ଜିଲ୍ଲାରେ ବିଜୁଳି ଘଡିଘଡି ସହ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର , ଭଦ୍ରକ ,ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ ଖୋର୍ଦ୍ଧା , ନୟାଗଡ, ଗଞ୍ଜାମ ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡା ଓ କଳାହାଣ୍ଡି । ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.