fbpx

୨୩ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ପ୍ରଭାବରେ କାଲି ସକାଳ ସୁଦ୍ଧା ୨୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, କନ୍ଧମାଳ, ବୌଦ୍ଧ, ସମ୍ବଲପୁର, ଓ ସୁବର୍ଣ୍ଣପୁରରେ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି ।
ସେହିଭଳି ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ମାଲକାନଗିରି, ନୟାଗଡ଼, ଗଞ୍ଜାମ, ଦେବଗଡ଼,ବଲାଙ୍ଗିର, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଅନୁମାନ କରିଛି ପାଣିପାଗ ବିଭାଗ ।

Get real time updates directly on you device, subscribe now.