fbpx

୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କାଲି ସକାଳ ସୁଦ୍ଧା ରାଜ୍ୟର ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା । ଆଜି ସାରା ଦେଶକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ସ୍ୱାଭାବିକ ଭାବେ ଜୁଲାଇ ୮ ସୁଦ୍ଧା ସାରା ଦେଶକୁ ଛୁଇଁଥାଏ ମୌସୁମୀ ।

Get real time updates directly on you device, subscribe now.