fbpx

ଅପରାହ୍ନ ୫ଟା ୩୦ ସୁଦ୍ଧା ୭ ଜିଲ୍ଲାରେ କାଳବୈଶାଖୀ !

Advertisement

ଭୁବନେଶ୍ୱର, ୫ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ତାପମାତ୍ରା ହ୍ରାସ ପାଇବା ସହ ବହୁତ ଶୀଘ୍ର ମୌସୁମୀ ଓଡ଼ିଶା ଛୁଇଁବା ନେଇ ସୂଚନା ରହିଛି । ଏହାସହ ସ୍ଥାନେ ସ୍ଥାନେ  କାଳବୈଶାଖୀ ମଧ୍ୟ ହେଉଛି । ସେହିପରି ଆଜି ଅପରାହ୍ନ ୫ଟା ୩୦ ସୁଦ୍ଧା ୭ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବା ନେଇ ପୂର୍ବାନୁମାନ କରାଯାଇଛି । ୭ଜିଲ୍ଳା ଗୁଡ଼ିକ ବାଲେଶ୍ୱର, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଖୋର୍ଦ୍ଧା, ପୁରୀ ଓ ଗଜପତି । ଏହି ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.