fbpx

ପ୍ରବଳ ବର୍ଷା ନେଇ ୪ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ଜାଣନ୍ତୁ କେଉଁ କେଉଁ ଜିଲ୍ଲା

ଭୁବନେଶ୍ୱର, ୧୪/୯(ଓଡିଶା ଭାସ୍କର):  ଗତକାଲି ସକାଳେ ଏକ ଲଘୁଚାପ କ୍ଷେତ୍ର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି। ଲଘୁଚାପଟି ଅଧିକ ଘନୀଭୂତ ହେବାର ସମ୍ଭାବନା ଥିବାରୁ ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କିନ୍ତୁ ଲଘୁଚାପ ପ୍ରଭାବରେ ମାଲକାନଗିରି, ଗଜପତି, କୋରାପୁଟ ଓ ରାୟଗଡ଼ାର ଅଳ୍ପ କିଛି ସ୍ଥାନରେ ପ୍ରବଳ ବର୍ଷିବାର ସମ୍ଭାବନା ରହିଛି। ଏହି ୪ ଜିଲ୍ଲାରେ ଆଜି ପାଇଁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି।

Get real time updates directly on you device, subscribe now.