fbpx
BSKY
BJD MC SKY
BJD YOUTH SKY

କାଲି ସକାଳ ସୁଦ୍ଧା ୨୦ ଜିଲ୍ଲା ସାବଧାନ୍!

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କାଲି ସକାଳ ସୁଦ୍ଧା ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକ ହେଉଛି- କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ବାଲେଶ୍ୱର, ଭଦ୍ରକ, ଯାଜପୁର, ନୟାଗଡ଼, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ ଓ ରାୟଗଡ଼ା । ଏହି ଜିଲ୍ଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Get real time updates directly on you device, subscribe now.