fbpx

ଭୁବନେଶ୍ୱର-କଟକରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୩ ।୧୦(ଓଡିଶା ଭାସ୍କର): ଟ୍ୱିନସିଟିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ରହିଛି ସତର୍କ ସୂଚନା । କଟକ ଓ ଭୁବନେଶ୍ୱରର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଛି ସର୍ତକତା । ଆଗାମୀ ୨ରୁ ୩ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ । ଏହାସହ ତଳିଆ ଅଞ୍ଚଳରେ ପାଣି ଜମି ରହିବାର ମଧ୍ୟ ଆଶଙ୍କା କରାଯାଉଛି।

Get real time updates directly on you device, subscribe now.