fbpx
BSKY
BJD MC SKY
BJD MS SKY

ପ୍ରବଳ ବର୍ଷିବ, ୧୦ ଜିଲ୍ଲାକୁ ଜାରି ହେଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପାଣିବାଗ ବିଭାଗ ପକ୍ଷରୁ ଏନେଇ ସତର୍କ କରାଯାଇଛି । ଗତ ଦୁଇରୁ ତିନି ଦିନ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି । ତେବେ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଉକ୍ତ ୧୦ଟି ଜିଲ୍ଳା ହେଉଛି ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର । ଏହି ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Get real time updates directly on you device, subscribe now.