fbpx

ସ୍ୟାଟ ଉଚ୍ଛେଦ ନିଷ୍ପତ୍ତିକୁ କାଏମ ରଖିଲେ ହାଇକୋର୍ଟ

କଟକ(ଓଡିଶା ଭାସ୍କର): ସ୍ୟାଟ ଉଚ୍ଛେଦକୁ ବିରୋଧ କରି ହାଇକୋର୍ଟରେ ମାମଲା ରୁଜୁ ପ୍ରସଙ୍ଗରେ ଆସିଛି ବଡ ଖବର । ସ୍ୟାଟକୁ ବିରୋଧ କରି ରୁଜୁ କରାଯାଇଥିବା ସମସ୍ତ ମାମଲାକୁ ଖାରଜ କରିଛନ୍ତି ହାଇକୋର୍ଟ । ଏହି ମାମଲାରେ କେନ୍ଦ୍ର ସରକାରଙ୍କ ବିଜ୍ଞପ୍ତିକୁ କାଏମ ରଖିଛନ୍ତି ହାଇକୋର୍ଟ ।

ତେବେ ଅଗଷ୍ଟ ୨, ୨୦୧୯ରେ ସ୍ୟାଟ ଉଚ୍ଛେଦ ନେଇ ବିଜ୍ଞପ୍ତି ପ୍ରକାଶ ହୋଇଥିଲା । ସ୍ୟାଟ ଉଚ୍ଛେଦ ନେଇ ବିଜ୍ଞପ୍ତି ପ୍ରକାଶ କରିଥିଲେ କେନ୍ଦ୍ର ସରକାର । ଏହାକୁ ବିରୋଧ କରି ସ୍ୟାଟବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।

Get real time updates directly on you device, subscribe now.