fbpx

ବଡ ଖବର: ଆଜି ରାଜ୍ୟର ୩୦ ଜିଲ୍ଲାରୁ ସର୍ବାଧିକ ୪୧୯୮ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର,୧୪ ।୯(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଆଜି ରାଜ୍ୟର ୩୦ ଜିଲ୍ଲାରୁ ସର୍ବାଧିକ ୪,୧୯୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୭୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୭୨୨ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୫,୦୦୫ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୫୮ ଓ କଟକରୁ ୩୬୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.