fbpx

ଜାଣନ୍ତୁ, ଆଜି କିପରି ବିତିବ ଆପଣଙ୍କ ଦିନ (ଶୁକ୍ରବାର, ୧୧ ସେପ୍ଟେମ୍ବର ୨୦୨୦)

ମେଷ :-ଆଜି ଆପଣ ବହୁତ ପରିସ୍ଥିତି ସାମନାକରି ନିଜ ସାହସକୁ ବଜାୟ ରଖନ୍ତୁ । ବେଳେ ବେଳେ ଆପଣ ଅନ୍ୟମନସ୍କ କିମ୍ବା ଉତ୍ତେଜିତ ହୋଇପାରନ୍ତି । ଆଜି ଆପଣଙ୍କୁ ବୃଦ୍ଧିମତା ସହିତ କାମ କରିବାକୁ ପଡ଼ିବ ।
ବୃଷ :-ଆଜି ସେହିଦିନ ଅଛି ଯେଉଁଦିନ ଆପଣଙ୍କର ଅଟକିଥିବା କାର୍ଯ୍ୟ ଗୁଡ଼ିକ ପୁରଣ କରାଯାଇପାରିବ । ଖାସ କରି ସେହି କାର୍ଯ୍ୟଗୁଡ଼ିକ ଯାହାକୁ ପୁରଣ କରିବା ପାଇଁ ଉଚ୍ଚ ଅଧିକାରୀ ମାନଙ୍କର ସ୍ୱୀକୃତୀ ଦରକାର ଥିଲା ।
ମିଥୁନ :-ଆପଣଙ୍କର ବୋଧହୁଏ କୌଣସି ଉଚ୍ଚ ଅଧିକାରୀଙ୍କ ସହିତ ପଡ଼ିନପାରେ କିନ୍ତୁ ଆପଣଙ୍କ ପାଇଁ ଠିକ୍ ରହିବ ଯେ ଆପଣ ବୁଦ୍ଧି ଏବଂ କୂଟନୀତି ସାହାଯ୍ୟରେ ନିଜର କାମ ବାହାର କରିନେବେ ।
କର୍କଟ :-ଆଜି ଆପଣଙ୍କୁ ନିଜ କାର୍ଯ୍ୟାଳୟ କିମ୍ବା ଘରେ କିଛି ଚିନ୍ତା ଅନୁଭବ ହୋଇପାରେ । ସମ୍ଭାବନା ଯେ ଆପଣଙ୍କର ଆଖପାଖ ଲୋକ ରାଗରେ ରହିପାରନ୍ତି ,ଯାହାର ପ୍ରଭାବ ଆପଣଙ୍କର ମୁଡ଼୍ ଉପରେ ମଧ୍ୟ ପଡ଼ିପାରେ ସିଂହ :-ଆଜି କାଲି ଯେଉଁ ସମସ୍ୟା ବଢି ଚାଲିଛି ଆପଣ ତାହାକୁ ଠିକ୍ ଭାବରେ ବୁଝି ଶେଷ କରିବା ପାଇଁ ଚେ଼ଷ୍ଟା କରିବା ଉଚିତ୍ । ମାନସିକ ଶାନ୍ତି ପାଇଁ ବାହାରେ କେଉଁଠିବି ବୁଲିବାକୁ ଯାଆନ୍ତୁ କିମ୍ବା କୌଣସି ଭଲ ବହି ପଢ଼ି ପାରନ୍ତି ।
କନ୍ୟା :- ଆଜି ଆପଣଙ୍କର ବହୁତ ଦିନ ଧରି ଅଟକି ଥିବା କାମ ପୂରାହେବ । କେହି ଜଣେ ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ଯିଏକି ଏପର୍ଯ୍ୟନ୍ତ ଆପଣଙ୍କ ପାଇଁ ବାଧା ହୋଇ ରହିଥିଲା ସେ ଏବେ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ତୁଳା :-ଆଜି ଆପଣ ନିଜ ମନ ଖୁସିରଖନ୍ତୁ, ଛୋଟ ବଡ଼ ସମସ୍ୟାରେ ବ୍ୟସ୍ତ ହୁଅନ୍ତୁ ନାହିଁ । ଆଜି ଆପଣ ଯୁକ୍ତି କରିବା ମୁଡ଼ରେ ଲାଗୁଛନ୍ତି, ତଥାପି ଆପଣ ସବୁକିଛି ସମ୍ଭାଳି ନେବେ ।
ବିଛା :-ଆଜି ଆପଣଙ୍କ ଅଟକିଥିବା ସରକାରୀ ସମୃଦ୍ଧି କାର୍ଯ୍ୟ ଗୁଡ଼ିକ ପୂରଣ ହୋଇଯିବ । ସେହି ସଂସ୍ଥା ଗୁଡ଼ିକରୁ ହିଁ ଆପଣଙ୍କର କାର୍ଯ୍ୟକୁ ପ୍ରାଥମିକତା ମିଳିବ ଯେଉଁଠି କି ଆପଣଙ୍କର କାର୍ଯ୍ୟଉପରେ ଏପର୍ଯ୍ୟନ୍ତ ଧ୍ୟାନ ଦିଆଯାଉନଥିଲା ।
ଧନୁ :-ଆଜି ଆପଣଙ୍କ ଜୀବନରେ ଭ୍ରମ ସୃଷ୍ଟି ହୋଇପାରେ, ସାବଧାନ ରୁହନ୍ତୁ । ନିଜ ବାଣୀ ଉପରେ ଧ୍ୟାନ ଦିଅନ୍ତୁ ଯେଉଁ ଥିରେ କି ଆପଣ ଆପଣଙ୍କର ସାଙ୍ଗ ମାନଙ୍କୁ କିଛି ଭୂଲ କଥା ନ କୁହନ୍ତୁ ।
ମକର :-ଖାସକରିକି ସତ୍ତାଧାରୀ ଲୋକମାନଙ୍କ ସାଙ୍ଗରେ ଯୁକ୍ତି ନକରିଲେ ଭଲ ହେବ । ଖାସକରି ଯଦି ଆପଣ ତାଙ୍କଠାରୁ କିଛି କାମ ବାହାରକରିବାକୁ ଚାହୁଁଛନ୍ତି , ସରକାରୀ ସମ୍ବନ୍ଧ କାର୍ଯ୍ୟ ଗୁଡ଼ିକୁ କରାଇବା ପାଇଁ ଆପଣଙ୍କୁ ଟିକେ ଧର୍ଯ୍ୟ ସହିତ କାମ କରିବାକୁ ହେବ ।
କୁମ୍ଭ :-ଖାସକରିକି ସତ୍ତାଧାରୀ ଲୋକମାନଙ୍କ ସାଙ୍ଗରେ ଯୁକ୍ତି ନକରିଲେ ଭଲ ହେବ । ଖାସକରି ଯଦି ଆପଣ ତାଙ୍କଠାରୁ କିଛି କାମ ବାହାରକରିବାକୁ ଚାହୁଁଛନ୍ତି , ସରକାରୀ ସମ୍ବନ୍ଧ କାର୍ଯ୍ୟ ଗୁଡ଼ିକୁ କରାଇବା ପାଇଁ ଆପଣଙ୍କୁ ଟିକେ ଧର୍ଯ୍ୟ ସହିତ କାମ କରିବାକୁ ହେବ ।
ମୀନ :-ଉଚ୍ଚ ଅଧିକାରୀ ଆପଣଙ୍କ ରାସ୍ତାରେ କଣ୍ଟା ବିଛାଇ ପାରନ୍ତି । କିନ୍ତୁ ଆପଣ ନିଜର ରାସ୍ତାରେ ଦୃଢ଼ ରୁହନ୍ତୁ ଏବଂ ଆଗକୁ ବଢ଼ିଚାଲନ୍ତୁ । ଏହି ସମୟଟି ଖୁବଶୀଘ୍ର ବିତିଯିବ ଏବଂ ଆପଣ ଠିକ୍ ସମୟରେ ନିଜର କାର୍ଯ୍ୟ ଗୁଡ଼ିକୁ ପୂରା କରିପାରିବେ ।

Get real time updates directly on you device, subscribe now.