fbpx

ରାଶିଫଳ (ବୁଧବାର ,୧୨ ମଇ ,୨୦୨୧)

ମେଷ : ଆଜି ଆପଣ ବହୁତ ପରିସ୍ଥିତି ସାମ୍ନାକରି ନିଜ ସାହସକୁ ବଜାୟ ରଖନ୍ତୁ । ଆପଣ ଅନ୍ୟମନସ୍କ କିମ୍ବା ଉତ୍ତେଜିତ ହୋଇପାରନ୍ତି । ଆଜି ଆପଣଙ୍କୁ ବୃଦ୍ଧିମତା ସହିତ କାମ କରିବାକୁ ପଡ଼ିବ ।

ବୃଷ : ଆଜି ଆପଣଙ୍କର ଅଟକିଥିବା କାର୍ଯ୍ୟଗୁଡ଼ିକ ପୂରଣ କରାଯାଇପାରିବ । ଖାସ୍କରି ସେହି କାର୍ଯ୍ୟଗୁଡ଼ିକ ଯାହାକୁ ପୂରଣ କରିବା ପାଇଁ ଉଚ୍ଚ ଅଧିକାରୀମାନଙ୍କର ସ୍ୱୀକୃତି ଦରକାର ଥିଲା ।

ମିଥୁନ : ଆପଣଙ୍କର କୌଣସି ଉଚ୍ଚ ଅଧିକାରୀଙ୍କ ସହିତ ପଡ଼ିନପାରେ କିନ୍ତୁ ଆପଣଙ୍କ ପାଇଁ ଠିକ୍ ହେବ ଆପଣ ବୁଦ୍ଧି ଏବଂ କୂଟନୀତି ସାହାଯ୍ୟରେ କାମ କରିନେବେ । ତାଙ୍କୁ ନିଜର କଥା ଭଲ ଭାବରେ ବୁଝାଇବାକୁ ଚେଷ୍ଟା କରିବେ ।

କର୍କଟ : ଆଜି ଆପଣଙ୍କୁ ନିଜ କାର୍ଯ୍ୟାଳୟ କିମ୍ବା ଘରେ କିଛି ଚିନ୍ତା ଅନୁଭବ ହୋଇପାରେ । ସମ୍ଭାବନା ଯେ ଆପଣଙ୍କର ଆଖପାଖ ଲୋକ ରାଗରେ ରହିପାରନ୍ତି, ଯାହାର ପ୍ରଭାବ ଆପଣଙ୍କର ମୁଡ଼୍ ଉପରେ ମଧ୍ୟ ପଡ଼ିପାରେ ।

ସିଂହ : ଆଜି କାଲି ଯେଉଁ ସମସ୍ୟା ବଢି ଚାଲିଛି ଆପଣ ତାହାକୁ ଠିକ୍ ଭାବରେ ବୁଝି ଶେଷ କରିବା ପାଇଁ ଚେଷ୍ଟା କରିବା ଉଚିତ୍ । ମାନସିକ ଶାନ୍ତି ପାଇଁ ବାହାରେ କେଉଁଠି ବି ବୁଲିବାକୁ ଯାଆନ୍ତୁ କିମ୍ବା କୌଣସି ଭଲ ବହି ପଢ଼ିପାରନ୍ତି ।

କନ୍ୟା : ଆଜି ଆପଣଙ୍କର ବହୁତ ଦିନ ଧରି ଅଟକି ଥିବା କାମ ପୂରାହେବ । କେହି ଜଣେ ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ଯିଏକି ଏପର୍ଯ୍ୟନ୍ତ ଆପଣଙ୍କ ପାଇଁ ବାଧା ହୋଇ ରହିଥିଲା ସେ ଏବେ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।

ତୁଳା : ଆଜି ଆପଣ ନିଜ ମନ ଖୁସିରଖନ୍ତୁ, ଛୋଟ ବଡ଼ ସମସ୍ୟାରେ ବ୍ୟସ୍ତ ହୁଅନ୍ତୁ ନାହିଁ । ଆଜି ଆପଣ ଯୁକ୍ତି କରିବା ମୁଡ଼ରେ ଲାଗୁଛନ୍ତି, ତଥାପି ଆପଣ ସବୁକିଛି ସମ୍ଭାଳି ନେବେ ।

ବିଛା : ଆଜି ଆପଣଙ୍କ ଅଟକିଥିବା ସରକାରୀ ସମୃଦ୍ଧି କାର୍ଯ୍ୟଗୁଡ଼ିକ ପୂରଣ ହୋଇଯିବ । ସେହି ସଂସ୍ଥାଗୁଡ଼ିକରୁ ହିଁ ଆପଣଙ୍କର କାର୍ଯ୍ୟକୁ ପ୍ରାଥମିକତା ମିଳିବ ଯେଉଁଠି କି ଆପଣଙ୍କର କାର୍ଯ୍ୟ ଉପରେ ଏପର୍ଯ୍ୟନ୍ତ ଧ୍ୟାନ ଦିଆଯାଉନଥିଲା ।

ଧନୁ : ଆଜି ଆପଣଙ୍କ ଜୀବନରେ ଭ୍ରମ ସୃଷ୍ଟି ହୋଇପାରେ, ସାବଧାନ ରୁହନ୍ତୁ । ନିଜ ବାଣୀ ଉପରେ ଧ୍ୟାନ ଦିଅନ୍ତୁ ଯେଉଁଥିରେ କି ଆପଣ ଆପଣଙ୍କର ସାଙ୍ଗମାନଙ୍କୁ କିଛି ଭୂଲ କଥା ନ କୁହନ୍ତୁ ।

ମକର : ଖାସ୍କରିକି ସତ୍ତାଧାରୀ ଲୋକମାନଙ୍କ ସାଙ୍ଗରେ ଯୁକ୍ତି ନକରିଲେ ଭଲ ହେବ । ଖାସ୍କରି ଯଦି ଆପଣ ତାଙ୍କଠାରୁ କିଛି କାମ ବାହାର କରିବାକୁ ଚାହୁଁଛନ୍ତି, ସରକାରୀ ସମ୍ବନ୍ଧ କାର୍ଯ୍ୟଗୁଡ଼ିକୁ କରାଇବା ପାଇଁ ଆପଣଙ୍କୁ ଟିକେ ଧୈର୍ଯ୍ୟ ସହିତ କାମ କରିବାକୁ ହେବ ।

କୁମ୍ଭ : ଖାସ୍କରି ସତ୍ତାଧାରୀ ଲୋକମାନଙ୍କ ସାଙ୍ଗରେ ଯୁକ୍ତି ନକରିଲେ ଭଲ ହେବ । ଖାସକରି ଯଦି ଆପଣ ତାଙ୍କଠାରୁ କିଛି କାମ ବାହାର କରିବାକୁ ଚାହୁଁଛନ୍ତି , ସରକାରୀ ସମ୍ବନ୍ଧ କାର୍ଯ୍ୟଗୁଡ଼ିକୁ କରାଇବା ପାଇଁ ଆପଣଙ୍କୁ ଟିକେ ଧୈର୍ଯ୍ୟ ସହିତ କାମ କରିବାକୁ ହେବ ।

ମୀନ : ଉଚ୍ଚ ଅଧିକାରୀ ଆପଣଙ୍କ ରାସ୍ତାରେ କଣ୍ଟା ବିଛାଇ ପାରନ୍ତି । କିନ୍ତୁ ଆପଣ ନିଜର ରାସ୍ତାରେ ଦୃଢ଼ ରୁହନ୍ତୁ ଏବଂ ଆଗକୁ ବଢ଼ିଚାଲନ୍ତୁ । ଏହି ସମୟଟି ଖୁବଶୀଘ୍ର ବିତିଯିବ ଏବଂ ଆପଣ ଠିକ୍ ସମୟରେ ନିଜର କାର୍ଯ୍ୟଗୁଡ଼ିକୁ ପୂରା କରିପାରିବେ ।

Get real time updates directly on you device, subscribe now.