fbpx

ରାଶିଫଳ (ବୁଧବାର, ୧୪ ଜୁଲାଇ ୨୦୨୧)

ମେଷ: ପରିସ୍ଥିତି ସାମନାକରି ନିଜ ସାହସକୁ ବଜାୟ ରଖନ୍ତୁ । ବେଳେ ବେଳେ ଆପଣ ଅନ୍ୟ ମନସ୍କ କିମ୍ବା ଉତ୍ତେଜିତ ହୋଇପାରନ୍ତି । ଆପଣଙ୍କୁ ବୃଦ୍ଧିମତା ସହିତ କାମ କରିବାକୁ ପଡ଼ିବ ।

ବୃଷ: ଆଜି ଆପଣ ଅଟକିଥିବା କାର୍ଯ୍ୟ ଗୁଡ଼ିକ ପୂରଣ କରିପାରିବେ । ଖାସ କରି ସେହି କାର୍ଯ୍ୟ ଗୁଡ଼ିକ ଯାହାକୁ ପୂରଣ କରିବା ପାଇଁ ଉଚ୍ଚ ଅଧିକାରୀ ମାନଙ୍କର ସ୍ୱୀକୃତୀ ଦରକାର ଥିଲା ।

ମିଥୁନ: କୌଣସି ଉଚ୍ଚ ଅଧିକାରୀଙ୍କ ସହିତ ପଡ଼ିନପାରେ ହେଲେ ଆପଣ ବୃତ୍ତିମତା ଓ କୂଟନୀତିର ସହ କାର୍ଯ୍ୟ କରି ତାଙ୍କୁ ବୁଝାଇବାକୁ ଚେଷ୍ଟା କରିବେ ।

କର୍କଟ: କାର୍ଯ୍ୟାଳୟ କିମ୍ବା ଘରେ କିଛି ଚିନ୍ତା ଅନୁଭବ ହୋଇପାରେ । ସମ୍ଭାବନା ଯେ ଆପଣଙ୍କର ଆଖପାଖ ଲୋକ ରାଗରେ ରହିପାରନ୍ତି, ଯାହାର ପ୍ରଭାବ ଆପଣଙ୍କର ମୁଡ଼୍‌ ଉପରେ ମଧ୍ୟ ପଡ଼ିପାରେ ।

ସିଂହ: ଯେଉଁ ସମସ୍ୟା ବଢି ଚାଲିଛି ଆପଣ ତାହାକୁ ଠିକ୍‌ ଭାବରେ ବୁଝି ଶେଷ କରିବା ପାଇଁ ଚେଷ୍ଟା କରିବା ଉଚିତ୍‌ । ମାନସିକ ଶାନ୍ତି ପାଇଁ ବାହାରେ କେଉଁଠି ବି ବୁଲିବାକୁ ଯାଆନ୍ତୁ କିମ୍ବା କୌଣସି ଭଲ ବହି ପଢ଼ି ପାରନ୍ତି ।

କନ୍ୟା: ବହୁତ ଦିନ ଧରି ଅଟକି ଥିବା କାମ ପୂରାହେବ । କେହି ଜଣେ ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ଯିଏକି ଏପର୍ଯ୍ୟନ୍ତ ଆପଣଙ୍କ ପାଇଁ ବାଧା ହୋଇ ରହିଥିଲା ସେ ଏବେ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।

ତୁଳା: ମନ ଖୁସି ରଖନ୍ତୁ, ଛୋଟ ବଡ଼ ସମସ୍ୟାରେ ବ୍ୟସ୍ତ ହୁଅନ୍ତୁ ନାହିଁ । ଆପଣ ଯୁକ୍ତି କରିବା ମୁଡ଼ରେ ଲାଗୁଛନ୍ତି, ତଥାପି ଆପଣ ସବୁକିଛି ସମ୍ଭାଳି ନେବେ ।

ବିଛା: ଅଟକିଥିବା ସରକାରୀ ସମୃଦ୍ଧି କାର୍ଯ୍ୟ ଗୁଡ଼ିକ ପୂରଣ ହୋଇଯିବ । ସେହି ସଂସ୍ଥା ଗୁଡ଼ିକରୁ ହିଁ ଆପଣଙ୍କର କାର୍ଯ୍ୟକୁ ପ୍ରାଥମିକତା ମିଳିବ ଯେଉଁଠି କି ଆପଣଙ୍କର କାର୍ଯ୍ୟ ଉପରେ ଏ ପର୍ଯ୍ୟନ୍ତ ଧ୍ୟାନ ଦିଆଯାଉନଥିଲା ।

ଧନୁ: ଆପଣଙ୍କ ଜୀବନରେ ଭ୍ରମ ସୃଷ୍ଟି ହୋଇପାରେ, ସାବଧାନ ରୁହନ୍ତୁ । ନିଜ ବାଣୀ ଉପରେ ଧ୍ୟାନ ଦିଅନ୍ତୁ ଯେଉଁ ଥିରେ କି ଆପଣ ଆପଣଙ୍କର ସାଙ୍ଗ ମାନଙ୍କୁ କିଛି ଭୂଲ କଥା ନ କୁହନ୍ତୁ ।

ମକର: ସତ୍ତାଧାରୀ ଲୋକମାନଙ୍କ ସାଙ୍ଗରେ ଯୁକ୍ତି ନକରିଲେ ଭଲ ହେବ । ଖାସକରି ଯଦି ଆପଣ ତାଙ୍କଠାରୁ କିଛି କାମ ବାହାର କରିବାକୁ ଚାହୁଁଛନ୍ତି, ସରକାରୀ ସମ୍ବନ୍ଧ କାର୍ଯ୍ୟ ଗୁଡ଼ିକୁ କରାଇବା ପାଇଁ ଆପଣଙ୍କୁ ଟିକେ ଧର୍ଯ୍ୟ ସହିତ କାମ କରିବାକୁ ହେବ ।

କୁମ୍ଭ: ଧର୍ଯ୍ୟ ଧରି କାର୍ଯ୍ୟ କରିଲେ ଅଟକିଥିବା ସରକାରୀ ସମୃଦ୍ଧି କାର୍ଯ୍ୟ ଗୁଡ଼ିକ ପୂରଣ ହୋଇଯିବ । ସତ୍ତାଧାରୀ ଲୋକମାନଙ୍କ ସାଙ୍ଗରେ ଯୁକ୍ତି ନକରିଲେ ଭଲ ହେବ । ମାନସିକ ଶାନ୍ତି ପାଇଁ ବାହାରେ କେଉଁଠିବି ବୁଲିବାକୁ ଯାଆନ୍ତୁ କିମ୍ବା କୌଣସି ଭଲ ବହି ପଢ଼ି ପାରନ୍ତି ।

ମୀନ: ଉଚ୍ଚ ଅଧିକାରୀ ଆପଣଙ୍କ ରାସ୍ତାରେ କଣ୍ଟା ବିଛାଇ ପାରନ୍ତି । କିନ୍ତୁ ଆପଣ ନିଜର ରାସ୍ତାରେ ଦୃଢ଼ ରୁହନ୍ତୁ ଏବଂ ଆଗକୁ ବଢ଼ିଚାଲନ୍ତୁ । ଖରାପ ସମୟ ଖୁବଶୀଘ୍ର ବିତିଯିବ । ଆପଣ ଠିକ୍‌ ସମୟରେ ନିଜର କାର୍ଯ୍ୟ ଗୁଡ଼ିକୁ ପୂରା କରିପାରିବେ ।

Get real time updates directly on you device, subscribe now.