-
World 97,309,892
WorldConfirmed: 97,309,892Active: 25,374,950Recovered: 69,851,616Death: 2,083,326 -
USA 24,998,975
USAConfirmed: 24,998,975Active: 9,614,365Recovered: 14,968,716Death: 415,894 -
India 10,611,719
IndiaConfirmed: 10,611,719Active: 193,107Recovered: 10,265,706Death: 152,906 -
Brazil 8,639,868
BrazilConfirmed: 8,639,868Active: 862,353Recovered: 7,564,622Death: 212,893 -
Russia 3,633,952
RussiaConfirmed: 3,633,952Active: 539,416Recovered: 3,027,316Death: 67,220 -
UK 3,505,754
UKConfirmed: 3,505,754Active: 1,840,945Recovered: 1,571,519Death: 93,290 -
Italy 2,414,166
ItalyConfirmed: 2,414,166Active: 523,553Recovered: 1,806,932Death: 83,681 -
Turkey 2,406,216
TurkeyConfirmed: 2,406,216Active: 97,810Recovered: 2,283,919Death: 24,487 -
Germany 2,090,161
GermanyConfirmed: 2,090,161Active: 298,065Recovered: 1,741,800Death: 50,296 -
Pakistan 527,146
PakistanConfirmed: 527,146Active: 35,293Recovered: 480,696Death: 11,157 -
China 88,701
ChinaConfirmed: 88,701Active: 1,598Recovered: 82,468Death: 4,635
ମେଷ :-ଆଜି ଆପଣ ବହୁତ ପରିସ୍ଥିତି ସାମନାକରି ନିଜ ସାହସକୁ ବଜାୟ ରଖନ୍ତୁ । ବେଳେ ବେଳେ ଆପଣ ଅନ୍ୟମନସ୍କ କିମ୍ବା ଉତ୍ତେଜିତ ହୋଇପାରନ୍ତି । ଆଜି ଆପଣଙ୍କୁ ବୃଦ୍ଧିମତା ସହିତ କାମ କରିବାକୁ ପଡ଼ିବ ।
ବୃଷ :-ଆଜି ସେହିଦିନ ଅଛି ଯେଉଁଦିନ ଆପଣଙ୍କର ଅଟକିଥିବା କାର୍ଯ୍ୟ ଗୁଡ଼ିକ ପୁରଣ କରାଯାଇପାରିବ । ଖାସ କରି ସେହି କାର୍ଯ୍ୟଗୁଡ଼ିକ ଯାହାକୁ ପୁରଣ କରିବା ପାଇଁ ଉଚ୍ଚ ଅଧିକାରୀ ମାନଙ୍କର ସ୍ୱୀକୃତୀ ଦରକାର ଥିଲା ।
ମିଥୁନ :-ଆପଣଙ୍କର ବୋଧହୁଏ କୌଣସି ଉଚ୍ଚ ଅଧିକାରୀଙ୍କ ସହିତ ପଡ଼ିନପାରେ କିନ୍ତୁ ଆପଣଙ୍କ ପାଇଁ ଠିକ୍ ରହିବ ଯେ ଆପଣ ବୁଦ୍ଧି ଏବଂ କୂଟନୀତି ସାହାଯ୍ୟରେ ନିଜର କାମ ବାହାର କରିନେବେ ।
କର୍କଟ :-ଆଜି ଆପଣଙ୍କୁ ନିଜ କାର୍ଯ୍ୟାଳୟ କିମ୍ବା ଘରେ କିଛି ଚିନ୍ତା ଅନୁଭବ ହୋଇପାରେ । ସମ୍ଭାବନା ଯେ ଆପଣଙ୍କର ଆଖପାଖ ଲୋକ ରାଗରେ ରହିପାରନ୍ତି ,ଯାହାର ପ୍ରଭାବ ଆପଣଙ୍କର ମୁଡ଼୍ ଉପରେ ମଧ୍ୟ ପଡ଼ିପାରେ ।
ସିଂହ :-ଆଜି କାଲି ଯେଉଁ ସମସ୍ୟା ବଢି ଚାଲିଛି ଆପଣ ତାହାକୁ ଠିକ୍ ଭାବରେ ବୁଝି ଶେଷ କରିବା ପାଇଁ ଚେଷ୍ଟା କରିବା ଉଚିତ୍ । ମାନସିକ ଶାନ୍ତି ପାଇଁ ବାହାରେ କେଉଁଠିବି ବୁଲିବାକୁ ଯାଆନ୍ତୁ କିମ୍ବା କୌଣସି ଭଲ ବହି ପଢ଼ି ପାରନ୍ତି ।
କନ୍ୟା :- ଆଜି ଆପଣଙ୍କର ବହୁତ ଦିନ ଧରି ଅଟକି ଥିବା କାମ ପୂରାହେବ । କେହି ଜଣେ ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ଯିଏକି ଏପର୍ଯ୍ୟନ୍ତ ଆପଣଙ୍କ ପାଇଁ ବାଧା ହୋଇ ରହିଥିଲା ସେ ଏବେ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।
ତୁଳା :-ଆଜି ଆପଣ ନିଜ ମନ ଖୁସିରଖନ୍ତୁ, ଛୋଟ ବଡ଼ ସମସ୍ୟାରେ ବ୍ୟସ୍ତ ହୁଅନ୍ତୁ ନାହିଁ । ଆଜି ଆପଣ ଯୁକ୍ତି କରିବା ମୁଡ଼ରେ ଲାଗୁଛନ୍ତି, ତଥାପି ଆପଣ ସବୁକିଛି ସମ୍ଭାଳି ନେବେ ।
ବିଛା :-ଆଜି ଆପଣଙ୍କ ଅଟକିଥିବା ସରକାରୀ ସମୃଦ୍ଧି କାର୍ଯ୍ୟ ଗୁଡ଼ିକ ପୂରଣ ହୋଇଯିବ । ସେହି ସଂସ୍ଥା ଗୁଡ଼ିକରୁ ହିଁ ଆପଣଙ୍କର କାର୍ଯ୍ୟକୁ ପ୍ରାଥମିକତା ମିଳିବ ଯେଉଁଠି କି ଆପଣଙ୍କର କାର୍ଯ୍ୟଉପରେ ଏପର୍ଯ୍ୟନ୍ତ ଧ୍ୟାନ ଦିଆଯାଉନଥିଲା ।
ଧନୁ :-ଆଜି ଆପଣଙ୍କ ଜୀବନରେ ଭ୍ରମ ସୃଷ୍ଟି ହୋଇପାରେ, ସାବଧାନ ରୁହନ୍ତୁ । ନିଜ ବାଣୀ ଉପରେ ଧ୍ୟାନ ଦିଅନ୍ତୁ ଯେଉଁ ଥିରେ କି ଆପଣ ଆପଣଙ୍କର ସାଙ୍ଗ ମାନଙ୍କୁ କିଛି ଭୂଲ କଥା ନ କୁହନ୍ତୁ ।
ମକର :-ଖାସକରିକି ସତ୍ତାଧାରୀ ଲୋକମାନଙ୍କ ସାଙ୍ଗରେ ଯୁକ୍ତି ନକରିଲେ ଭଲ ହେବ । ଖାସକରି ଯଦି ଆପଣ ତାଙ୍କଠାରୁ କିଛି କାମ ବାହାରକରିବାକୁ ଚାହୁଁଛନ୍ତି , ସରକାରୀ ସମ୍ବନ୍ଧ କାର୍ଯ୍ୟ ଗୁଡ଼ିକୁ କରାଇବା ପାଇଁ ଆପଣଙ୍କୁ ଟିକେ ଧର୍ଯ୍ୟ ସହିତ କାମ କରିବାକୁ ହେବ ।
କିମ୍ଭ :-ଖାସକରିକି ସତ୍ତାଧାରୀ ଲୋକମାନଙ୍କ ସାଙ୍ଗରେ ଯୁକ୍ତି ନକରିଲେ ଭଲ ହେବ । ଖାସକରି ଯଦି ଆପଣ ତାଙ୍କଠାରୁ କିଛି କାମ ବାହାରକରିବାକୁ ଚାହୁଁଛନ୍ତି , ସରକାରୀ ସମ୍ବନ୍ଧ କାର୍ଯ୍ୟ ଗୁଡ଼ିକୁ କରାଇବା ପାଇଁ ଆପଣଙ୍କୁ ଟିକେ ଧର୍ଯ୍ୟ ସହିତ କାମ କରିବାକୁ ହେବ ।
ମୀନ :-ଉଚ୍ଚ ଅଧିକାରୀ ଆପଣଙ୍କ ରାସ୍ତାରେ କଣ୍ଟା ବିଛାଇ ପାରନ୍ତି । କିନ୍ତୁ ଆପଣ ନିଜର ରାସ୍ତାରେ ଦୃଢ଼ ରୁହନ୍ତୁ ଏବଂ ଆଗକୁ ବଢ଼ିଚାଲନ୍ତୁ । ଏହି ସମୟଟି ଖୁବଶୀଘ୍ର ବିତିଯିବ ଏବଂ ଆପଣ ଠିକ୍ ସମୟରେ ନିଜର କାର୍ଯ୍ୟ ଗୁଡ଼ିକୁ ପୂରା କରିପାରିବେ ।