ରାଶିଫଳ (ଶୁକ୍ରବାର, ୧୫ ଜାନୁଆରୀ ୨୦୨୧)

0
COVID-19 Updates
  • World 100,893,563
    World
    Confirmed: 100,893,563
    Active: 25,785,041
    Recovered: 72,939,795
    Death: 2,168,727
  • USA 26,011,222
    USA
    Confirmed: 26,011,222
    Active: 9,808,357
    Recovered: 15,767,413
    Death: 435,452
  • India 10,690,279
    India
    Confirmed: 10,690,279
    Active: 177,223
    Recovered: 10,359,305
    Death: 153,751
  • Brazil 8,936,590
    Brazil
    Confirmed: 8,936,590
    Active: 919,017
    Recovered: 7,798,655
    Death: 218,918
  • Russia 3,774,672
    Russia
    Confirmed: 3,774,672
    Active: 501,113
    Recovered: 3,202,483
    Death: 71,076
  • UK 3,689,746
    UK
    Confirmed: 3,689,746
    Active: 1,927,100
    Recovered: 1,662,484
    Death: 100,162
  • Italy 2,485,956
    Italy
    Confirmed: 2,485,956
    Active: 482,417
    Recovered: 1,917,117
    Death: 86,422
  • Turkey 2,442,350
    Turkey
    Confirmed: 2,442,350
    Active: 94,495
    Recovered: 2,322,511
    Death: 25,344
  • Germany 2,163,113
    Germany
    Confirmed: 2,163,113
    Active: 242,723
    Recovered: 1,866,000
    Death: 54,390
  • Pakistan 537,477
    Pakistan
    Confirmed: 537,477
    Active: 33,820
    Recovered: 492,207
    Death: 11,450
  • China 89,272
    China
    Confirmed: 89,272
    Active: 1,862
    Recovered: 82,774
    Death: 4,636

ମେଷ- ଆପଣ ଆଜି କୌଣସି କାରଣରୁ ନିରାଶ ହେବେ । ଆପଣ ନିଜ ଲକ୍ଷରେ ପହଁଚି କଷ୍ଟକର ହେବ । ଆପଣଙ୍କର କାର୍ଯ୍ୟ ଦକ୍ଷତା ହ୍ରାସ ପାଇପାରେ । ବିଶେଷ ବିବ୍ରତ ହୁଅନ୍ତୁ ନାହିଁ । ଆଜି ଦିନ ବିତେଇଲା ପରେ ଅନ୍ୟାନ୍ୟ କ୍ଷେତ୍ରରେ ଓ ଉନ୍ନତି ପରିଲକ୍ଷିତ ହେବ ।

ବୃଷ- ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି ।

ମିଥୁନ- ଆଜି ଆପଣଙ୍କୁ ଏହା ଜାଣି ବହୁତ ଖରାପ ଅନୁଭବ ହେବଯେ ଯାହାକୁ ଆପଣ ନିଜ ସାଙ୍ଗ ଭାବୁଛନ୍ତି ସେ ଆପଣଙ୍କ ପିଠି ପଛରେ ଆପଣଙ୍କର ଖରାପ କରୁଛନ୍ତି ।

କର୍କଟ- ଆଜି ଆପଣଙ୍କୁ ନିଜ ଘରେ ପୂର୍ଣ୍ଣ ଦିନ ବିତାଇଲେ ଆଜି ଆପଣ ନିଜ ପରିବାରର ସୁନ୍ଦରତାକୁ ଚିହ୍ନି ପାରିବେ । ତାଙ୍କ ଦ୍ୱାରା ମିଲିଥିବା ସହଯୋଗ ଆପଣଙ୍କ ମନକୁ ସ୍ପର୍ଶ କରିବ ।

ସିଂହ- ଆଜି ଆପଣ ସେମାନଙ୍କୁ ଜଣାଇଦେବେ ଯେ ଆପଣ ସେମାନଙ୍କ ସାହାଯ୍ୟ କିପରି ଗ୍ରହଣ କରିଛନ୍ତି ଏବଂ ସବୁବେଳେ ଆପଣ ସେମାନଙ୍କ ବ୍ୟତିତ ଅନ୍ୟ କାହାର ସାହାଯ୍ୟ ଆବଶ୍ୟକ ହେଲେ ଆପଣ ସାହାଯ୍ୟ କରିବାକୁ ପଛାନ୍ତୁ ନାହିଁ ।

କନ୍ୟା- ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ ।

ତୁଳା- ଆଜି ଆପଣଙ୍କୁ ନିଜ କାର୍ଯ୍ୟାଳୟ କିମ୍ବା ଘରେ କିଛି ଚିନ୍ତା ଅନୁଭବ ହୋଇପାରେ । ସମ୍ଭାବନା ଯେ ଆପଣଙ୍କର ଆଖପାଖ ଲୋକ ରାଗରେ ରହିପାରନ୍ତି ,ଯାହାର ପ୍ରଭାବ ଆପଣଙ୍କର ମୁଡ଼୍ ଉପରେ ମଧ୍ୟ ପଡ଼ିପାରେ ।

ବିଛା- ଆପଣଙ୍କୁ ନିଜ ପରିବାରର କୌଣସି ସଦସ୍ୟ କିମ୍ବା ବନ୍ଧୁ ନିରାଶ କରିପାରେ ଏବଂ ଆପଣଙ୍କ ଆଗରେ କୌଣସି ସମସ୍ୟା ମଧ୍ୟ ସୃଷ୍ଟି ହୋଇପାରେ । ଆପଣଙ୍କର ରାଗି କରି କଥା ହେବା ବଦଳରେ ଭଲହେବ ଯଦି ଆପଣ ତାଙ୍କୁ ସ୍ନେହରେ ବୁଝାଇବେ ।

ଧନୁ- ଆଜି ଆପଣଙ୍କୁ ନିଜ କାର୍ଯ୍ୟ ଏବଂ ଘରର ଛୋଟ ଛୋଟ ଅସୁବିଧା ଗୁଡ଼ିକୁ ସମାଧାନ କରିବା ପାଇଁ ନିଜର ଚତୁରତା ଏବଂ ବୁଦ୍ଧିର ବ୍ୟବହାର କରିବା ଉଚିତ୍ ।

ମକର- ଆଜି ଆପଣ ନିଜକୁ ଠିକ ଭାବେ ବୁଝି ପାରିବେ । ଆଜି ଆପଣ ନିଜର ବ୍ୟକ୍ତିତ୍ତ୍ୱକୁ ଭଲ ଭାବେ ବୁଝିବାକୁ ଚେଷ୍ଟା କରିବେ । ଏହି ସମୟ ଆପଣଙ୍କ ପାଇଁ ଶୁଭ ଅଟେ ।

କୁମ୍ଭ- ଆପଣ ଏଭଳି ଜଣେ ବ୍ୟକ୍ତି ଯାହାକୁ ନିଜ ଆଖପାଖ ଲୋକଙ୍କ ସାହାଯ୍ୟ ସହଜରେ ମିଳିଯାଏ । ଆପଣଙ୍କୁ ହୁଏତ ଏହା ଜଣା ନାହିଁ ଯେ ବହୁତ ଲୋକ ଆପଣଙ୍କ ବ୍ୟକ୍ତିତ୍ତ୍ୱ ଦ୍ୱାରା ପ୍ରଭାବିତ । ଆପଣ କେବେ ମଧ୍ୟ ନିଜର ଛବିକୁ ମଳିନ ହେବାକୁ ଦିଅନ୍ତୁ ନାହିଁ ।

ମୀନ- ଆଜି ଆପଣ କୌଣସି ନୂଆ କାମ କରିବାରେ ମନ ଦେବେ ।ଏହି କାମ ଚେସ ଖେଳ ଠାରୁ ନେଇ ଆକାଶରେ ଉଡ଼ିବା ପର୍ଯ୍ୟନ୍ତ ହୋଇପାରେ । ଏହି ସମୟ ନିଜ ଜୀବନ ଶୈଳିରେ ପରିବର୍ତ୍ତନ ଆଣିବାର ଏବଂ କିଛି ମଜ୍ଜା କରିବାର ଅଟେ ।

Get real time updates directly on you device, subscribe now.

Leave A Reply

Your email address will not be published.