ରାଶିଫଳ (ସୋମବାର, ୧୮ ଜାନୁଆରୀ ୨୦୨୧)

COVID-19 Updates
  • World 113,685,446
    World
    Confirmed: 113,685,446
    Active: 21,918,935
    Recovered: 89,244,638
    Death: 2,521,873
  • USA 29,056,463
    USA
    Confirmed: 29,056,463
    Active: 9,098,433
    Recovered: 19,437,119
    Death: 520,911
  • India 11,068,521
    India
    Confirmed: 11,068,521
    Active: 157,134
    Recovered: 10,754,497
    Death: 156,890
  • Brazil 10,393,886
    Brazil
    Confirmed: 10,393,886
    Active: 818,529
    Recovered: 9,323,696
    Death: 251,661
  • Russia 4,223,186
    Russia
    Confirmed: 4,223,186
    Active: 354,496
    Recovered: 3,783,386
    Death: 85,304
  • UK 4,154,562
    UK
    Confirmed: 4,154,562
    Active: 1,305,026
    Recovered: 2,727,466
    Death: 122,070
  • Italy 2,868,435
    Italy
    Confirmed: 2,868,435
    Active: 396,143
    Recovered: 2,375,318
    Death: 96,974
  • Turkey 2,674,766
    Turkey
    Confirmed: 2,674,766
    Active: 99,905
    Recovered: 2,546,503
    Death: 28,358
  • Germany 2,429,789
    Germany
    Confirmed: 2,429,789
    Active: 123,933
    Recovered: 2,235,700
    Death: 70,156
  • Pakistan 577,482
    Pakistan
    Confirmed: 577,482
    Active: 22,285
    Recovered: 542,393
    Death: 12,804
  • China 89,877
    China
    Confirmed: 89,877
    Active: 244
    Recovered: 84,997
    Death: 4,636

ମେଷ -ଆଜି ଦିନରେ ଆପଣ ଅସୁଖି ଅନୁଭବ କରି ପାରନ୍ତି । କିଛି ସାମାନ୍ୟ ଦୁଶ୍ଚିନ୍ତା ମଧ୍ୟରେ ସମୟ କାଟିପାରନ୍ତି । କିନ୍ତୁ ଖରାପ ସମୟ ଆପେ ଆପେ ଦୁରେଇଯିବ । ସାମୟିକ ଭାବରେ ନିରାପତ୍ତାର ଅଭାବ ଅନୁଭବ କରି ପାରନ୍ତି ।
ବୃଷ -ଆଜି ଆପଣଙ୍କ ଘରେ ଖୁସିର ପରିବେଶ ରହିବେ । ଆଜି ଆପଣ ଏବଂ ଆପଣଙ୍କ ଘରଲୋକେ ମଉଜ ମଜଲିସରେ ମଜ୍ଜି ରହିବେ । ବିଦେଶରୁ ମଧ୍ୟ ଆପଣଙ୍କ ଆତ୍ମୀୟ ସଜ୍ଜନ ଆସି ପାରନ୍ତି । ତାଙ୍କୁ ସ୍ୱାଗତ କରିବା ପାଇଁ ପ୍ରସ୍ତୁତ ରୁହନ୍ତୁ ।
ମିଥୁନ -ଆଜି ଆପଣ ନିଜର ମୂଲ୍ୟବାନ ଜିନିଷକୁ ସାଇତି ରଖନ୍ତୁ ,ନଚେତ୍ ତାହା ହଜିଯିବାର ସମ୍ଭାବନା ଅଛି । ଆଦୌ ଚିନ୍ତା କରନ୍ତୁ ନାହିଁ । କେବଳ ସତର୍କତା ଅବଲମ୍ବନ କରନ୍ତୁ ।
କର୍କଟ -ଯେକୌଣସି କାରଣ ହେଉନା କାହିଁକି ଆପଣଙ୍କର ଦୁଶ୍ଚିନ୍ତା ରହିବ । ଧୈର୍ଯ଼୍ୟଧରି ସମୟ ବିତାନ୍ତୁ । ସେ ସମ୍ବନ୍ଧରେ ଅଧିକ ଚିନ୍ତା କରନ୍ତୁ ନାହିଁ । ସମସ୍ୟା ଆସିବ ଓ ଉନ୍ନତି ପାଇଁ ସମସ୍ୟାରୁ ନିଶ୍ଚିତ କିଛି ଶିଖିବେ ।
ସିଂହ -ଆଜି ଦିନରେ ଆପଣ ଆଳସ୍ୟ ଅନୁଭବ କରିବେ । କିନ୍ତୁ ବର୍ତ୍ତମାନ ଆପଣ ଆଳସ୍ୟର ସମୟ କଟାଇଲେ ଚଳିବ ନାହିଁ । ଅଯଥା ସମୟ ନଷ୍ଟ କରନ୍ତୁ ନାହିଁ । କୌଣସି ନା କୌଣସି କାର୍ଯ୍ୟରେ ନିଜକୁ ନିୟୋଜିତ ରଖନ୍ତୁ ।

କନ୍ୟା-ଆଜି ଆପଣ ଆତ୍ମବିଶ୍ଳେଷଣରେ ସମୟ ବିତାଇବେ । ଆପଣ କେତେ କଠିନ ପରିଶ୍ରମ କରି ଆଜି ପ୍ରତିଷ୍ଠିତ ହୋଇପାରିଛନ୍ତି , ସେ ବିଷୟରେ ଚିନ୍ତା କରିବେ ଏବଂ ଭବିଷ୍ୟତରେ କଣ କରିବେ ମଧ୍ୟ ଯୋଜନା କରିବେ । ଆପଣ ଭବିଷ୍ୟତରେ ଉପଯୁକ୍ତ ପାଇବା ପାଇଁ ଏହା ସାହାଯ୍ୟ କରିବ ।
ତୁଳା -ଆପଣଙ୍କ ମାନସିକ ଅବସ୍ଥାରେ କିଛି ପରିବର୍ତ୍ତନ ହେବ ଏବଂ ଦିନତମାମ ଆପଣଙ୍କ ଏକାଗ୍ରତାର ଆଘାତ ସୃଷ୍ଟି ହେବ । କାହାରି ଉପରେ ଅଯ଼ଥାରେ ବିରକ୍ତି ଭାବ ପ୍ରକାଶ କରନ୍ତୁ ନାହିଁ ଏବଂ ନିଜେ ମଧ୍ୟ ମାନସିକ ଭାରସାମ୍ୟ ହରାନ୍ତୁ ନାହିଁ ।

ବିଛା -ଆପଣଙ୍କ ସୁଖ ସମ୍ବଳ ଆପଣଙ୍କୁ ବହୁତ ସାହାଯ୍ୟ କରିବ । ଆପଣ ଯାହା କିଛି ଆଜି କରନ୍ତୁ ନା କାହିଁକି ଆପଣଙ୍କ ଅନ୍ତରଆତ୍ମା ଇଚ୍ଛାନୁଯାଇ କାମକରନ୍ତୁ । ଆପଣ କୌଣସି ବିପଦକୁ ଡ଼ରିବେ ନାହିଁ ।

ଧନୁ -ଲମ୍ବା ସମୟ ଧରି ଅମୀମାଂସିତ ହୋଇରହିଥିବା କୌଣସି ଆଇନଗତ ସମସ୍ୟା ଆଜି ଆପଣଙ୍କ ସପକ୍ଷରେ ଯିବ । ଏ ସମସ୍ୟା ଆପଣଙ୍କୁ ବହୁତ ହଇରାଣ କରୁଥିଲା । ଏବେ ଆପଣଙ୍କ ସବୁ ସମସ୍ୟାର ସମାଧାନ ହୋଇଯିବ ଏବଂ ଜୀବନଧାରା ସ୍ୱାଭାବିକ ରୂପେ ଚାଲିବ ।
ମକର -ଆଜି ଆପଣ ମାନସିକ ଶାନ୍ତିରୁ ବଞ୍ଚିତ ରହିବେ । କୌଣସି ମନୋରଞ୍ଜନ କାର୍ଯ୍ୟରେ ଭାଗନେଲେ ବହୁତ ଉତ୍ତମ । ପରିବାର ସଦସ୍ୟ କିମ୍ବା ସାଥିମାନଙ୍କ ସହ ବାହାରେ ଭ୍ରମଣ କରନ୍ତୁ ।
କୁମ୍ଭ -ସାମାନ୍ୟ ବିବ୍ରତ ରହିବେ । ଦାୟିତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବନ୍ଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।

ମୀନ -ବହୁଦିନର ଲମ୍ବା ପ୍ରତୀକ୍ଷା ପରେ ଆଇନଗତ କେସର ନିଷ୍ପତ୍ତି ଆପଣଙ୍କ ସପକ୍ଷରେ ଯିବ, ଏବେ ଆପଣ ଶାନ୍ତିରେ ନିଶ୍ୱାସ ନେଇ ପାରିବେ, ଆପଣଙ୍କ ଓକିଲଙ୍କ ପରାମର୍ଶ ଏବେ କାମରେ ଲାଗିବ ।

Get real time updates directly on you device, subscribe now.

Comments are closed.