fbpx

ରାଶିଫଳ (ଶୁକ୍ରବାର ,୧୮ ଜୁନ ,୨୦୨୧)

ମେଷ : ଆଜି ନିଜ ଲୋକଙ୍କ ସହିତ ଆପଣଙ୍କର ସମ୍ପର୍କ ଭଲ ରହିବ ନାହିଁ । ଆପଣ ଆଜି ଦୁଃଖ ଅନୁଭବ କରିବେ ଏବଂ ଆଜି ରାଗି ମଧ୍ୟ ପାରନ୍ତି । ମନେ ରଖନ୍ତୁ କେବଳ ଥଣ୍ଡା ମନରେ ଧୈର୍ଯ୍ୟ ରଖନ୍ତୁ ପରିସ୍ଥିତିକୁ ସମ୍ଭାଳି ପାରିବେ ।

ବୃଷ : ଆଜି ଆପଣଙ୍କ ପରିବାରର କୌଣସି ସଦସ୍ୟଙ୍କ ପରାମର୍ଶ ଆପଣଙ୍କୁ ଠିକ୍‌ ଲାଗି ନ ପାରେ । ଏହାର ପ୍ରଭାବ ଆପଣଙ୍କ ଉପରେ ପଡ଼ିଲେ ମଧ୍ୟ ଆପଣ କିଛି କରିାରିବେ ନାହିଁ ।

ମିଥୁନ : ଆପଣଙ୍କ ମଧ୍ୟରୁ ଯେଉଁମାନେ ପରିବାରଠାରୁ ଦୂରରେ ଅଛନ୍ତି ସେମାନେ ନିଜ ପରିବାର ସହିତ ଭଲ ସମୟ କଟାଇପାରିବେ । ଆପଣ ଏହି ସମୟର ଉପଯୋଗ ପୁରୁଣା ସ୍ମୃତିକୁ ମନେ ପକାଇବାରେ ବ୍ୟବହାର କରିାରିବେ ।

କର୍କଟ : ଆଜିର ଦିନଟି ବନ୍ଧୁମାନଙ୍କ ସହିତ ମଜା କଟାଇବାର ଦିନ ଅଟେ ଆପଣ ନିଜର ସବୁ ଅସୁବିଧା ଭୁଲି ଖୁସିରେ ଦିନଟି କଟାନ୍ତୁ । ଆଜି ଆପଣଙ୍କ ନିଜର ସବୁ ବିଚାରକୁ ଖୋଲି କରି ପ୍ରକାଶ କରିାରନ୍ତି ।

ସିଂହ : ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି ।

କନ୍ୟା : ଆଜି ଆପଣ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବିଚିନ୍ତି ନେବେ । ଆଜିର ନିଷ୍ପତ୍ତି ଆପଣଙ୍କର ଭବିଷ୍ୟତ ଉପରେ ପଡ଼ିବ । ସେଥିାଇଁ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ବହୁତ ଭାବିଚିନ୍ତି ନିଅନ୍ତୁ ।

ତୁଳା : ଆଜି ଆପଣ କୌଣସି କଥାର ସତ୍ୟତା ପରିକ୍ଷା ପାଇଁ ତାହାକୁ ଯାଞ୍ଚ ନିଶ୍ଚୟ କରନ୍ତୁ । ଏମିତି କୌଣସି କଥାକୁ ଶୁଣି ନିଷ୍ପତ୍ତି ନିଅନ୍ତୁ ନାହିଁ ।

ବିଛା : ଆଜି ବୋଧେ ଆପଣ କୌଣସି ନୂଆ ସମ୍ପର୍କ ସ୍ଥାପନ କରିପାରନ୍ତି । ଆପଣଙ୍କର ଏହି ନୂଆ ବନ୍ଧୁ ଆପଣଙ୍କର ଖରାପ ସମୟରେ ମଧ୍ୟ ଆପଣଙ୍କ ସାଙ୍ଗରେ ରହିବେ । ଆପଣ ଆଜି ଅନୁଭବ କରିବେ ଆପଣ କେତେ ସୌଭାଗ୍ୟଶାଳି ଯେ, ଆପଣଙ୍କୁ ଏହି ଭଳି ମିତ୍ର ମିଳିଛନ୍ତି ।

ଧନୁ : ଆଜି ଆପଣ ନିଜକୁ କୌଣସି ପରିବାରର କାର୍ଯ୍ୟରେ ବ୍ୟସ୍ତ ରଖିବେ । ଏହି କାର୍ଯ୍ୟର ଆୟୋଜନ କରିବାରେ ଆପଣଙ୍କୁ ଆନନ୍ଦ ମିଳିବ । ଏହି କାର୍ଯ୍ୟ ଦ୍ୱାରା ଆପଣ ଓ ଆପଣଙ୍କ ପରିବାରର ଲୋକ ବହୁତ ଖୁସି ହେବେ । ଆପଣ ଏହି କାର୍ଯ୍ୟ ପାଇଁ ବହୁତ ବ୍ୟସ୍ତ ରହିବେ ।

ମକର : ଆଜି ଆପଣଙ୍କ ଖୁସିର ଠିକଣା ରହିବ ନାହିଁ । ଆଜି ଆପଣଙ୍କ ପରିବାର ଲୋକ କିମ୍ବା ବନ୍ଧୁମାନଙ୍କ ସହିତ କୌଣସି ଉତ୍ସବରେ ଯୋଗ ଦେବେ କିମ୍ବା ବାହାରକୁ ବୁଲିବାକୁ ଯିବେ।

କୁମ୍ଭ : ଆଜି ଆପଣ ଘରର ଗୁରୁଜନମାନଙ୍କ ସହିତ ସମୟ ବିତାଇବା ଉଚିତ ହେବ । ସେମାନେ ଆପଣଙ୍କୁ କିଛି କୁହନ୍ତୁ ବା ନକୁହନ୍ତୁ ସେମାନେ ମଧ୍ୟ ଆପଣଙ୍କର ସାନିଧ୍ୟ୍ୟ ଆବଶ୍ୟକ କରନ୍ତି ।

ମୀନ : ଆପଣଙ୍କୁ ନିଜ ପରିବାରର କୌଣସି ସଦସ୍ୟ କିମ୍ବା ବନ୍ଧୁ ନିରାଶ କରିପାରେ ଏବଂ ଆପଣଙ୍କ ଆଗରେ କୌଣସି ସମସ୍ୟା ମଧ୍ୟ ସୃଷ୍ଟି ହୋଇପାରେ । ଆପଣଙ୍କର ରାଗି କରି କଥା ହେବା ବଦଳରେ ଭଲହେବ ଯଦି ଆପଣ ତାଙ୍କୁ ସ୍ନେହରେ ବୁଝାଇବେ ।

Get real time updates directly on you device, subscribe now.