ରାଶିଫଳ (୧ ଜୁଲାଇ ୨୦୨୦, ବୁଧବାର)

0 269

ମେଷ -ଆପଣ ଆଜି ବିଦେଶରୁ ଗୋଟିଏ ଖୁସି ଖବର ପାଇପାରନ୍ତି ଯଦି ଆପଣ ବିଦ୍ୟାର୍ôଥ ହୋଇଥାନ୍ତି ତେବେ ଆପଣ ବୃତ୍ତି ପାଇପାରନ୍ତି କିମ୍ବା ଆପଣଙ୍କର ନାମ ଲେଖା ହୋଇପାରେ । ଏହା ମଧ୍ୟ କୌଣସି ଏକ ନୂଆ ଚାକିରି ହୋଇଥାଇପାରେ ।
ବୃଷ -ଆପଣଙ୍କୁ ବିଦେଶ ଯିବା ପାଇଁ ନିମନ୍ତ୍ରଣ ମିଳିପାରେ ସେଥିପାଇଁ ସଜାଗ୍ ରୁହନ୍ତୁ ଏବଂ ଏହି ସୁଯୋଗକୁ ହାତଛଡା କରନ୍ତୁ ନାହିଁ । କିନ୍ତୁ ଆପଣଙ୍କୁ ମିତବ୍ୟୟୀ ହେବାକୁ ପଡ଼ିବ

ମିଥୁନ -ଆଜି ଆପଣ ବନ୍ଧୁଙ୍କ ସହିତ ଝଗଡ଼ା କରିବା ଦ୍ୱାରା ଚିନ୍ତାରେ ପଡ଼ିଯିବେ । ଏହି କଥା ପାଇଁ ଆପଣଙ୍କୁ ବହୁତ ଆଶ୍ଚର୍ଯ୍ୟ ଲାଗିବ ଏବଂ ବହୁତ ବୁଦ୍ଧିର ସହିତ ଆପଣଙ୍କୁ ଏହି ପରିସ୍ଥିତିକୁ ସମ୍ଭାଳିବା ପାଇଁ ପଡ଼ିବ ।
କର୍କଟ -ଆଜି ଆପଣ ସେମାନଙ୍କୁ ଜଣାଇଦେବେ ଯେ ଆପଣ ସେମାନଙ୍କ ସାହାଯ୍ୟ କିପରି ଗ୍ରହଣ କରିଛନ୍ତି ଏବଂ ସବୁବେଳେ ଆପଣ ସେମାନଙ୍କ ବ୍ୟତିତ ଅନ୍ୟ କାହାର ସାହାଯ୍ୟ ଆବଶ୍ୟକ ହେଲେ ଆପଣ ସାହାଯ୍ୟ କରିବାକୁ ପଛାନ୍ତୁ ନାହିଁ ।
ସିଂହ -ଆଜି ଏଭଳି ଏକ ଦିନ ଯେଉଁଦିନ କି ଆପଣଙ୍କୁ ବିଦେଶରୁ ସୁସମ୍ବାଦ ମିଳିପାରେ । ଯଦି ଆପଣ ପରିବାର ବା ବନ୍ଧୁ ବିଦେଶରେ ରହୁଥାନ୍ତି । ତେବେ ଏହି ସୁସମ୍ବାଦ ତାଙ୍କ ତରଫରୁ ଆସିପାରେ ।
କନ୍‌ଯା -ଆପଣଙ୍କ ଆଖପାଖରେ ଲୋକ ଆପଣଙ୍କ ମଧୁର ବ୍ୟବହାରକୁ ଦେଖି ଆଶ୍ଚର୍ଯ୍ୟ ହେବେ । ଆପଣ ସମସ୍ତଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଯିବେ । ଆଜି ଆପଣ ଦେଖିବେ ଯେ ଜୀବନ ପ୍ରତି ଆପଣଙ୍କ ଭାବ ପୁରାପୁରି ବଦଳାଇ ଯାଇଛି ।
ତୁଳା -ଆଜି ଆପଣ ଆପଣଙ୍କ ସାଙ୍ଗର ସାନିଧ୍ୟ ଲାଭ କରିବେ ।ଆଜିର ଦିନ ବହୁତ ଖୁସି କରିବାର ଦିନ ଅଟେ । ସମୟର ତାଳେ ତାଳେ ଏହି ସମ୍ପର୍କ ଆହୁରି ମଜବୁତ ହେବ । ଆଜି ଦିନରେ ସ୍ମରଣୀୟ ମୂହୁର୍ତ୍ତ ଆପଣଙ୍କ ସାଂଗରେ ସବୁବେଳେ ରହିବ ।
ବିଛା -ଆଜି ଦିନରେ ଆପଣ ବିଦେଶରୁ କୌଣସି ଖୁସିଖବର ପାଇ ପାରନ୍ତି । ଏହି ଖବର ବିଦେଶରେ ରହୁଥିବା କୌଣସି ବନ୍ଧୁପରିଜନ ଆପଣଙ୍କୁ ଦେବେ । ଆପଣ ତାଙ୍କର ଫୋନ କିମ୍ବା ଇମେଲର ଅପେକ୍ଷା କରନ୍ତୁ ।
ଧନୁ -ଆଜି ଆପଣଙ୍କ ଜୀବନରେ ଏକ ନୂଆ ମୋଡ଼ ଆସିପାରେ ଆଜି ଆପଣ କୌଣସି ଆତ୍ମିୟ କିମ୍ବା ଅଜଣା ବ୍ୟକ୍ତିଙ୍କ ପାଖରୁ କିଛି ଶିକ୍ଷା ଲାଭ କରି ପାରନ୍ତି ଯାହା ଆପଣଙ୍କ ପାଇଁ ଜରୁରୀ ଥିଲା । ତାଙ୍କ ଉପଦେଶ ଉପରେ ଧ୍ୟାନ ଦିଅନ୍ତୁ ।
ମକର -ଆଜି ଘରେ ବହୁତ କୋଳାହଳମୟ ପରିବେଶ ହେବ । ଘରେ ଏକା ସାଙ୍ଗରେ ବହୁତ କାର୍ଯ୍ୟ ହେବ । ଆଜି ଆପଣ ନିଜର ସବୁ ସମସ୍ୟାକୁ ଗୋଟିଏ ପଟେ ରଖି ନିଜ ସାଙ୍ଗ ସାଥିଙ୍କ ସହିତ ମଜ୍ଜାରେ ରହିବେ ।
କୁମ୍ଭ -ଆପଣ ଦେଖିବେ ଆଜି ଆପଣଙ୍କର ବିଦେଶୀ ଲୋକଙ୍କ ସହ ଆତ୍ମୀୟତା ବଢିବ । ଆପଣଙ୍କ ବିଦେଶୀ ବନ୍ଧୁ ଆପଣଙ୍କୁ ସେଠାକୁ ଯିବାକୁ ନିମନ୍ତ୍ରଣ କରିପାରନ୍ତି କିମ୍ବା ଆପଣଙ୍କ କାର୍ଯ୍ୟ ଯୋଗୁଁ ବିଦେଶ ଯାଇପାରନ୍ତି ।
ମୀନ -ବିଦେଶ ସହ ସଂଯୋଗ କରୁଥିବା ଯେକୌଣସି କାର୍ଯ୍ୟରୁ ଆପଣଙ୍କୁ ସଫଳତା ମିଳିପାରେ । ଯଦି ଆପଣ କୌଣସି ବିଦେଶୀ ବନ୍ଧୁଙ୍କ ପାଖରୁ ଚାକିରିର ସାହାଯ୍ୟ ପାଇବା ପାଇଁ ଆଶା କରୁଥାନ୍ତି , ତେବେ ଆପଣ ସଫଳ ହେବେ କିମ୍ବା କୌଣସି ଆନ୍ତର୍ଜାତିକ ଚୁକ୍ତି ହୋଇପାରେ ।

Leave A Reply

Your email address will not be published.