fbpx

ଆଜି କଣ ରହିଛି ଆପଣଙ୍କ ରାଶିରେ ଜାଣନ୍ତୁ , ରାଶିଫଳ (ବୁଧବାର, ୨୧ ଅକ୍ଟୋବର ୨୦୨୦)

ମେଷ – ଆଜି ଆପଣଙ୍କ ଆତ୍ମବିଶ୍ୱାସ ବଢିବ ଓ ପ୍ରଗତି ନିଶ୍ଚିତ ହେବ । ଆୟ ଅପେକ୍ଷା ଅଧିକ ବ୍ୟୟ ହେବ । ବ୍ୟପାରରେ ହାନି ସ୍ଥିତି ରହିବ । କୌଣସି କାମରେ ମନ ଲାଗିବ ନାହିଁ । ବିଦ୍ୟାର୍ଥୀମାନଙ୍କ ମନ ପଢାରେ ଲାଗିବ ନାହିଁ ।

ବୃଷ – ବାହାରକୁ ବାହାରିବା ପରେ କୌଣସି ଅଜଣା ବ୍ୟକ୍ତି ଉପରେ ବିଶ୍ୱାସ କରନ୍ତୁ ନାହିଁ । କୌଣସି ମହିଳା ମିତ୍ରର ସାହାର୍ଯ୍ୟ କରି ପାରନ୍ତି ।

ମିଥୁନ – ପ୍ରେମୀ ପ୍ରେମିକାଙ୍କ ସମ୍ପର୍କରେ ବିବାଦ ହୋଇପାରେ । କାର୍ଯ୍ୟ କ୍ଷେତ୍ରରେ ବିରୋଧୀ ବଢିବେ । ଆୟ ବ୍ୟୟରେ ସନ୍ତୁଳନ ରହିବ । ଚେଷ୍ଟା ଜାରିରଖନ୍ତୁ କାହାର ଅପେକ୍ଷା କରନ୍ତୁ ନାହିଁ । ପଢିବା ଓ ଲେଖିବା ଇତ୍ୟାଦି କାର୍ଯ୍ୟରେ ଉତ୍ସାହ ରହିବ ।

କର୍କଟ – ଆଜି ଆପଣଙ୍କୁ କିଛି ସହଯୋଗ ମିଳିବ । ଆର୍ôଥକ ସମସ୍ୟା ଆସିବ । ଟଙ୍କା ନେବା ଦେବାରେ ସାବଧାନ ରୁହନ୍ତୁ । ସ୍ୱାସ୍ଥ୍ୟ କମଜୋର ରହିପାରେ । ବ୍ୟୟ ଅଧିକ ହେବ । କୌଣସି ବି ଝଗଡାରେ ଭାଗୀଦାରୀ ହୁଅନ୍ତୁ ନାହିଁ । କେଉଁଠି ଗୁପ୍ତ ଜିନିଷରୁ ଟଙ୍କା ମିଳିପାରେ ।

ସିଂହ – ନିଜ ଘରର କିଛି ପରିସ୍ଥିତି ଖରାପ ହୋଇପାରେ । ଆପଣ ନିଜର କାମକାର୍ଯ୍ୟ ପାଇଁ କାହାର ସହଯୋଗ ନେଇ ପାରନ୍ତି ।

କନ୍ୟା – ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ ।

ତୁଳା – କୌଣସି ବି ଅପିରିଚିତ ବ୍ୟକ୍ତି ଉପରେ ବିଶ୍ୱାସ କରନ୍ତୁ ନାହିଁ । ଜୋଖିମ ଉଠାନ୍ତୁ ନାହିଁ କିମ୍ବା କୌଣସି ବି ପ୍ରକାରର ବିବାଦକୁ ଯାଆନ୍ତୁ ନାହିଁ । ଆକସ୍ମିକ ଧନଲାଭ ହୋଇପାରେ । ସନ୍ତାନ ଆପଣଙ୍କ ଆଜ୍ଞା ମାନିବେ ।

ବିଛା – କିଛି ବନ୍ଧୁଙ୍କ ସହିତ ସାକ୍ଷାତ ହୋଇ ଉତ୍ସାହ ବର୍ଧକ ସୂଚନା ପ୍ରାପ୍ତ କରିବେ । କୌଣସି ବଡ଼ କାମ କରିବାରେ ମନ ଲାଗିବ । ରାଜନୀତି କ୍ଷେତ୍ରରେ ଆପଣଙ୍କ ମାନ ସମ୍ମାନ ବଢିବ ।

ଧନୁ – ପ୍ରେମ ସମ୍ବନ୍ଧରେ ସାବଧାନ ରୁହନ୍ତୁ । ସ୍ୱାସ୍ଥ୍ୟ ସାଧାରଣ ରହିବ । ଖାଦ୍ୟପାନରେ ରୁଚି ବଢିବ । ଅଧିକାରୀମାନଙ୍କ ସହ ସମ୍ପର୍କ ଭଲ ରହିବ । ଏକ ଆଧ୍ୟାତ୍ମିକ ବ୍ୟକ୍ତିଙ୍କ ଆଶୀର୍ବାଦ ମିଳିପାରେ ।

ମକର – ପ୍ରେମୀମାନଙ୍କୁ ପାଇଁ ଆଜି କିଛି ଶୁଭ ଖବର ମିଳିପାରେ । ଉଚ୍ଚ ବର୍ଗ ଲୋକମାନଙ୍କ ଚାକିରିରେ କିଛି ଅସୁବିଧା ଆସିପାରେ । ଧର୍ମ ପ୍ରତି ଆସ୍ଥା ବଢିବ ପୂଜା ପାଠରେ ମନ ଲାଗିବ ।

କୁମ୍ଭ – ପରିଶ୍ରମ ଅଧିକ ରହିବ । ଦୁର୍ଘଟନାର ସମ୍ଭାବନା ଅଛି । କିଛି କାର୍ଯ୍ୟ ଖରାପ ହୋଇପାରେ । ବିବାଦକୁ ବଢାନ୍ତୁ ନାହିଁ । ଲାଭ ପାଇଁ ଅନ୍ୟର କ୍ଷତି କରନ୍ତୁ ନାହିଁ । ମୌସମର ପ୍ରଭାବ ସ୍ୱାସ୍ଥ୍ୟ ଉପରେ ପଡିପାରେ ।

ମୀନ – ବ୍ୟାପାରିକ ଯୋଜନା ବିଫଳ ହୋଇପାରେ । ବାହନ ଚଳାଇବା ସମୟରେ ସାବଧାନ ରୁହନ୍ତୁ । ଜୀବନସାଥିଙ୍କ ମହତ୍ୱପୂର୍ଣ ସହଯୋଗ ମିଳିବ । ଆପଣଙ୍କ ବୁଦ୍ଧି ଆପଣଙ୍କୁ ସଫଳତା ନିଷ୍କିତ ଦେବ ।

ଜ୍ୟୋର୍ତିବିଦ୍ ପଣ୍ଡିତ ଶ୍ରୀପତି ଆଚାର୍ଯ୍ୟ
(ଏମ୍ କମ୍‌,ଏମ.ବି.ଏ) ସେକ୍ଟର-୩/୩୦୯, ନିଳାଦ୍ରୀବିିହାର, ଭୁବନେଶ୍ୱର-୨୧
ମୋ: ୯୪୩୮୩୮୯୦୩୯

Get real time updates directly on you device, subscribe now.