ରାଶିଫଳ (ଗୁରୁବାର ,୨୨ ଅପ୍ରିଲ ,୨୦୨୧)

COVID-19 Updates
  • World 161,468,408
    World
    Confirmed: 161,468,408
    Active: 17,829,520
    Recovered: 140,287,776
    Death: 3,351,112
  • USA 33,589,466
    USA
    Confirmed: 33,589,466
    Active: 6,370,934
    Recovered: 26,620,689
    Death: 597,843
  • India 23,827,104
    India
    Confirmed: 23,827,104
    Active: 3,723,496
    Recovered: 19,844,129
    Death: 259,479
  • Brazil 15,361,686
    Brazil
    Confirmed: 15,361,686
    Active: 1,009,213
    Recovered: 13,924,217
    Death: 428,256
  • Turkey 5,072,462
    Turkey
    Confirmed: 5,072,462
    Active: 227,350
    Recovered: 4,801,291
    Death: 43,821
  • Russia 4,913,439
    Russia
    Confirmed: 4,913,439
    Active: 270,838
    Recovered: 4,527,878
    Death: 114,723
  • UK 4,444,631
    UK
    Confirmed: 4,444,631
    Active: 58,682
    Recovered: 4,258,298
    Death: 127,651
  • Italy 4,139,160
    Italy
    Confirmed: 4,139,160
    Active: 346,008
    Recovered: 3,669,407
    Death: 123,745
  • Germany 3,569,249
    Germany
    Confirmed: 3,569,249
    Active: 242,760
    Recovered: 3,240,300
    Death: 86,189
  • Pakistan 870,703
    Pakistan
    Confirmed: 870,703
    Active: 75,052
    Recovered: 776,315
    Death: 19,336
  • China 90,808
    China
    Confirmed: 90,808
    Active: 291
    Recovered: 85,881
    Death: 4,636

ମେଷ – ଆଜି ଦିନରେ ଆପଣ ଅସୁଖି ଅନୁଭବ କରି ପାରନ୍ତି । କିଛି ସାମାନ୍ୟ ଦୁଶ୍ଚିନ୍ତା ମଧ୍ୟରେ ସମୟ କାଟିପାରନ୍ତି । କିନ୍ତୁ ଖରାପ ସମୟ ଆପେ ଆପେ ଦୁରେଇଯିବ । ସାମୟିକ ଭାବରେ ନିରାପତ୍ତାର ଅଭାବ ଅନୁଭବ କରି ପାରନ୍ତି ।

ବୃଷ – ଆଜି ଆପଣଙ୍କ ଘରେ ଖୁସିର ପରିବେଶ ରହିବେ । ଆଜି ଆପଣ ଏବଂ ଆପଣଙ୍କ ଘରଲୋକେ ମଉଜ ମଜଲିସରେ ମଜ୍ଜି ରହିବେ । ବିଦେଶରୁ ମଧ୍ୟ ଆପଣଙ୍କ ଆତ୍ମୀୟ ସଜ୍ଜନ ଆସି ପାରନ୍ତି । ତାଙ୍କୁ ସ୍ୱାଗତ କରିବା ପାଇଁ ପ୍ରସ୍ତୁତ ରୁହନ୍ତୁ ।

ମିଥୁନ – ଆଜି ଆପଣ ନିଜର ମୂଲ୍ୟବାନ ଜିନିଷକୁ ସାଇତି ରଖନ୍ତୁ ,ନଚ଼େତ୍ ତାହା ହଜିଯିବାର ସମ୍ଭାବନା ଅଛି । ଆଦୌ ଚ଼ିନ୍ତା କରନ୍ତୁ ନାହିଁ । କେବଳ ସତର୍କତା ଅବଲମ୍ବନ କରନ୍ତୁ ।

କର୍କଟ – ଯେକୌଣସି କାରଣ ହେଉନା କାହିଁକି ଆପଣଙ୍କର ଦୁଶ୍ଚିନ୍ତା ରହିବ । ଧୈର୍ୟ଼୍ୟଧରି ସମୟ ବିତାନ୍ତୁ । ସେ ସମ୍ବନ୍ଧରେ ଅଧିକ ଚିନ୍ତା କରନ୍ତୁ ନାହିଁ । ସମସ୍ୟା ଆସିବ ଓ ଉନ୍ନତି ପାଇଁ ସମସ୍ୟାରୁ ନିଶ୍ଚିତ କିଛି ଶିଖିବେ ।

ସିଂହ – ଆଜି ଦିନରେ ଆପଣ ଆଳସ୍ୟ ଅନୁଭବ କରିବେ । କିନ୍ତୁ ବର୍ତ୍ତମାନ ଆପଣ ଆଳସ୍ୟର ସମୟ କଟାଇଲେ ଚଳିବ ନାହିଁ । ଅଯଥା ସମୟ ନଷ୍ଟ କରନ୍ତୁ ନାହିଁ । କୌଣସି ନା କୌଣସି କାର୍ୟ୍ୟରେ ନିଜକୁ ନିୟୋଜିତ ରଖନ୍ତୁ ।

କନ୍ୟା – ଆଜି ଆପଣ ଆତ୍ମବିଶ୍ଳେଷଣରେ ସମୟ ବିତାଇବେ । ଆପଣ କେତେ କଠିନ ପରିଶ୍ରମ କରି ଆଜି ପ୍ରତିଷ୍ଠିତ ହୋଇପାରିଛନ୍ତି , ସେ ବିଷୟରେ ଚ଼ିନ୍ତା କରିବେ ଏବଂ ଭବିଷ୍ୟତରେ କଣ କରିବେ ମଧ୍ୟ ଯୋଜନା କରିବେ । ଆପଣ ଭବିଷ୍ୟତରେ ଉପଯୁକ୍ତ ପାଇବା ପାଇଁ ଏହା ସାହାଯ୍ୟ କରିବ ।

ତୁଳା – ଆପଣଙ୍କ ମାନସିକ ଅବସ୍ଥାରେ କିଛି ପରିବର୍ତ୍ତନ ହେବ ଏବଂ ଦିନତମାମ ଆପଣଙ୍କ ଏକାଗ୍ରତାର ଆଘାତ ସୃଷ୍ଟି ହେବ । କାହାରି ଉପରେ ଅଯ଼ଥାରେ ବିରକ୍ତି ଭାବ ପ୍ରକାଶ କରନ୍ତୁ ନାହିଁ ଏବଂ ନିଜେ ମଧ୍ୟ ମାନସିକ ଭାରସାମ୍ୟ ହରାନ୍ତୁ ନାହିଁ ।

ବିଛା – ଆପଣଙ୍କ ସୁଖ ସମ୍ବଳ ଆପଣଙ୍କୁ ବହୁତ ସାହାଯ୍ୟ କରିବ । ଆପଣ ଯାହା କିଛି ଆଜି କରନ୍ତୁ ନା କାହିଁକି ଆପଣଙ୍କ ଅନ୍ତରଆତ୍ମା ଇଚ୍ଛାନୁଯାଇ କାମକରନ୍ତୁ । ଆପଣ କୌଣସି ବିପଦକୁ ଡ଼ରିବେ ନାହିଁ ।

ଧନୁ – ଲମ୍ବା ସମୟ ଧରି ଅମୀମାଂସିତ ହୋଇରହିଥିବା କୌଣସି ଆଇନଗତ ସମସ୍ୟା ଆଜି ଆପଣଙ୍କ ସପକ୍ଷରେ ଯିବ । ଏ ସମସ୍ୟା ଆପଣଙ୍କୁ ବହୁତ ହଇରାଣ କରୁଥିଲା । ଏବେ ଆପଣଙ୍କ ସବୁ ସମସ୍ୟାର ସମାଧାନ ହୋଇଯିବ ଏବଂ ଜୀବନଧାରା ସ୍ୱାଭାବିକ ରୂପେ ଚ଼ାଲିବ ।

ମକର – ଆଜି ଆପଣ ମାନସିକ ଶାନ୍ତିରୁ ବଞ୍ଚିତ ରହିବେ । କୌଣସି ମନୋରଞ୍ଜନ କାର୍ୟ୍ୟରେ ଭାଗନେଲେ ବହୁତ ଉତ୍ତମ । ପରିବାର ସଦସ୍ୟ କିମ୍ବା ସାଥିମାନଙ୍କ ସହ ବାହାରେ ଭ୍ରମଣ କରନ୍ତୁ ।

କୁମ୍ଭ – ସାମାନ୍ୟ ବିବ୍ରତ ରହିବେ । ଦାୟିତ୍ବର ସହ ଅନ୍ୟାନ୍ୟ କାର୍ୟ୍ୟକରିବାରେ ଅସୁବିଧା ହୋଇପାରେ । ବନ୍ଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ୟ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।

ମୀନ – ବହୁଦିନର ଲମ୍ବା ପ୍ରତୀକ୍ଷା ପରେ ଆଇନଗତ କେସର ନିଷ୍ପତ୍ତି ଆପଣଙ୍କ ସପକ୍ଷରେ ଯିବ, ଏବେ ଆପଣ ଶାନ୍ତିରେ ନିଶ୍ୱାସ ନେଇ ପାରିବେ, ଆପଣଙ୍କ ଓକିଲଙ୍କ ପରାମର୍ଶ ଏବେ କାମରେ ଲାଗିବ ।

Get real time updates directly on you device, subscribe now.

Comments are closed.