-
World 144,264,807
WorldConfirmed: 144,264,807Active: 18,467,456Recovered: 122,731,138Death: 3,066,213 -
USA 32,583,792
USAConfirmed: 32,583,792Active: 6,849,612Recovered: 25,151,152Death: 583,028 -
India 15,924,732
IndiaConfirmed: 15,924,732Active: 2,290,689Recovered: 13,449,371Death: 184,672 -
Brazil 14,050,885
BrazilConfirmed: 14,050,885Active: 1,110,666Recovered: 12,561,689Death: 378,530 -
Russia 4,727,125
RussiaConfirmed: 4,727,125Active: 267,546Recovered: 4,352,873Death: 106,706 -
Turkey 4,446,591
TurkeyConfirmed: 4,446,591Active: 565,274Recovered: 3,844,342Death: 36,975 -
UK 4,395,703
UKConfirmed: 4,395,703Active: 101,642Recovered: 4,166,734Death: 127,327 -
Italy 3,904,899
ItalyConfirmed: 3,904,899Active: 475,635Recovered: 3,311,267Death: 117,997 -
Germany 3,208,672
GermanyConfirmed: 3,208,672Active: 303,190Recovered: 2,824,100Death: 81,382 -
Pakistan 772,381
PakistanConfirmed: 772,381Active: 83,162Recovered: 672,619Death: 16,600 -
China 90,541
ChinaConfirmed: 90,541Active: 305Recovered: 85,600Death: 4,636
ମେଷ : ଆଜି ଆପଣଙ୍କ ସାମାଜିକ ଜୀବନ ବହୁତ ଖୁସିପୂର୍ଣ୍ଣ ରହିବ । ଆପଣ ଆପଣଙ୍କ ବନ୍ଧୁମାନଙ୍କ ସହ ଖୁବ୍ ମଜ୍ଜା କରିବେ ଓ ତାହା ସହିତ ଆପଣଙ୍କ କାମରେ ମଧ୍ୟ ମିଳିତ ସଫଳତାର ମଜ୍ଜା ନେବେ ।
ବୃଷ : ଆପଣ କୌଣସି ସାମାଜିକ କାର୍ଯ୍ୟରେ ସହଯୋଗ କରିବେ । ନିଜର ମନର କଥା ଶୁଣନ୍ତୁ ଏବଂ କୌଣସି ସମାଜିକ କାର୍ଯ୍ୟରେ ସହଯୋଗ କରନ୍ତୁ । ଏହି ଭଲ କାମ ପାଇଁ ସେମାନଙ୍କୁ ଏବଂ ଆପଣଙ୍କୁ ବହୁତ ଖୁସି ଲାଗିବ ।
ମିଥୁନ : ପରିଶେଷରେ ଆଜି ଆପଣଙ୍କ ବିଚାରରେ ସ୍ପଷ୍ଟତା ଆସିବ ଏବଂ କିଛି ଗମ୍ଭୀର ସମସ୍ୟା ବିଷୟରେ ଆପଣ ସ୍ପଷ୍ଟରୂପେ ଚିନ୍ତା କରିପାରିବେ । ସବୁ ସମସ୍ୟାର ସମାଧାନ ଏବେ ଆପଣଙ୍କୁ ପରିଷ୍କାର ରୂପେ ଦେଖାଯିବ ।
କର୍କଟ : ଆଜି ଆପଣ ସାମାଜିକ ଗତିବିଧିଗୁଡ଼ିକ ପ୍ରତି ଆକର୍ଷିତ ରହିବେ, ବନ୍ଧୁମାନଙ୍କ ଯଥେଷ୍ଟ ପିଇବା ପାଇଁ କେଉଁଠି ବାହାରକୁ ଯିବା ହେବ ବା ରାତ୍ରିଭୋଜନ ଖାଇବାର ହେବ । ଏହା ଆପଣଙ୍କ ମଜ୍ଜା କରିବାର ସମୟ ଅଟେ ।
ସିଂହ : ଆଜି ଆପଣ ନିଜ ରାଗ ଉପରେ ନିୟନ୍ତ୍ରଣ ରଖିବେ । ଏମିତି କରିଲେ ଆପଣ ସେ ଶାନ୍ତିକୁ ବଜାୟ ରଖିବେ, ଯାହାର ଆନନ୍ଦ ଏବେ ପର୍ଯ୍ୟନ୍ତ ନେଉଥିଲେ । ଆପଣଙ୍କୁ ଯେଉଁ କଥା ଆଜି ବଡ଼ ଲାଗୁଛି ସେହିକଥା କାଲି ଛୋଟ ଲାଗିବ ।
କନ୍ୟା : ଆଜି ପାଇଁ ଆପଣଙ୍କର ମୂଳମନ୍ତ୍ର ଅଟେ ବିଶ୍ୱାସ, ଆପଣଙ୍କୁ ଏହା ଜାଣିବାକୁ ଉଚିତ୍ ଯେ ନିଜର ହିଁ ପ୍ରିୟଜନ ଯେକି ଆପଣଙ୍କୁ ଭଲ ପାଆନ୍ତି, ତଥାପି ବିଶ୍ୱାସ କରିବାରେ କୁଣ୍ଠିତ ଅନୁଭବ କରୁଛନ୍ତି କାହିଁକି ?
ତୁଳା : ଜୀବନ ପ୍ରତି ଆଜି ଆପଣଙ୍କ ଦୃଷ୍ଟିକୋଣ ସମ୍ପୂର୍ଣ ରୂପେ ବଦଳିଯାଇପାରେ । ଆଜି ଆପଣ ବ୍ୟାବହାରିକ ଏବଂ ତର୍କସଙ୍ଗତ ତଥ୍ୟ ପ୍ରତି ନିଜର ଆତ୍ମଜ୍ଞାନ ଅନୁଭବ କରିବେ ।
ବିଛା : ଆପଣଙ୍କ ଦୃଢ଼ତା ଏବଂ ଧୈର୍ଯ୍ୟ ଆପଣଙ୍କ ପାଖରେ ଥିବା ଲୋକ ଉପରେ ସକାରାତ୍ମକ ପ୍ରଭାବ ପଡ଼ିବ ଏବଂ ଆପଣଙ୍କର ସବୁ ସମସ୍ୟାର ସମାଧାନ ଆପେ ଆପେ ହୋଇଯିବ ।
ଧନୁ : ଆପଣଙ୍କ ସଂମ୍ପ୍ରେଷଣ କଳା ଏବଂ ଦୃଢ଼ ନିଶ୍ଚୟ ଯୋଗୁଁ ଆପଣ ବହୁ ସମସ୍ୟାକୁ ସମାଧାନ କରିବେ । ଯେତେବେଳେ ଆପଣ ସଫଳତା ପାଇବେ, ସେତେବେଳେ ଏଗୁଡ଼ିକର ଆପଣଙ୍କ ଜୀବନରେ କେତେ ମହତ୍ତ୍ୱ ବୁଝିପାରିବେ ।
ମକର : ଆଜି ଆପଣଙ୍କୁ ନିଜର କେହି ଆଶ୍ଚର୍ଯ୍ୟ କରିବ । ବିଷୟଟି ଆପଣଙ୍କ ସମ୍ପର୍କରେ ହୋଇପାରିଥାଏ, ନ ହୋଇ ମଧ୍ୟ ପାରିଥାଏ । କିନ୍ତୁ ସବୁ ପରିସ୍ଥିତିରେ ଆପଣଙ୍କୁ ଶାନ୍ତ ରହିବାକୁ ପଡିବ ଏବଂ ନିଜ ଲୋକଙ୍କୁ ସାହାର୍ଯ୍ୟ ପାଇଁ ଚେଷ୍ଟା କରିବା ଉଚିତ ହେବ ।
କୁମ୍ଭ : ଏହି ସମୟ ପରିବାର ଲୋକଙ୍କ ସହିତ କୌଣସି ଉତ୍ସବକୁ କେମିତି ଓ କେବେ ଯିବେ ଏହା ଅଧିକ ଭାବିବା ଦରକାର ନାହିଁ । ଏହି ସମୟର ସଦୁପଯୋଗ କରି ଆପଣ ବହୁତ ଆନନ୍ଦ ପାଇପାରନ୍ତି ।
ମୀନ : ଆଜି ଆପଣ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବିଚିନ୍ତି ନେବେ ।ଆଜିର ନିଷ୍ପତ୍ତି ଆପଣଙ୍କର ଭବିଷ୍ୟତ ଉପରେ ପଡ଼ିବ । ସେଥିପାଇଁ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ବହୁତ ଭାବିଚିନ୍ତି ନିଅନ୍ତୁ ।
Comments are closed.