ମେଷ – ଆଜି ନିଜ ଲୋକଙ୍କ ସହିତ ଆପଣଙ୍କର ସମ୍ପର୍କ ଭଲ ରହିବ ନାହିଁ । ଆପଣ ଆଜି ଦୁଃଖ ଅନୁଭବ କରିବେ ଏବଂ ଆପଣ ଆଜି ରାଗି ମଧ୍ୟ ପାରନ୍ତି । ମନେ ରଖନ୍ତୁ କେବଳ ଥଣ୍ଡା ମନରେ ଧର୍ଯ୍ୟ ରଖନ୍ତୁ ଆପଣଙ୍କ ପରିସ୍ଥିତିକୁ ସମ୍ଭାଳି ପାରିବେ ।
ବୃଷ – ଆଜି ଆପଣଙ୍କ ପରିବାରର କୌଣସି ସଦସ୍ୟଙ୍କ ପରାମର୍ଶ ଆପଣଙ୍କୁ ଠିକ୍ ଲାଗି ନ ପାରେ । ଏହାର ପ୍ରଭାବ ଆପଣଙ୍କ ଉପରେ ପଡ଼ିଲେ ମଧ୍ୟ ଆପଣ ଏହି ବିଷୟରେ କିଛି କରିପାରିବେ ନାହିଁ ।
ମିଥୁନ -ଆପଣଙ୍କ ମଧ୍ୟରୁ ଯେଉଁମାନେ ପରିବାର ଠାରୁ ଦୂରରେ ଅଛନ୍ତି ସେମାନେ ନିଜ ପରିବାର ସହିତ ଭଲ ସମୟ କଟାଇପାରିବେ । ଆପଣ ଏହି ସମୟର ଉପଯୋଗ ପୁରୁଣା ସ୍ମୃତିକୁ ମନେ ପକାଇବାରେ ବ୍ୟବହାର କରିପାରିବେ ।
କର୍କଟ – ଆଜିର ଦିନଟି ବନ୍ଧୁମାନଙ୍କ ସହିତ ମଜା କଟାଇବାର ଦିନ ଅଟେ ଆପଣ ନିଜର ସବୁ ଅସୁବିଧା ଭୁଲି ଖୁସିରେ ଦିନଟି କଟାନ୍ତୁ । ଆଜି ଆପଣଙ୍କ ନିଜର ସବୁ ବିଚାରକୁ ଖୋଲି କରି ପ୍ରକାସ କରିପାରନ୍ତି ।
ସିଂହ – ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି ।
କନ୍ୟା – ଆଜି ଆପଣ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବିଚିନ୍ତି ନେବେ ।ଆଜିର ନିଷ୍ପତ୍ତି ଆପଣଙ୍କର ଭବିଷ୍ୟତ ଉପରେ ପଡ଼ିବ । ସେଥିପାଇଁ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ବହୁତ ଭାବିଚିନ୍ତି ନିଅନ୍ତୁ ।
ତୁଳା -ଆଜି ଆପଣ କୌଣସି କଥାର ସତ୍ୟତା ପରିକ୍ଷା ପାଇଁ ତାହାକୁ ଯାଞ୍ଚ ନିଶ୍ଚୟ କରନ୍ତୁ । ଏମିତି କୌଣସି କଥାକୁ ଶୁଣି ନିଷ୍ପତ୍ତି ନିଅନ୍ତୁ ନାହିଁ ।
ବିଛା – ଆଜି ବୋଧେ ଆପଣ କୌଣସି ନୁଆ ସମ୍ପର୍କ ସ୍ଥାପନ କରିପାରନ୍ତି । ଆପଣଙ୍କର ଏହି ନୁଆ ବନ୍ଧୁ ଆପଣଙ୍କର ଖରାପ ସମୟରେ ମଧ୍ୟ ଆପଣଙ୍କ ସାଙ୍ଗରେ ରହିବ । ଆପଣ ଆଜି ଅନୁଭବ କରିବେ ଯେ ଆପଣ କେତେ ସୌଭାଗ୍ୟଶାଳି ଯେ ଆପଣଙ୍କୁ ଏହି ଭଳି ମିତ୍ର ମିଳିଛନ୍ତି ।
ଧନୁ – ଆଜି ଆପଣ ନିଜକୁ କୌଣସି ପରିବାରର କାର୍ଯ୍ୟରେ ବ୍ୟସ୍ତ ରଖିବେ ।ଏହି କାର୍ଯ୍ୟର ଆୟୋଜନ କରିବାରେ ଆପଣଙ୍କୁ ଆନନ୍ଦ ମିଳିବ ।ଏହି କାର୍ଯ୍ୟ ଦ୍ୱାରା ଆପଣ ଓ ଆପଣଙ୍କ ପରିବାରର ଲୋକ ବହୁତ ଖୁସି ହେବେ ।ଆପଣ ଏହି କାର୍ଯ୍ୟ ପାଇଁ ବହୁତ ବ୍ୟସ୍ତ ରହିବେ ।
ମକର – ଆଜି ଆପଣଙ୍କ ଖୁସିର ଠିକଣା ରହିବ ନାହିଁ । ଆଜି ଆପଣଙ୍କ ପରିବାର ଲୋକ କିମ୍ବା ବନ୍ଧୁ ମାନଙ୍କ ସହିତ କୌଣସି ଉତ୍ସବରେ ଯୋଗ ଦେବେ କିମ୍ବା ବାହାରକୁ ବୁଲିବାକୁ ଯିବେ ।
କୁମ୍ଭ – ଆଜି ଆପଣ ଘରର ଗୁରୁଜନ ମାନଙ୍କ ସହିତ ସମୟ ବିତାଇବା ଉଚିତ୍ ହେବ । ସେମାନେ ଆପଣଙ୍କୁ କିଛି କୁହନ୍ତୁ ବା ନକୁହନ୍ତୁ ସେମାନେ ମଧ୍ୟ ଆପଣଙ୍କର ସାନିଧ୍ୟ୍ୟ ଆବଶ୍ୟକ କରନ୍ତି ।
ମୀନ – ଆପଣଙ୍କୁ ନିଜ ପରିବାରର କୌଣସି ସଦସ୍ୟ କିମ୍ବା ବନ୍ଧୁ ନିରାଶ କରିପାରେ ଏବଂ ଆପଣଙ୍କ ଆଗରେ କୌଣସି ସମସ୍ୟା ମଧ୍ୟ ସୃଷ୍ଟି ହୋଇପାରେ । ଆପଣଙ୍କର ରାଗି କରି କଥା ହେବା ବଦଳରେ ଭଲହେବ ଯଦି ଆପଣ ତାଙ୍କୁ ସ୍ନେହରେ ବୁଝାଇବେ ।
ମେଷ –
କନ୍ଯା –
ଆଜି ଆପଣ ଆତ୍ମବିଶ୍ଳେଷଣରେ ସମୟ ବିତାଇବେ । ଆପଣ କେତେ କଠିନ ପରିଶ୍ରମ କରି ଆଜି ପ୍ରତିଷ୍ଠିତ ହୋଇପାରିଛନ୍ତି , ସେ ବିଷୟରେ ଚିନ୍ତା କରିବେ ଏବଂ ଭବିଷ୍ୟତରେ କଣ କରିବେ ମଧ୍ୟ ଯୋଜନା କରିବେ । ଆପଣ ଭବିଷ୍ୟତରେ ଉପଯୁକ୍ତ ପାଇବା ପାଇଁ ଏହା ସାହାଯ୍ୟ କରିବ ।
ତୁଳା –
ଆପଣଙ୍କ ମାନସିକ ଅବସ୍ଥାରେ କିଛି ପରିବର୍ତ୍ତନ ହେବ ଏବଂ ଦିନତମାମ ଆପଣଙ୍କ ଏକାଗ୍ରତାର ଆଘାତ ସୃଷ୍ଟି ହେବ । କାହାରି ଉପରେ ଅଯ଼ଥାରେ ବିରକ୍ତି ଭାବ ପ୍ରକାଶ କରନ୍ତୁ ନାହିଁ ଏବଂ ନିଜେ ମଧ୍ୟ ମାନସିକ ଭାରସାମ୍ୟ ହରାନ୍ତୁ ନାହିଁ ।
ବିଛା –
ଆପଣଙ୍କ ସୁଖ ସମ୍ବଳ ଆପଣଙ୍କୁ ବହୁତ ସାହାଯ୍ୟ କରିବ । ଆପଣ ଯାହା କିଛି ଆଜି କରନ୍ତୁ ନା କାହିଁକି ଆପଣଙ୍କ ଅନ୍ତରଆତ୍ମା ଇଚ୍ଛାନୁଯାଇ କାମକରନ୍ତୁ । ଆପଣ କୌଣସି ବିପଦକୁ ଡ଼ରିବେ ନାହିଁ ।
ଧନୁ –
ଲମ୍ବା ସମୟ ଧରି ଅମୀମାଂସିତ ହୋଇରହିଥିବା କୌଣସି ଆଇନଗତ ସମସ୍ୟା ଆଜି ଆପଣଙ୍କ ସପକ୍ଷରେ ଯିବ । ଏ ସମସ୍ୟା ଆପଣଙ୍କୁ ବହୁତ ହଇରାଣ କରୁଥିଲା । ଏବେ ଆପଣଙ୍କ ସବୁ ସମସ୍ୟାର ସମାଧାନ ହୋଇଯିବ ଏବଂ ଜୀବନଧାରା ସ୍ୱାଭାବିକ ରୂପେ ଚାଲିବ ।
ମକର –
ଆଜି ଆପଣ ମାନସିକ ଶାନ୍ତିରୁ ବଞ୍ଚିତ ରହିବେ । କୌଣସି ମନୋରଞ୍ଜନ କାର୍ଯ୍ୟରେ ଭାଗନେଲେ ବହୁତ ଉତ୍ତମ । ପରିବାର ସଦସ୍ୟ କିମ୍ବା ସାଥିମାନଙ୍କ ସହ ବାହାରେ ଭ୍ରମଣ କରନ୍ତୁ ।
କୁମ୍ଭ –
ସାମାନ୍ୟ ବିବ୍ରତ ରହିବେ । ଦାୟିତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବନ୍ଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।
ମୀନ –
ବହୁଦିନର ଲମ୍ବା ପ୍ରତୀକ୍ଷା ପରେ ଆଇନଗତ କେସର ନିଷ୍ପତ୍ତି ଆପଣଙ୍କ ସପକ୍ଷରେ ଯିବ, ଏବେ ଆପଣ ଶାନ୍ତିରେ ନିଶ୍ୱାସ ନେଇ ପାରିବେ, ଆପଣଙ୍କ ଓକିଲଙ୍କ ପରାମର୍ଶ ଏବେ କାମରେ ଲାଗିବ ।ଧନୁ – ଲମ୍ବା ସମୟ ଧରି ଅମୀମାଂସିତ ହୋଇରହିଥିବା କୌଣସି ଆଇନଗତ ସମସ୍ୟା ଆଜି ଆପଣଙ୍କ ସପକ୍ଷରେ ଯିବ । ଏ ସମସ୍ୟା ଆପଣଙ୍କୁ ବହୁତ ହଇରାଣ କରୁଥିଲା । ଏବେ ଆପଣଙ୍କ ସବୁ ସମସ୍ୟାର ସମାଧାନ ହୋଇଯିବ ଏବଂ ଜୀବନଧାରା ସ୍ୱାଭାବିକ ରୂପେ ଚାଲିବ ।
ମକର –
ଆଜି ଆପଣ ମାନସିକ ଶାନ୍ତିରୁ ବଞ୍ଚିତ ରହିବେ । କୌଣସି ମନୋରଞ୍ଜନ କାର୍ଯ୍ୟରେ ଭାଗନେଲେ ବହୁତ ଉତ୍ତମ । ପରିବାର ସଦସ୍ୟ କିମ୍ବା ସାଥିମାନଙ୍କ ସହ ବାହାରେ ଭ୍ରମଣ କରନ୍ତୁ ।
କୁମ୍ଭ –
ସାମାନ୍ୟ ବିବ୍ରତ ରହିବେ । ଦାୟିତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବନ୍ଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।
ମୀନ –
ବହୁଦିନର ଲମ୍ବା ପ୍ରତୀକ୍ଷା ପରେ ଆଇନଗତ କେସର ନିଷ୍ପତ୍ତି ଆପଣଙ୍କ ସପକ୍ଷରେ ଯିବ, ଏବେ ଆପଣ ଶାନ୍ତିରେ ନିଶ୍ୱାସ ନେଇ ପାରିବେ, ଆପଣଙ୍କ ଓକିଲଙ୍କ ପରାମର୍ଶ ଏବେ କାମରେ ଲାଗିବ ।