fbpx

କିପରି କଟିବ ଆଜିର ଦିନ, ଜାଣନ୍ତୁ ଆପଣଙ୍କ ରାଶିଫଳ (୨୪ ଜୁନ୍ ୨୦୨୦, ବୁଧବାର)

ମେଷ- ଆପଣ ଆଜି କୌଣସି କାରଣରୁ ନିରାଶ ହେବେ । ଆପଣ ନିଜ ଲକ୍ଷରେ ପହଁଚି କଷ୍ଟକର ହେବ । ଆପଣଙ୍କର କାର୍ଯ୍ୟ ଦକ୍ଷତା ହ୍ରାସ ପାଇପାରେ । ବିଶେଷ ବିବ୍ରତ ହୁଅନ୍ତୁ ନାହିଁ । ଆଜି ଦିନ ବିତେଇଲା ପରେ ଅନ୍ୟାନ୍ୟ କ୍ଷେତ୍ରରେ ଓ ଉନ୍ନତି ପରିଲକ୍ଷିତ ହେବ ।

ବୃଷ- ଆଜି ଆପଣଙ୍କ ମନ କୌଣସି ସାମାଜିକ କାର୍ଯ୍ୟରେ ସହଯୋଗ ପାଇଁ ହେବ । ନିଜର ମନର କଥା ଶୁଣନ୍ତୁ ଏବଂ କୌଣସି ସମାଜିକ କାର୍ଯ୍ୟରେ ସହଯୋଗ କରନ୍ତୁ । ଏହି ଭଲ କାମ ପାଇଁ ଆପଣ ସାହାଯ୍ୟ କରୁଛନ୍ତି ସେମାନଙ୍କୁ ଏବଂ ଆପଣଙ୍କୁ ବହୁତ ଖୁସି ଲାଗିବଦ ।

ମିଥୁନ- ପରିଶେଷରେ ଆଜି ଆପଣଙ୍କ ବିଚାରରେ ସ୍ପଷ୍ଟତା ଆସିବ ଏବଂ କିଛି ଗମ୍ଭୀର ସମସ୍ୟା ବିଷୟରେ ଆପଣ ସ୍ପଷ୍ଟରୂପେ ଚିନ୍ତା କରିପାରିବେ । ସବୁ ସମସ୍ୟାର ସମାଧାନ ଏବେ ଆପଣଙ୍କୁ ପରିଷ୍କାର ରୂପେ ଦେଖାଯିବ ।

କର୍କଟ- ଆଜି ଆପଣ ସାମାଜିକ ଗତି ବିଧି ଗୁଡ଼ିକ ପ୍ରତି ଆକର୍ଷିତ ରହିବେ ,ସିଏ ବନ୍ଧୁମାନଙ୍କ ଯଥେଷ୍ଟ ପିଇବା ପାଇଁ କେଉଁଠି ବାହାରକୁ ଯିବା ହେବ ବା ରାତ୍ରିଭୋଜନ ଖାଇବାର ହେବ । ଏହା ଆପଣଙ୍କ ମଜ୍ଜା କରିବାର ସମୟ ଅଟେ ।

ସିଂହ- ଆଜି ଆପଣ ନିଜ ରାଗଉପରେ ନିୟନ୍ତ୍ରଣ ରଖିବେ । ଏମିତି କରିଲେ ଆପଣ ସେ ଶାନ୍ତିକୁ ବଜାୟ ରଖିବେ ଯାହାର ଆନନ୍ଦ ଏବେ ପର୍ଯ୍ୟନ୍ତ ନେଉଥିଲେ । ଆପଣଙ୍କୁ ଯେଉଁ କଥା ଆଜି ବଡ଼ ଲାଗୁଛି ସେହିକଥା କାଲି ଛୋଟ ଲାଗିବ ।

କନ୍ୟା- ଆଜି ପାଇଁ ଆପଣଙ୍କର ମୂଳମନ୍ତ୍ର ଅଟେ ବିଶ୍ୱାସ, ଆପଣଙ୍କୁ ଏହା ଜାଣିବାକୁ ଉଚିତ୍ ଯେ ନିଜର ହିଁ ପ୍ରିୟଜନ ଯେକି ଆପଣଙ୍କୁ ଭଲ ପାଆନ୍ତି, ତଥାପି ବିଶ୍ୱାସ କରିବାରେ କୁଣ୍ଠିତ ଅନୁଭବ କରୁଛନ୍ତି କାହିଁକି ?

ମକର- ଆଜି ଆପଣ ନିଜକୁ ଠିକ ଭାବେ ବୁଝି ପାରିବେ । ଆଜି ଆପଣ ନିଜର ବ୍ୟକ୍ତିତ୍ତ୍ୱକୁ ଭଲ ଭାବେ ବୁଝିବାକୁ ଚେଷ୍ଟା କରିବେ । ଏହି ସମୟ ଆପଣଙ୍କ ପାଇଁ ଶୁଭ ଅଟେ ।

ବିଛା- ଆପଣଙ୍କ ଦୃଢ଼ତା ଏବଂ ଧୌର୍ଯ୍ୟ ଆପଣଙ୍କ ପାଖରେ ଥିବା ଲୋକ ଉପରେ ସକାରାତ୍ମକ ପ୍ରଭାବ ପଡ଼ିବ ଏବଂ ଆପଣଙ୍କର ସବୁ ସମସ୍ୟାର ସମାଧାନ ଆପେ ଆପେ ହୋଇଯିବ ।

ଧନୁ- ଆପଣଙ୍କ ସଂପ୍ରେଷଣ କଳା ଏବଂ ଦୃଢ଼ ନିଶ୍ଚୟ ଯୋଗୁଁ ଆପଣ ବହୁ ସମସ୍ୟାକୁ ସମାଧାନ କରିବେ । ଯେତେବେଳେ ଆପଣ ସଫଳତା ପାଇବେ, ସେତେବେଳେ ଏଗୁଡ଼ିକର ଆପଣଙ୍କ ଜୀବନରେ କେତେ ମହତ୍ତ୍ୱ ବୁଝିପାରିବେ ।

ତୁଳା- ଜୀବନପ୍ରତି ଆଜି ଆପଣଙ୍କ ଦୃଷ୍ଟିକୋଣ ସମ୍ପୂର୍ଣ ରୂପେ ବଦଳିଯାଇପାରେ । ଆଜି ଆପଣ ବ୍ୟବହାରିକ ଏବଂ ତର୍କସଙ୍ଗତ ତଥ୍ୟପ୍ରତି ନିଜର ଆତ୍ମଜ୍ଞାନ ଅନୁଭବ କରିବେ । ।

କୁମ୍ଭ- ଏହି ସମୟ ପରିବାର ଲୋକଙ୍କ ସହିତ କୌଣସି ଉତ୍ସବକୁ କେମିତି ଓ କେବେ ଯିବେ ଏହା ଅଧିକ ଭାବିବା ଦରକାର ନାହିଁ । ଏହି ସମୟର ସଦୁପଯୋଗ କରି ଆପଣ ବହୁତ ଆନନ୍ଦ ପାଇ ପାରନ୍ତି ।

ମୀନ- ଆଜି ଆପଣ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବିଚିନ୍ତି ନେବେ ।ଆଜିର ନିଷ୍ପତ୍ତି ଆପଣଙ୍କର ଭବିଷ୍ୟତ ଉପରେ ପଡ଼ିବ । ସେଥିପାଇଁ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ବହୁତ ଭାବିଚିନ୍ତି ନିଅନ୍ତୁ ।

Get real time updates directly on you device, subscribe now.