ରାଶିଫଳ (ବୁଧବାର, ୨ ଡିସେମ୍ବର ୨୦୨୦ )

COVID-19 Updates
  • World 95,332,679
    World
    Confirmed: 95,332,679
    Active: 25,252,007
    Recovered: 68,043,407
    Death: 2,037,265
  • USA 24,421,541
    USA
    Confirmed: 24,421,541
    Active: 9,624,116
    Recovered: 14,390,716
    Death: 406,709
  • India 10,572,672
    India
    Confirmed: 10,572,672
    Active: 209,519
    Recovered: 10,210,697
    Death: 152,456
  • Brazil 8,460,244
    Brazil
    Confirmed: 8,460,244
    Active: 861,951
    Recovered: 7,388,784
    Death: 209,509
  • Russia 3,568,209
    Russia
    Confirmed: 3,568,209
    Active: 542,212
    Recovered: 2,960,431
    Death: 65,566
  • UK 3,395,959
    UK
    Confirmed: 3,395,959
    Active: 1,771,962
    Recovered: 1,534,736
    Death: 89,261
  • Turkey 2,387,101
    Turkey
    Confirmed: 2,387,101
    Active: 100,240
    Recovered: 2,262,864
    Death: 23,997
  • Italy 2,381,277
    Italy
    Confirmed: 2,381,277
    Active: 553,374
    Recovered: 1,745,726
    Death: 82,177
  • Germany 2,049,952
    Germany
    Confirmed: 2,049,952
    Active: 330,515
    Recovered: 1,672,000
    Death: 47,437
  • Pakistan 519,291
    Pakistan
    Confirmed: 519,291
    Active: 34,701
    Recovered: 473,639
    Death: 10,951
  • China 88,227
    China
    Confirmed: 88,227
    Active: 1,205
    Recovered: 82,387
    Death: 4,635

ମେଷ– ଆଜି ଆପଣଙ୍କ ସାମାଜିକ ଜୀବନ ବହୁତ ଖୁସି ପୁର୍ଣ୍ଣ ରହିବ । ଆପଣ ଆପଣଙ୍କ ବନ୍ଧୁମାନଙ୍କ ସହ ଖୁବ୍ ମଜ୍ଜା କରିବେ ଓ ତାହା ସହିତ ଆପଣଙ୍କ କାମରେ ମଧ୍ୟ ମିଳିତ ସଫଳତାର ମଜ୍ଜା ନେବେ ।

ବୃଷ– ଆଜି ଆପଣଙ୍କ ମନ କୌଣସି ସାମାଜିକ କାର୍ଯ୍ୟରେ ସହଯୋଗ ପାଇଁ ହେବ । ନିଜର ମନର କଥା ଶୁଣନ୍ତୁ ଏବଂ କୌଣସି ସମାଜିକ କାର୍ଯ୍ୟରେ ସହଯୋଗ କରନ୍ତୁ । ଏହି ଭଲ କାମ ପାଇଁ ଆପଣଙ୍କୁ ବହୁତ ଖୁସି ଲାଗିବ ।

ମିଥୁନ– ପରିଶେଷରେ ଆଜି ଆପଣଙ୍କ ବିଚାରରେ ସ୍ପଷ୍ଟତା ଆସିବ ଏବଂ କିଛି ଗମ୍ଭୀର ସମସ୍ୟା ବିଷୟରେ ଆପଣ ସ୍ପଷ୍ଟରୂପେ ଚିନ୍ତା କରିପାରିବେ । ସବୁ ସମସ୍ୟାର ସମାଧାନ ବାହାରିବ ।

କର୍କଟ– ଆଜି ଆପଣ ସାମାଜିକ ଗତି ବିଧି ଗୁଡ଼ିକ ପ୍ରତି ଆକର୍ଷିତ ରହିବେ ,ସିଏ ବନ୍ଧୁମାନଙ୍କ ଯଥେଷ୍ଟ ପିଇବା ପାଇଁ କେଉଁଠି ବାହାରକୁ ଯିବା ହେବ ବା ରାତ୍ରିଭୋଜନ ଖାଇବାର ହେବ । ଏହା ଆପଣଙ୍କ ମଜ୍ଜା କରିବାର ସମୟ ଅଟେ ।

ସିଂହ– ଆଜି ଆପଣ ନିଜ ରାଗଉପରେ ନିୟନ୍ତ୍ରଣ ରଖିବେ । ଏମିତି କରିଲେ ଆପଣ ସେ ଶାନ୍ତିକୁ ବଜାୟ ରଖିବେ ଯାହାର ଆନନ୍ଦ ଏବେ ପର୍ଯ୍ୟନ୍ତ ନେଉଥିଲେ । ଆପଣଙ୍କୁ ଯେଉଁ କଥା ଆଜି ବଡ଼ ଲାଗୁଛି ସେହିକଥା କାଲି ଛୋଟ ଲାଗିବ ।

କନ୍ୟା– ଆଜି ପାଇଁ ଆପଣଙ୍କର ମୂଳମନ୍ତ୍ର ଅଟେ ବିଶ୍ୱାସ, ଆପଣଙ୍କୁ ଏହା ଜାଣିବାକୁ ଉଚିତ୍ ଯେ ନିଜର ହିଁ ପ୍ରିୟଜନ ଯେକି ଆପଣଙ୍କୁ ଭଲ ପାଆନ୍ତି, ତଥାପି ବିଶ୍ୱାସ କରିବାରେ କୁଣ୍ଠିତ ଅନୁଭବ କରୁଛନ୍ତି କାହିଁକି ?

ତୁଳା– ଜୀବନପ୍ରତି ଆଜି ଆପଣଙ୍କ ଦୃଷ୍ଟିକୋଣ ସମ୍ପୂର୍ଣ ରୂପେ ବଦଳିଯାଇପାରେ । ଆଜି ଆପଣ ବ୍ୟବହାରିକ ଏବଂ ତର୍କସଙ୍ଗତ ତଥ୍ୟପ୍ରତି ନିଜର ଆତ୍ମଜ୍ଞାନ ଅନୁଭବ କରିବେ ।

ବିଛା– ଆପଣଙ୍କ ଦୃଢ଼ତା ଏବଂ ଧୌର୍ଯ୍ୟ ଆପଣଙ୍କ ପାଖରେ ଥିବା ଲୋକ ଉପରେ ସକାରାତ୍ମକ ପ୍ରଭାବ ପଡ଼ିବ ଏବଂ ଆପଣଙ୍କର ସବୁ ସମସ୍ୟାର ସମାଧାନ ଆପେ ଆପେ ହୋଇଯିବ ।

ଧନୁ– ଆପଣଙ୍କ ସଂପ୍ରେଷଣ କଳା ଏବଂ ଦୃଢ଼ ନିଶ୍ଚୟ ଯୋଗୁଁ ଆପଣ ବହୁ ସମସ୍ୟାକୁ ସମାଧାନ କରିବେ । ଯେତେବେଳେ ଆପଣ ସଫଳତା ପାଇବେ, ସେତେବେଳେ ଏଗୁଡ଼ିକର ଆପଣଙ୍କ ଜୀବନରେ କେତେ ମହତ୍ତ୍ୱ ବୁଝିପାରିବେ ।

ମକର– ଆଜି ଆପଣଙ୍କୁ ନିଜର କେହି ଆଶ୍ଚର୍ଯ୍ୟ କରିବ । ବିଷୟଟି ଆପଣଙ୍କ ସମ୍ପର୍କରେ ହୋଇପାରିଥାଏ,ନ ହୋଇ ମଧ୍ୟ ପାରିଥାଏ । କିନ୍ତୁ ସବୁ ପରିସ୍ଥିତିରେ ଆପଣଙ୍କୁ ଶାନ୍ତ ରହିବାକୁ ପଡିବ ଏବଂ ନିଜ ଲୋକଙ୍କୁ ସାହାର୍ଯ୍ୟ ପାଇଁ ଚେଷ୍ଟା କରିବା ଉଚିତ ହେବ ।

କୁମ୍ଭ– ଏହି ସମୟ ପରିବାର ଲୋକଙ୍କ ସହିତ କୌଣସି ଉତ୍ସବକୁ କେମିତି ଓ କେବେ ଯିବେ ଏହା ଅଧିକ ଭାବିବା ଦରକାର ନାହିଁ । ଏହି ସମୟର ସଦୁପଯୋଗ କରି ଆପଣ ବହୁତ ଆନନ୍ଦ ପାଇ ପାରନ୍ତି ।

ମୀନ– ଆଜି ଆପଣ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବିଚିନ୍ତି ନେବେ ।ଆଜିର ନିଷ୍ପତ୍ତି ଆପଣଙ୍କର ଭବିଷ୍ୟତ ଉପରେ ପଡ଼ିବ । ସେଥିପାଇଁ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ବହୁତ ଭାବିଚିନ୍ତି ନିଅନ୍ତୁ ।

ଜ୍ୟୋର୍ତିବିଦ୍ ପଣ୍ଡିତ ଶ୍ରୀପତି ଆଚାର୍ଯ୍ୟ
(ଏମ୍ କମ୍‌,ଏମ.ବି.ଏ) ସେକ୍ଟର-୩/୩୦୯, ନିଳାଦ୍ରୀବିିହାର, ଭୁବନେଶ୍ୱର-୨୧ ମୋ: ୯୪୩୮୩୮୯୦୩୯

Get real time updates directly on you device, subscribe now.

Comments are closed.