ରାଶିଫଳ (ରବିବାର,୬ ଡିସେମ୍ବର ୨୦୨୦)

COVID-19 Updates
  • World 95,424,327
    World
    Confirmed: 95,424,327
    Active: 25,279,623
    Recovered: 68,106,205
    Death: 2,038,499
  • USA 24,446,775
    USA
    Confirmed: 24,446,775
    Active: 9,627,695
    Recovered: 14,412,217
    Death: 406,863
  • India 10,572,672
    India
    Confirmed: 10,572,672
    Active: 209,519
    Recovered: 10,210,697
    Death: 152,456
  • Brazil 8,488,099
    Brazil
    Confirmed: 8,488,099
    Active: 889,468
    Recovered: 7,388,784
    Death: 209,847
  • Russia 3,568,209
    Russia
    Confirmed: 3,568,209
    Active: 542,212
    Recovered: 2,960,431
    Death: 65,566
  • UK 3,395,959
    UK
    Confirmed: 3,395,959
    Active: 1,771,962
    Recovered: 1,534,736
    Death: 89,261
  • Turkey 2,387,101
    Turkey
    Confirmed: 2,387,101
    Active: 100,240
    Recovered: 2,262,864
    Death: 23,997
  • Italy 2,381,277
    Italy
    Confirmed: 2,381,277
    Active: 553,374
    Recovered: 1,745,726
    Death: 82,177
  • Germany 2,050,099
    Germany
    Confirmed: 2,050,099
    Active: 330,659
    Recovered: 1,672,000
    Death: 47,440
  • Pakistan 519,291
    Pakistan
    Confirmed: 519,291
    Active: 34,701
    Recovered: 473,639
    Death: 10,951
  • China 88,227
    China
    Confirmed: 88,227
    Active: 1,205
    Recovered: 82,387
    Death: 4,635

ମେଷ -ଆଜି ଦିନଟି ସନ୍ତୋଷଜନକ ଆଜିର କାର୍ଯ୍ୟାବଳୀ ମନରେ ଖୁସି ଭରି ଦେବ । ଅତୀତର ଧୈଯ୍ୟ ଏବଂ କଠିନ ପରିଶ୍ରମ ଫଳ ଉପଭୋଗ କରିବେ । କୌଣସି ଦ୍ୱିଧାବୋଧନ ନ କରି ସୁଫଳକୁ ବଂଧୁମାନଙ୍କ ସହିତ ମିଳି ଉପଭୋଗ କରନ୍ତୁ ।
ବୃଷ -ଆଜି ଆପଣ ସମାଜସେବା କରିବାକୁ ମନବଳାଇବେ । ଆଜି ଆପଣ ପଇସା ପତ୍ର କିମ୍ବା ସମୟ ଦେଇ ଆବଶ୍ୟକ କରୁଥିବା ଲୋକଙ୍କ ସାହାଯ୍ୟ କରିବାକୁ ଚେ଼ଷ୍ଟା କରିବେ । ଦିନ ସରିଲେ ଆପଣ କାମ ପାଇଁ ବହୁତ ଖୁସି ହେବେ ।
ମିଥୁନ -ଆଜି ଆପଣ ଉଭୟ ଶାରିରୀକ ଓ ମାନସିକ ରୂପେ ସୁସ୍ଥ ରହିବେ । ଘର ହେଉ ବା କାର୍ଯ୍ୟକ୍ଷେତ୍ର , ଆପଣଙ୍କ ଆକର୍ଷଣୀୟ ବ୍ୟକ୍ତିତ୍ୱ ସମସ୍ତଙ୍କୁ ଖୁସି କରିଦେବ ।
କର୍କଟ -ଜୀବନପ୍ରତି ଆଜି ଆପଣଙ୍କ ଦୃଷ୍ଟିକୋଣ ସମ୍ପୂର୍ଣ ରୂପେ ବଦଳିଯାଇପାରେ । ଆଜି ଆପଣ ବ୍ୟବହାରିକ ଏବଂ ତର୍କସଙ୍ଗତ ତଥ୍ୟପ୍ରତି ନିଜର ଆତ୍ମଜ୍ଞାନ ଅନୁଭବ କରିବେ ।

ସିଂହ -ଆପଣଙ୍କ ବୁଦ୍ଧି ଆଜି ଅଧିକ ବେଗରେ ସାହାଯ୍ୟ କରିବ । ଏହାର ଉପଯୋଗ ଆପଣ ଭବିଷ୍ୟତ ଯୋଜନା କରିବାରେ ବିନିଯୋଗ କରନ୍ତୁ । ଯଦି ଆପଣ କେବଳ ନିଜ ଲକ୍ଷ୍ୟ ଉପରେ ଧ୍ୟାନ ଦେବେ, ତେବେ ବାକି ସମସ୍ତ କାର୍ଯ୍ୟ ସ୍ୱତଃ ଠିକ୍ ହୋଇଯିବ ।
କନ୍ୟା-ଆଜି ଆପଣ କୌଣସି ପ୍ରତିଯୋଗିତାର ମାନସିକତାରେ ଅଛନ୍ତି । ଜୀବନର କେତେକ କ୍ଷେତ୍ରରେ ଏହା ଠିକ୍‌, ମାତ୍ର ମନେରଖନ୍ତୁ ଯେ ଆପଣ ଯେମିତି ବେଶି ଉଗ୍ର ମନୋବୃତି ନଆଣନ୍ତି ବିଶେଷତଃ ନିଜ ପରିବାରକୁ ନେଇ ।
ତୁଳା -ଆଜି ଆପଣ ନିଜର ବନ୍ଧୁମାନଙ୍କ କଥା ନଶୁଣି ,ନିଜର ହୃଦୟ କଥା ଶୁଣନ୍ତୁ ।ଆପଣଙ୍କ ଅନ୍ତରର ବାଣି ହିଁ ଆପଣଙ୍କୁ ନୂତନ ଦିଗଦର୍ଶନ ଦେବ ।
ବିଛା -ଆଜି ଆପଣଙ୍କ ମାନସିକ ଶକ୍ତି ଏହାର ଚରମ ସୀମାରେ ରହିବ । ଆପଣଙ୍କୁ ଅସୁବିଧା ଅବସର ଭଳି ଲାଗିବ ଏବଂ ଏହା ଆପଣଙ୍କ ପାଇଁ ବହୁତ ଲାଭ ଦାୟକ ହେବ । ବିପଦ ସହ ସଂଗ୍ରାମ କରିବାର ଆପଣଙ୍କର ଏହି ସ୍ୱଭାବ ଆପଣଙ୍କୁ ଆଗେଇ ନେବ ।

ଧନୁ -ଆଜି ଆପଣଙ୍କ ଘରୋଇ ଜୀବନରେ କିଛି ଉତଥାନ ପତ୍ତନ ହେବାର ଅଛି । କିନ୍ତୁ ଆଦୌ ବ୍ୟସ୍ତ ହୁଅନ୍ତୁ ନାହିଁ । ଯାହା ହେବ ଭଲ ହେବ । ଘରକୁ ଅତିଥି ଆସିବେ ଏବଂ ଖୁସି ବଢ଼ିବ ।ଆପଣ ନିଜେ ହିଁ ନିଜକୁ ଆଗେଇ ନେବାରେ ସାହାୟକ ହୋଇଛନ୍ତି ଏବଂ ଏବେ ଆପଣଙ୍କୁ ସଠିକ୍ ନିର୍ଣ୍ଣୟ ନେବା ଉଚିତ୍ ।

ମକର -ଆଜି ଆପଣଙ୍କ ଆତ୍ମବିଶ୍ୱାସ ଖୁବ୍ ଉଚ୍ଚରେ ରହିବ । ଆପଣଙ୍କର ଖୁବ୍ କାର୍ଯ୍ୟ ଦକ୍ଷତା ପାଇଁ ପ୍ରଶଂସାଭାଜନ ହୋଇଛନ୍ତି । ଏହି ପ୍ରକାର କାର୍ଯ୍ୟ ଦକ୍ଷତାକୁ ଚିନ୍ତା କରି ଆପଣ ସମାଧାନ କରିପାରିନଥିବା ସମସ୍ୟାର ସମାଧାନ ପନ୍ଥା ବାହାର କରନ୍ତୁ ।
କୁମ୍ଭ -ଆଜି ଦିନରେ ଆପଣଙ୍କର ମାନସିକ ଦୁଶ୍ଚିନ୍ତା ଅଧିକ ହେଇପାରେ । ପରିବାର ସଦଶ୍ୟ ମାନଙ୍କ ସହ ସମୟ ବିତାଇ ପାରନ୍ତି । ସାମୟିକ ନିରାପତ୍ତାର ଅଭାବ ଅନୁଭବ କରିବେ । କିନ୍ତୁ ଏହା ଖୁବ୍ ଶିଘ୍ର ଦୂର ହୋଇଯିବ ।

ମୀନ -ଆପଣଙ୍କୁ କେହି ସାମାଜିକ କାମ ପାଇଁ ସାହାଯ୍ୟ ମାଗିଲେ ଆପଣ ତାହା ଅବଶ୍ୟ କରନ୍ତୁ । ଏଥିରୁ ଆପଣଙ୍କୁ ସନ୍ତୁଷ୍ଟି ମିଳିବା ସହିତ ସେମାନଙ୍କୁ ସାହାଯ୍ୟ ମଧ୍ୟ ମିଳିଯିବ । ଆଗକୁ ବଢ଼ନ୍ତୁ ଏବଂ ଏହି ଅନୁଭବର ମଜ୍ଜା ନିଅନ୍ତୁ ।

ଜ୍ୟୋର୍ତିବିଦ୍ ପଣ୍ଡିତ ଶ୍ରୀପତି ଆଚାର୍ଯ୍ୟ
(ଏମ୍ କମ୍‌,ଏମ.ବି.ଏ) ସେକ୍ଟର-୩/୩୦୯, ନିଳାଦ୍ରୀବିିହାର, ଭୁବନେଶ୍ୱର-୨୧ ମୋ: ୯୪୩୮୩୮୯୦୩୯

Get real time updates directly on you device, subscribe now.

Comments are closed.