fbpx

ରାଶିଫଳ (ରବିବାର, ୭ ଫେବୃୟାରୀ ୨୦୨୧)

ମେଷ– ଦିନଟି ଶୁଭରେ କଟିବ, ନୂତନ ଯୋଜନାରେ ସଫଳ ହେବେ, ଆର୍ଥିକ ଉନ୍ନତି ପରଲକ୍ଷିତ ହେବ, ମାନ ସମ୍ମାନ ମିଳିବ, ନୁତନ ଦ୍ରବ୍ୟ କ୍ରୟ କରିବେ ।

ବୃଷ – ସମସ୍ତ ଦିଗରୁ ସୁଖବର ମିଳିବ, କର୍ମକ୍ଷେତ୍ରରେ ଉଚ୍ଚ ପଦସ୍ଥ ଅଧୀକାରିଙ୍କର ସୁଭାଜନ ହେବେ, ଆର୍ଥିକ ଦିଗଟି ସ୍ୱଚ୍ଛଳ ହେବ, ପାରିବାରିକ ଶାନ୍ତି ମିଳିବ, ଛାତ୍ରଛାତ୍ରୀମାନେ ଖୁବ୍ ଭଲରେ ସମସ୍ତ କାର୍ଯ୍ୟ ସମାପନ କରିବେ ।

ମିଥୁନ – ବିଭିନ୍ନ କ୍ଷେତ୍ରରୁ ସୁଖବର ମିଳିବ, ଆର୍ଥିକ ଦିଗ ସ୍ୱଚ୍ଛଳ ହେବ, ଧର୍ମକାର୍ଯ୍ୟ ଓ ସାମାଜ ସେବାରେ ମନବଳାଇବେ, ବୁଦ୍ଧି ବଳରେ ଶତୃମାନଙ୍କୁ ଦମନ କରିବେ, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ।

କର୍କଟ– କାର୍ଯ୍ୟସିଦ୍ଧିରେ ବିଳମ୍ବ, ସ୍ୱାସ୍ଥ୍ୟ ଜନିତ ସମସ୍ୟାରେ ପଡିପାରନ୍ତି, ଅଯଥା ବ୍ୟୟ କରି ମନସ୍ତାପ ହେବ, ଦୁର୍ଘଟଣାର ସମ୍ଭାବନା ରହୁଛି ତେଣୁ ଯାନବାହାନ ଚଳାଚଳରେ ସତର୍କତା ଅବଲମ୍ବନ କରିବେ ।

ସିଂହ – ଦେହ ମନ ଭଲ ରହିବ, ଆୟ ବୃଦ୍ଧି ହେବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।

କନ୍ୟା – ବ୍ୟବସାୟିମାନେ ଶୁଭ ଫଳ ପାଇବେ, ରାଜନୈତିକ ବ୍ୟକ୍ତିବିଶେଷ ସଫଳତାର ମଜା ନେବେ, ନୂତନ ଦ୍ରବ୍ୟ କ୍ରୟ କରିବେ, ନୂତନ ଯୋଜନାରେ ସଫଳ ହେବେ.ଆର୍ଥିକ ଉନ୍ନତି ପରଲକ୍ଷିତ ହେବ ।

ତୁଳା – କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସୁଯୋଗର ହାତ ବଢିବ, ନିଜର ଜିବନସାଥି ସହ ଦୂର ସ୍ଥାନକୁ ଭ୍ରମଣର ଯୋଜନା କରିବେ, ନୁତନ ଯାନବାହାନ କ୍ରୟ କରିବେ, ଗୁରୁଜନଙ୍କର ଆର୍ଶୀବାଦ ଆଜି ପ୍ରସାଦ ସଦୃସ କାମ କରିବ ।

ବିଛା – ଆର୍ଥିକ କ୍ଷେତ୍ରରେ ଅବନତି ଘଟିବ, ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବା

ଧନୁ – ନିଜର ଲୋକମାନଙ୍କ ଗହଣରେ ଆନନ୍ଦରେ ସମୟ କଟିବ । ଧାର୍ମୀକ ପରିବେଷ ମନକୁ ଶାନ୍ତି ପ୍ରଦାନ କରିବ, ସମସଂତ ଦିଗରୁ ଶୂଭ ଫଳ ମିଳିବ, ସରକାରି ଚାକିରିଆ ମାନେ କୌଣସି ଆର୍ଥୀକ ଲାଭ ପ୍ରାପ୍ତି ହେବେ ।

ମକର– ଦିନଟି ହସଖୁସିରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଦୂର ଯାତ୍ରା ନିଜର ପତ୍ନୀ ସହ କରିବେ, ଦେହ ମନ ଭଲ ରହିବ, ଆୟ ବୃଦ୍ଧି ହେବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସୁଯୋଗର ହାତ ବଢିବ ।

କୁମ୍ଭ – ଶୁଭଚନ୍ଦ୍ର ଫଳରେ ଦେହ ମନ ଭଲ ରହିବ, ଆୟ ବୃଦ୍ଧି ହେବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।

ମୀନ – କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଅନୁଭବ କରିବେ, ବ୍ୟୟାଧିକ ପରିବେଷ ମନୋବଳକୁ ଦୁର୍ବଳ କରିଦେବ, ମାତ୍ର ଗୃହପାଇଁ ନୁତନ ଦ୍ରବ୍ୟ କ୍ରୟ କରିପାରନ୍ତି, ରାଜନୈତିକ କ୍ଷେତ୍ରରେ ଜନ ସମ୍ପର୍କ ବଢିବ ।

Get real time updates directly on you device, subscribe now.