fbpx

ରାଶିଫଳ (୮ା୭ା୨୦୨୦, ବୁଧବାର)

ମେଷ -ଆପଣ ପରିବାରର କାର୍ଯ୍ୟ କ୍ଷେତ୍ର ଏବଂ ବୈବାହିକ ଜୀବନରେ ସଫଳତାର ସ୍ୱାଦ ଉପଭୋଗ କରିବେ । ଆପଣଙ୍କର ଭବିଷ୍ୟତର ସୁଖ ସ୍ୱାଛନ୍ଦ୍ୟର ଭାବନା । ଆପଣଙ୍କ ଦିନଟି ସୁଖରେ କଟିବ । ଏହା ଅନ୍ୟମାନଙ୍କୁ ପ୍ରଭାବିତ କରିବ ।
ବୃଷ -ଆଜି ଆପଣ ନିଜକୁ ପ୍ରସ୍ତୁତ କରିବାର ଦିନ । ନିଜର ବିଲଗୁଡିକୁ ଅଲଗା କରନ୍ତୁ । ଆଲମୀରାଗୁଡ଼ିକୁ ସଫା କରନ୍ତୁ ଏବଂ ନିଜ ପାଇଁ ଗୋଟିଏ ବନେଟ୍ ନିର୍ଦ୍ଧାରଣ କରନ୍ତୁ ।
ମିଥିନ – ଆଗକୁ ବଢ଼ନ୍ତୁ ଏବଂ ବନ୍ଧୁ ଓ ପରିବାରବର୍ଗଙ୍କ ସହ ଆଲୋଚନା କରି କିଛି ଭଲ କାର୍ଯ୍ୟ କରନ୍ତୁ । ଆଜି ଆପଣ ନିଜର ସମସ୍ତ କାର୍ଯ୍ୟକୁ ଗୋଟିଏ ପାଖରୁ ରଖି କେବଳ ମନୋରଞ୍ଜନ କରନ୍ତୁ କାରଣ ଜୀବନରେ ଏହା ମଧ୍ୟ ଜରୁରୀ ।
କର୍କଟ – ଆଜି ପ୍ରତି କ୍ଷେତ୍ରରେ ଅନୂକୁଳ ସମୟ ରହିବ ଯାହା ବି ହେଉନା କାହିଁକି ଆଜି ଦିନ ଖୁବ୍ ଭଲରେ ମନମୁତାବକ ପରିବେଷ ପରିଷ୍ଥିତି ମଧ୍ୟରେ ଅତିବାହିତ ହେବ, ବିନାକାରଣରେ ବାହାରକୁ ବାହାରନ୍ତୁ ନାହିଁ ନଚେତ ସମୟ ଆପଣଙ୍କର ଧର୍ଯ୍ୟର ବିପକ୍ଷରେ ଫଳ ଦେବ ।
ସିଂହ – ଆଜି ପୂରା ଦିନ ଆପଣ ଖୁସି ମଜ୍ଜାରେ ମଜ୍ଜି ରହିବେ । ଆଜି ନିଜର ପରିବାର ଓ ବନ୍ଧୁମାନଙ୍କ ସହିତ କିଛି ସମୟ କାଟନ୍ତୁ, ଏଥିଯୋଗୁଁ ଆପଣ ନିଜେ ଖୁସି ହେବା ସହିତ ନିଜ ପରିବାରବର୍ଗଙ୍କୁ ମଧ୍ୟ ଖୁସି ମିଳିବ, ଏହି ଦିନ ଗୁଡ଼ିକରେ ଆପଣଙ୍କ ଜୀବନ ସାଥୀଙ୍କ ସହ ଆପଣଙ୍କ ସମ୍ପର୍କ ମଧୁର ରହିବ ।
କନ୍ୟା -ଆଜି ଆପଣଙ୍କର ପ୍ରଚେଷ୍ଟା ତଥା ପ୍ରସିଦ୍ଧିର ଫଳ ଆଗାମୀ ଦିନରେ ଆପଣଙ୍କୁ ମଉଜ ମସ୍ତି ସୁଖ ସ୍କବାଛନ୍ଦ୍ୟରେ ବଞ୍ଚିବାର ସୁଯୋଗ ଷୃଷ୍ଟି କରିବ, ସବୁ କିଛି ଆପଣଙ୍କର ଆପ୍ରାଣ ଉଦ୍ୟମର ଫଳ ସ୍ୱରୁପ ପ୍ରାପ୍ତ ହେବ ।
ତୁଳା – ଆଜି ଆପଣଙ୍କ ସାମାଜିକ ଜୀବନ ବହୁତ ଖୁସି ପୁର୍ଣ୍ଣ ରହିବ । ଆପଣ ଆପଣଙ୍କର ପରିବାର ସଦସ୍ୟଙ୍କ ସହ ଖୁବ୍ ମଜ୍ଜା କରିବେ ଓ ତାହା ସହିତ ଆପଣଙ୍କ କାମରେ ମଧ୍ୟ ମିଳିତ ସଫଳତାର ମଜ୍ଜା ନେବେ ।
ବିଛା -ଆଜି ଆପଣ ସାମାଜିକ ଗତି ବିଧି ଗୁଡ଼ିକ ପ୍ରତି ଆକର୍ଷିତ ରହିବେ , ନିଜର କର୍ମକୁ ନେଇ ବ୍ୟସ୍ତ ରହିବେ । ଏହା ଆପଣଙ୍କର ଭବିଷ୍ୟତ ନିମନ୍ତେ ସଞ୍ଚୟ କରିବାର ସୁଯୋଗ ଷୃଷ୍ଟି କରିବ । କିଛିକିଛି ଖାଦ୍ୟ କୁକୁରଙ୍କୁ ଦିଅନ୍ତୁ ଶୁଭଫଳ ପ୍ରାପ୍ତ ହେବ ?
ଧନୁ ରାଶି – ଭବିଷ୍ୟତର ଯୋଜନା କରିବା ପାଇଁ ଏହି ସମୟ ଉପଯୁକ୍ତ । ଆପଣଙ୍କ ମଧ୍ୟରୁ ଯେଉଁ ଲୋକମାନେ ଖରାପ ପରିସ୍ଥିତିର ସାମ୍ନାକରୁଛନ୍ତି, ସେମାନେ ନିଜର ରଣନୀତିରେ ପରିବର୍ତ୍ତନ ଆଣିବା ଉଚିତ୍ । ଏହା ଦ୍ୱାରା ଆପଣ ସହଜରେ ଲକ୍ଷ ପ୍ରାପ୍ତି କରିପାରିବେ ।
ମକର ରାଶି -ଆଜି ଆପଣ ଆରାମ କରନ୍ତୁ । ନିଜ ଚତୁଃପାର୍ଶ୍ୱର ଲୋକମାନଙ୍କ ସହିତ ମଜ୍ଜା କରନ୍ତୁ । ଏହି ସମ୍ପର୍କ ସବୁରୁ ଆପଣଙ୍କୁ ଭବିଷ୍ୟତରେ ବହୁତ ଲାଭ ହେବ । ଆପଣ ଆପଣଙ୍କ ଘର ଲୋକଙ୍କ ସହ ମଧ୍ୟ ଏକ ଗଭୀର ସମ୍ପର୍କ ମୁଳଦୁଆ ରଖନ୍ତୁ ।
କୁମ୍ଭ ରାଶି – ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।
ମୀନ ରାଶି -ଆଜି ଆପଣ ବହୁତ ସନ୍ତୁଷ୍ଟ ଅନୁଭବ କରିବେ ଏବଂ ନିଜ ବନ୍ଧୁମାନଙ୍କ ସହ ବାହାରକୁ ଯିବା ପାଇଁ ଚାହିଁବେ । ଭଲଭାବେ ପ୍ରସ୍ତୁତ ହୋଇ ନିଜ ବନ୍ଧୁମାନଙ୍କ ସହ ବାହାରକୁ ଯାଆନ୍ତୁ ନଚେତ ବିପରିତ ଫଳ ମିଳିବ ।

Get real time updates directly on you device, subscribe now.