ରାଶିଫଳ(ରବିବାର,୧୪ ଅଗଷ୍ଟ,୨୦୨୨)

ମେଷ: ଆଜି ଅତ୍ୟଧିକ କୌଣସି ବିଷୟକୁ ନେଇ ଆଲୋଚନା କରନ୍ତୁ ନାହିଁ । ଆକସ୍ମିକ ଧନ ଲାଭ ହୋଇପାରେ । ବନ୍ଧୁମାନେ ସନ୍ଧ୍ୟା ସମୟରେ କୌଣସି ଯୋଜନା କରି ପାରନ୍ତି । କାମ କାର୍ଯ୍ୟରେ ସଫଳ ନ ହେବା କାରଣରୁ ମନ ଅଶାନ୍ତି ରହିବ । ପରିବାରର ସୁଖମୟ ରହିବ । ଶତ୍ରୁଙ୍କୁ ହାନି ପହଞ୍ଚାଇବାକୁ ଚେଷ୍ଟା କରି ପାରନ୍ତି ।

ବୃଷ: କୌଣସି ମହିଳା ସହ ସାକ୍ଷାତ ହୋଇପାରେ । ଯାହା ଆପଣଙ୍କ ପାଇଁ ଲାଭଦାୟକ ହୋଇପାରେ । କୋର୍ଟ କଚେରୀ ମାମଲା ଆଗକୁ ବଢିବ ନାହିଁଁ । କାମର ଚିନ୍ତା ଆପଣଙ୍କ ମୁଣ୍ଡରେ ରହିବ । ଯେଉଁ କାରଣରୁ ପରିବାର ଓ ବନ୍ଧୁମାନଙ୍କ ପାଇଁ ସମୟ ବାହାର କରି ପାରିବେ ନାହିଁ ।

ମିଥୁନ: ସ୍ଥାୟୀ ସମ୍ପତ୍ତିରୁ ଲାଭଦାୟକ ରହିବ । କାରୋବାରରେ ବୁଦ୍ଧି ହେବ । ରୋଜଗାରରେ ବୁଦ୍ଧି ହେବ । ପାର୍ଟନର ସହଯୋଗ ମିଳିବ । ଅଟକିଥିବା କାର୍ଯ୍ୟ ପୁରା ହେବ । ଆପଣଙ୍କ ଆଦର ସମ୍ମାନ ହେବ । ଆଜି ଆପଣ ରୋମାଞ୍ଚକ କାର୍ଯ୍ୟ କରିବେ । ଆପଣ ଆଜି ଘରେଲୁ ଜିନିଷ କ୍ରୟ କରି ପାରନ୍ତି । ସନ୍ତାନ ତରଫରୁ ଶୁଭ ସମାଚାର ମିଳିପାରେ ।

କର୍କଟ: ପ୍ରେମୀ ପ୍ରେମିକାଙ୍କ ସମ୍ପର୍କରେ ବିବାଦ ଆସିପାରେ । ଯାତ୍ରା ପାଇଁ ସମୟ ଉପଯୁକ୍ତ ନୁହେଁ । ବ୍ୟାପାର କିମ୍ବା ଚାକିରିରେ ଯେତିକି ପରିଶ୍ରମ କରିବେ ସେଥିରେ ସେତିକି ଲାଭ ମିଳିବ । ଜୀବନର ଭରପୁର ଲାଭ ଉଠାନ୍ତୁ । ବନ୍ଧୁର ସାହାର୍ଯ୍ୟ ନିଅନ୍ତୁ । ଯୋଗ କରିବା ଦ୍ୱାରା ଆଧ୍ୟାତ୍ମିକ, ମାନସିକ ଓ ଶାରୀରିକ ରୂପରେ ସୁସ୍ଥ ରଖି ଆପଣଙ୍କ ହୃଦୟ ଓ ମସ୍ତିଷ୍କକୁ ଭଲ ରଖିବେ ।

ସିଂହ: କାର୍ଯ୍ୟ କ୍ଷତ୍ରରେ ନୂଆ ଦାୟିତ୍ୱ ମିଳିପାରେ । ସାମାଜିକ କାର୍ଯ୍ୟ କଳାପରେ ଜଡିତ ରହିବେ । କୌଣସି ମହିଳା ମିତ୍ରର ସହଯୋଗ କରି ପାରନ୍ତି । ମାତା ପିତାଙ୍କ ସହ ନିଜର ଖୁସିକୁ ଶେୟାର କରନ୍ତୁ । ସ୍ୱାସ୍ଥ୍ୟ କମଜୋର ରହିବ । କାମରେ ରୁଚି ବଢିବ ନାହିଁ । ବାଣୀରେ ସଂଯମତା ରଖନ୍ତୁ ।

କନ୍ୟା: ସମାଜ ସେବା କାର୍ଯ୍ୟରେ କାମ କରିବା ପାଇଁ ପ୍ରେରଣା ମିଳିବ । ମାନ ସମ୍ମାନ ମିଳିବ । ପୂର୍ବରୁ କରିଥିବା ପରିଶ୍ରମର ଫଳ ଆଜି ମିଳିବ । ବ୍ୟବସାୟରେ ପରିସ୍ଥିତି ଅନୁକୂଳ ରହିବ । ଭାଗ୍ୟର ସାଥ ମିଳିବ । ନିଜକୁ ନେଇ ଦୁଖୀ ରହିବା ଦ୍ୱାରା କିଛି ବି ହାସଲ ହେବ ନାହିଁଁ । ପରିବାର ସହିତ ବାଦ ବିବାଦ କରନ୍ତୁ ନାହିଁଁ ।

ତୁଳା: ମିତ୍ରଙ୍କ ଠାରୁ ସହଯୋଗ ମିଳିବ ନାହିଁଁ । ଶତ୍ରୁ ପକ୍ଷ ହାବି ରହିବେ । ନ ପଢି କୌଣସି ବି କାଗଜପତ୍ର ଉପରେ ହସ୍ତାକ୍ଷର କରନ୍ତୁ ନାହିଁଁ । ଘରେ ଚିନ୍ତାର ପରିବେଶ ରହିବ । ଶାରିରୀ ସମସ୍ୟା ରହିପାରେ । ଖରାପ ସମୟ ଅଛି । ଖର୍ଚ୍ଚ ଉପରେ କାବୁ ରଖିବାକୁ ଚେଷ୍ଟା କରନ୍ତୁ ଓ କେବଳ ଜରୁରୀ ଜିନିଷ ହିଁ କ୍ରୟ କରନ୍ତୁ । ମନୋରଞ୍ଜର ଅବସର ପ୍ରାପ୍ତ ହେବ ।

ବିଚ୍ଛା: ପରିବାର ସହିତ ସମୟ ବ୍ୟତୀତ କରିବାର ଅବସର ମିଳିବ । ବୟସ୍କ ଲୋକମାନଙ୍କ ପ୍ରେମ ଓ ଆଶୀର୍ବାଦ ମିଳିବ । କୌଣସି ପ୍ରଭାବଶାଳି ବ୍ୟକ୍ତିଙ୍କ ମାର୍ଗଦର୍ଶନ ଓ ସହଯୋଗ ପ୍ରାପ୍ତ ହେବ । ବୁଦ୍ଧିମାନର ସହ ନିବେଶ କରନ୍ତୁ । ସନ୍ତାନ ତରଫରୁ ଶୁଭ ସମାଚାର ମିଳିବ । ନିବେଶ ଇତ୍ୟାଦିରେ ଲାଭ ମିଳିବ । ପ୍ରାପ୍ତ ହୋଇଥିବା ଟଙ୍କା ଆପଣଙ୍କ ଆଶା ଅନୁସାରେ ହେବ ନାହିଁ । ପ୍ରେମରେ ମାମଲାରେ କିଛି ପରିବର୍ତ୍ତନ ନଜର ଆସି ପାରେ ।

ଧନୁ: କାର୍ଯ୍ୟ କ୍ଷତ୍ରରେ ଆସୁଥିବା ସମସ୍ତ ବାଧା ଦୂର ହେବ । ପତ୍ନୀ ଓ ପିଲାଙ୍କ ସହିତ ସମସ୍ତ ସମସ୍ୟା ବିଷୟରେ କଥାବାର୍ତ୍ତା କରନ୍ତୁ । ଚାକିରିରେ ଅଧିକାରୀ ବର୍ଗଙ୍କ ଅପେକ୍ଷା କରିବେ । ପୁରୁଣା ରୋଗରୁ ମୁକ୍ତି ପାଇ ପାରିବେ । କୁ ସଙ୍ଗତିରୁ ଦୂରେଇ ରୁହନ୍ତୁ । ଫାଲତୁ ଖର୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ । ଭଲ ଜିନିଷକୁ ହିଁ ଗ୍ରହଣ କରନ୍ତୁ । କରଜ ନିଅନ୍ତୁ ନାହିଁ । କୌଣସି ବିବାଦରେ ବିଜୟ ମିଳିବ ।

ମକର: ଡୁବି ଯାଇ ଥିବା ଟଙ୍କା ମିଳିବାର କମ ସମ୍ଭାବନା ଅଛି । ଭାଗ୍ୟର ସାଥ ମିଳିବ ନାହିଁଁ । କାହା ସାହିତ ବି ଝଗଡା କରନ୍ତୁ ନାହିଁଁ । କିନ୍ତୁ ଶତ୍ରୁ ପରାସ୍ତ ହେବେ । ନୂଆ କାର୍ଯ୍ୟ ମିଳିବ । ଭରପୁର ପ୍ରୟାସ ଦ୍ୱାରା ନିଶ୍ଚିତ ରୂପରେ ସଫଳ ହେବେ । ବ୍ୟାପାର ଆପଣ କୌଣସି ଭୁଲ ନିଷ୍ପତି ନେବା ଦ୍ୱାରା ଆପଣଙ୍କୁ ଆର୍ôଥକ କ୍ଷତି ହୋଇପାରେ । ଗୁରୁଜନମାନଙ୍କ ସ୍ୱାସ୍ଥ୍ୟର ଚିନ୍ତା ରହିବ ।

କୁମ୍ଭ: କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ରଖିବେ । ବ୍ୟାପାରରେ ନୂଆ ଯୋଜନା ଦ୍ୱାରା ବ୍ୟାପାର କରିବେ । ମିତ୍ରଙ୍କ ଠାରୁ କିମ୍ବା ଭାଇ ଭଉଣୀଙ୍କ ଠାରୁ ସହଯୋଗ ମିଳିପାରେ। ଯଦି ଆପଣଙ୍କ ଯୋଜନା ବାହାର ବୁଲିବାର ହୋଇଥାଏ ତେବ ତାହା ବିଫଳ ହୋଇଯିବ । ନିଜର ଆୟ ଉପରେ ଧ୍ୟାନ ଦିଅନ୍ତୁ । ଉତସାହରେ ବୁଦ୍ଧି ଆସିପାରେ । ପାରିବାରିକ ସୁଖ ଶାନ୍ତି ମିଳିବ ।

ମୀନ: ନିଜର ମାତା ପିତାଙ୍କୁ ଖୁସି କରିବାରେ ସଫଳ ହେବେ । ଜୀବନସାଥିଙ୍କ ସହିତ ଆରାମଦାଯକ ସାମୀ ବିତାଇଇବେ । ଘର ଓ ବାହାରରେ ପ୍ରସନ୍ନତା କା ୱାତାୱରଣ ରହିବ । କୌଣସି ବି କାର୍ଯ୍ୟ କରିବା ପୂର୍ବରୁ ତାହା ବିଷୟରେ ବୁଝି ନିଅନ୍ତୁ । ଆବଶ୍ୟକ ଜିନିଷ ହଜି ପାରେ । ଚିନ୍ତାରେ ରହିବେ । ପାରିବ ବ୍ୟବପାରରେ ଲାଭ ମିଳିବ । ବାହାର କାମରେ ସଫଳତା ମିଳିପାରେ ।