fbpx

ରାଶିଫଳ(ରବିବାର,୨୬ ମାର୍ଚ୍ଚ,୨୦୨୩)

ମେଷ: ନିଜ ମାତା ପିତା ଘର ଓ ବାହାରେ ଆଶାଜନକ ପରିବେଷ ରହିବ । କୌଣସି ବି କାର୍ଯ୍ୟ କରିବା ପୂର୍ବରୁ ତାହା ବିଷୟରେ ବୁଝି ନିଅନ୍ତୁ । ଆବଶ୍ୟକ ଜିନିଷ ହଜି ପାରେ । ଚିନ୍ତାରେ ରହିବେ । ପରିବା ବ୍ୟାପାରରେ ଲାଭ ମିଳିବ । ବାହାର କାମରେ ସଫଳତା ମିଳିପାରେ । କାହାର ସହଯୋଗ ପ୍ରାପ୍ତ ହେବ । ଘର ଲୋକମାନଙ୍କ ସ୍ୱାସ୍ଥ୍ୟ ଭଲ ରହିବ ।

ବୃଷ: ଡୁବି ଯାଇ ଥିବା ଟଙ୍କା ମିଳିବାର କମ ସମ୍ଭାବନା ଅଛି । ଭାଗ୍ୟର ସାଥ ମିଳିବ ନାହିଁ । କାହା ସାହିତ ବି ଝଗଡା କରନ୍ତୁ ନାହିଁ । କିନ୍ତୁ ଶତ୍ରୁ ପରାସ୍ତ ହେବେ । ନୂଆ କାର୍ଯ୍ୟ ମିଳିବ । ଭରପୁର ପ୍ରୟାସ ଦ୍ୱାରା ନିଶ୍ଚିତ ରୂପରେ ସଫଳ ହେବେ । ସବୁଦିନ ବ୍ୟାୟମ କରନ୍ତୁ । ଆଜିର ଦିନରେ ଊର୍ଜା ଦ୍ୱାରା ଭରପୁର ରହିବେ ।

ମିଥୁନ: ସ୍ଥାୟୀ ସମ୍ପତ୍ତିରୁ ଲାଭଦାୟକ ରହିବ । କାରୋବାରରେ ବୃଦ୍ଧି ହେବ । ରୋଜଗାରରେ ବୃଦ୍ଧି ହେବ । ପାର୍ଟନର ସହଯୋଗ ମିଳିବ । ଅଟକିଥିବା କାର୍ଯ୍ୟ ପୁରା ହେବ । ଆପଣଙ୍କ ଆଦର ସମ୍ମାନ ହେବ । ଆଜି ଆପଣ ରୋମାଞ୍ଚକ କାର୍ଯ୍ୟ କରିବେ । ଅଧିକ ଟଙ୍କା ଖର୍ଚ୍ଚ କରିବେ ।

କର୍କଟ: ପ୍ରେମୀ ପ୍ରେମିକାଙ୍କ ସମ୍ପର୍କରେ ବିବାଦ ଆସିପାରେ । ଯାତ୍ରା ପାଇଁ ସମୟ ଉପଯୁକ୍ତ ନୁହେଁ । ବ୍ୟାପାର କିମ୍ବା ଚାକିରିରେ ଯେତିକି ପରିଶ୍ରମ କରିବେ ସେଥିରେ ସେତିକି ଲାଭ ମିଳିବ । ଜୀବନର ଭରପୁର ଲାଭ ଉଠାନ୍ତୁ । ବନ୍ଧୁର ସାହାର୍ଯ୍ୟ ନିଅନ୍ତୁ । ଯୋଗ କରିବା ଦ୍ୱାରା ଆଧ୍ୟାତ୍ମିକ, ମାନସିକ ଓ ଶାରୀରିକ ରୂପରେ ସୁସ୍ଥ ରଖି ଆପଣଙ୍କ ହୃଦୟ ଓ ମସ୍ତିଷ୍କକୁ ଭଲ ରଖିବେ ।

ସିଂହ: କାର୍ଯ୍ୟ କ୍ଷତ୍ରରେ ନୂଆ ଦାୟିତ୍ୱ ମିଳିପାରେ । ସାମାଜିକ କାର୍ଯ୍ୟ କଳାପରେ ଜଡିତ ରହିବେ । କୌଣସି ମହିଳା ମିତ୍ରର ସହଯୋଗ କରି ପାରନ୍ତି । ମାତା ପିତାଙ୍କ ସହ ନିଜର ଖୁସିକୁ ଶେୟାର କରନ୍ତୁ । ସ୍ୱାସ୍ଥ୍ୟ କମଜୋର ରହିବ । କାମରେ ରୁଚି ବଢିବ ନାହିଁ । ବାଣୀରେ ସଂଯମତା ରଖନ୍ତୁ । କିଛି ପରିବାରର ସଦସ୍ୟମାନଙ୍କୁ ଅଳ୍ପ ଅସୁବିଧାର ସାମ୍ନା କରିବାକୁ ପଡିପାରେ ।

କନ୍ୟା: ସମାଜ ସେବା କାର୍ଯ୍ୟରେ କାମ କରିବା ପାଇଁ ପ୍ରେରଣା ମିଳିବ । ମାନ ସମ୍ମାନ ମିଳିବ । ପୂର୍ବରୁ କରିଥିବା ପରିଶ୍ରମର ଫଳ ଆଜି ମିଳିବ । ବ୍ୟବସାୟରେ ପରିସ୍ଥିତି ଅନୁକୂଳ ରହିବ । ଭାଗ୍ୟର ସାଥ ମିଳିବ । ନିଜକୁ ନେଇ ଦୁଖୀ ରହିବା ଦ୍ୱାରା କିଛି ବି ହାସଲ ହେବ ନାହିଁ । ପରିବାର ସହିତ ବାଦ ବିବାଦ କରନ୍ତୁ ନାହିଁ । ବ୍ୟାପାରରେ କିଛି ହାନିର ଯୋଗ ଅଛି ।

ତୁଳା: ମିତ୍ରଙ୍କ ଠାରୁ ସହଯୋଗ ମିଳିବ ନାହିଁ । ଶତ୍ରୁପକ୍ଷ ଦବି ରହିବେ । ନ ପଢି କୌଣସି ବି କାଗଜପତ୍ର ଉପରେ ହସ୍ତାକ୍ଷର କରନ୍ତୁ ନାହିଁ । ଘରେ ଚିନ୍ତାର ପରିବେଶ ରହିବ । ଶାରିରୀ ସମସ୍ୟା ରହିପାରେ । ଖରାପ ସମୟ ଅଛି । ଖର୍ଚ୍ଚ ଉପରେ କାବୁ ରଖିବାକୁ ଚେଷ୍ଟା କରନ୍ତୁ ।

ବିଚ୍ଛା: ପରିବାର ସହିତ ସମୟ ବ୍ୟତୀତ କରିବାର ଅବସର ମିଳିବ । ବୟସ୍କ ଲୋକମାନଙ୍କ ପ୍ରେମ ଓ ଆଶୀର୍ବାଦ ମିଳିବ । କୌଣସି ପ୍ରଭାବଶାଳି ବ୍ୟକ୍ତିଙ୍କ ମାର୍ଗଦର୍ଶନ ଓ ସହଯୋଗ ପ୍ରାପ୍ତ ହେବ । ବୁଦ୍ଧିମାନର ସହ ନିବେଶ କରନ୍ତୁ । ସନ୍ତାନ ତରଫରୁ ଶୁଭ ସମାଚାର ମିଳିବ । ନିବେଶ ଇତ୍ୟାଦିରେ ଲାଭ ମିଳିବ । ପ୍ରାପ୍ତ ହୋଇଥିବା ଟଙ୍କା ଆପଣଙ୍କ ଆଶା ଅନୁସାରେ ହେବ ନାହିଁ । ପ୍ରେମରେ ମାମଲାରେ କିଛି ପରିବର୍ତ୍ତନ ନଜର ଆସି ପାରେ ।

ଧନୁ: କାର୍ଯ୍ୟ କ୍ଷତ୍ରରେ ଆସୁଥିବା ସମସ୍ତ ବାଧା ଦୂର ହେବ । ପତ୍ନୀ ଓ ପିଲାଙ୍କ ସହିତ ସମସ୍ତ ସମସ୍ୟା ବିଷୟରେ କଥାବାର୍ତ୍ତା କରନ୍ତୁ । ଚାକିରିରେ ଅଧିକାରୀ ବର୍ଗଙ୍କ ଅପେକ୍ଷା କରିବେ । ପୁରୁଣା ରୋଗରୁ ମୁକ୍ତି ପାଇ ପାରିବେ । କୁ ସଂଗତିରୁ ଦୂରେଇ ରୁହନ୍ତୁ । ଫାଲତୁ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ । ଭଲ ଜିନିଷକୁ ହିଁ ଗ୍ରହଣ କରନ୍ତୁ ।

ମକର: କୌଣସି ମହିଳା ସହ ସାକ୍ଷାତ ହୋଇପାରେ ଯାହା ଆପଣଙ୍କ ପାଇଁ ଲାଭଦାୟକ ହେବ । କୋର୍ଟ କଚେରୀ ମାମଲା ଆଗକୁ ବଢିବ ନାହିଁ । କାମର ଚିନ୍ତା ଆପଣଙ୍କ ମୁଣ୍ଡରେ ରହିବ । ଯେଉଁ କାରଣରୁ ପରିବାର ଓ ବନ୍ଧୁମାନଙ୍କ ପାଇଁ ସମୟ ବାହାର କରି ପାରିବେ ନାହିଁ । ଯେଉଁମାନେଙ୍କ ନୂଆ ନୂଆ ବିବାହ ହୋଇଛି, ସେମାନେ ନିଜର ସାଥିଙ୍କ ଠାରୁ ବହୁତ ଖୁସି ପାଇବେ । କହିବାକୁ ଗଲେ ଦାମ୍ପତ୍ୟ ଜୀବନରେ ସୁଖମୟ ପରିସ୍ଥିତି ରହିବ । ପାରବାରିକ ସହଯୋଗ ମିଳିବ ।

କୁମ୍ଭ: କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ରଖିବେ । ବ୍ୟାପାରରେ ନୂଆ ଯୋଜନା ଦ୍ୱାରା ବ୍ୟାପାର କରିବେ । ମିତ୍ରଙ୍କଠାରୁ କିମ୍ବା ଭାଇ ଭଉଣୀଙ୍କଠାରୁ ସହଯୋଗ ମିଳିପାରେ । ଯଦି ଆପଣଙ୍କ ଯୋଜନା ବାହାର ବୁଲିବାର ହୋଇଥାଏ ତେବ ତାହା ବିଫଳ ହୋଇଯିବ । ନିଜର ଆୟ ଉପରେ ଧ୍ୟାନ ଦିଅନ୍ତୁ । ଉତ୍ସାହରେ ବୃଦ୍ଧି ଆସିପାରେ । ପାରିବାରିକ ସୁଖ ଶାନ୍ତି ମିଳିବ ।

ମୀନ: ଆଜି ଅତ୍ୟଧିକ କୌଣସି ବିଷୟକୁ ନେଇ ଆଲୋଚନା କରନ୍ତୁ ନାହିଁ । ଆକସ୍ମିକ ଧନ ଲାଭ ହୋଇପାରେ । ବନ୍ଧୁମାନେ ସନ୍ଧ୍ୟା ସମୟରେ କୌଣସି ଯୋଜନା କରି ପାରନ୍ତି । କାମ କାର୍ଯ୍ୟରେ ସଫଳ ନ ହେବା କାରଣରୁ ମନ ଅଶାନ୍ତି ରହିବ । ପରିବାରର ସୁଖମୟ ରହିବ । ଶତ୍ରୁଙ୍କୁ ହାନି ପହଞ୍ଚାଇବାକୁ ଚେଷ୍ଟା କରି ପାରନ୍ତି । ଦୁର୍ଘଟଣା ଦ୍ୱାରା ଶାରୀରିକ ହାନି ହୋଇପାରେ । ସାବଧାନ ରୁହନ୍ତୁ ।

Get real time updates directly on you device, subscribe now.