ରାଶିଫଳ(ଗୁରୁବାର,୨୩ ସେପ୍ଟେମ୍ବର,୨୦୨୧)

ମେଷ – ପରିଶ୍ରମ ଅଧିକ ରହିବ । ଦୁର୍ଘଟଣାର ସମ୍ଭାବନା ଅଛି । କିଛି କାର୍ଯ୍ୟ ଖରାପ ହୋଇପାରେ, ଲାଭ ପାଇଁ ଅନ୍ୟର କ୍ଷତି କରନ୍ତୁ ନାହିଁ, ମୌସମର ପ୍ରଭାବ ସ୍ୱାସ୍ଥ୍ୟ ଉପରେ ପଡିପାରେ । ଘର ଲୋକମାନଙ୍କ କଥା ଶୁଣି ନିବେଶ କରନ୍ତୁ । ଆଜିର ଦିନ ଆପଣଙ୍କୁ ବିଶ୍ରାମ କରିବା ଉଚିତ, ଭୂମି ଭବନ କାର୍ଯ୍ୟ ହେବ, ଆର୍ଥିକ ଉନ୍ନତି ପାଇଁ ଯୋଜନା କରି ପାରନ୍ତି ।

ବୃଷ – ବାହାରକୁ ବାହାରିବା ପରେ କୌଣସି ଅଜଣା ବ୍ୟକ୍ତି ଉପରେ ବିଶ୍ଵାସ କରନ୍ତୁ ନାହିଁ । କୌଣସି ମହିଳା ମିତ୍ରର ସାହାଯ୍ୟ କରି ପାରନ୍ତି । ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ବ୍ୟାଙ୍କ ସହ ଜଡିତ କାମରେ ସାବଧାନ ରୁହନ୍ତୁ । ପିଲାମାନେ ଆପଣଙ୍କୁ ଘରର କାମ କାର୍ଯ୍ୟରେ ସାହାଯ୍ୟ କରିବେ । ପୂର୍ବରୁ କରିଥିବା କାମରେ ବର୍ତ୍ତମାନ ଲାଭ ମିଳିବ । ବହୁତ ସମୟ ହେବ ବନ୍ଦ ଥିବା କାର୍ଯ୍ୟ ଆରମ୍ଭ ହୋଇପାରେ । ଉତ୍ସାହ ଓ ପ୍ରସନ୍ନତାରେ ବୃଦ୍ଧିହେବ ॥

ମିଥୁନ – କାର୍ଯ୍ୟ କ୍ଷେତ୍ରରେ ବିରୋଧୀ ବଢିବେ । ଆୟ ବ୍ୟୟରେ ସନ୍ତୁଳନ ରହିବ । ଆପଣଙ୍କ ପ୍ରିୟଜନ ଆପଣଙ୍କୁ କିଛି କହିବେ ଯାହା ଆପଣଙ୍କ ଚିନ୍ତା ବଢାଇ ପାରେ। ପଢିବା ଓ ଲେଖିବା ଇତ୍ୟାଦି କାର୍ଯ୍ୟରେ ଉତ୍ସାହ ରହିବ । ରଚନାତ୍ମକ କାର୍ଯ୍ୟରେ ମନ ଲାଗିବ ନାହିଁ । ମିତ୍ରଙ୍କ ସହ ମିଶି ପ୍ରସନ୍ନତା ଓ ଉତ୍ସାହରେ ସହିତ କାର୍ଯ୍ୟ କରିବେ ।

କର୍କଟ – ଆଜି ଆପଣଙ୍କୁ କିଛି ସହଯୋଗ ମିଳିବ । ଆର୍ଥିକ ସମସ୍ୟା ଆସିବ । ଟଙ୍କା ନେବା ଦେବାରେ ସାବଧାନ ରୁହନ୍ତୁ । ସ୍ୱାସ୍ଥ୍ୟ କମଜୋର ରହିପାରେ । ବ୍ୟୟ ଅଧିକ ହେବ। କୌଣସି ବି ଝଗଡାରେ ଭାଗୀଦାରୀ ହୁଅନ୍ତୁ ନାହିଁ । କେଉଁଠି ଗୁପ୍ତ ଜିନିଷରୁ ଟଙ୍କା ମିଳିପାରେ । ଲକ୍ଷ ପ୍ରାପ୍ତି ପାଇଁ ଅଗ୍ରସର ରହିବେ । ଘର ପରିବାରରେ କିଛି ସ୍ଥିତି ଖରାପ ହୋଇପାରେ ।

ସିଂହ – ଘରର କିଛି ପରିସ୍ଥିତି ଖରାପ ହୋଇପାରେ । ଆପଣ ନିଜର କାମକାର୍ଯ୍ୟ ପାଇଁ କାହାର ସହଯୋଗ ନେଇ ପାରନ୍ତି । ନିଷ୍ପତି ନେବା ପୂର୍ବରୁ ବୁଝି ସୁଝି ନିଅନ୍ତୁ । ସ୍ଥାୟୀ ସମ୍ପତ୍ତିରୁ ଲାଭ ମିଳିପାରେ । ପ୍ରେମ ପ୍ରସଙ୍ଗରେ ସ୍ଥିତି ଭଲ ରହିବ । ବାହାରକୁ ଯାଅନ୍ତୁ ନାହିଁ । ବେରୋଜଗାରି ଦୂର କରିବା ପାଇଁ ପ୍ରୟାସ କରନ୍ତୁ । ନିଜର ଯୋଜନାକୁ ଗୁପ୍ତ ରଖନ୍ତୁ । ଚିନ୍ତାରେ ରହିବେ । ବିବାଦ ଠାରୁ ଦୂରରେ ରୁହନ୍ତୁ ।

କନ୍ୟା – ଅଧିକ ଧନ ବ୍ୟୟ ହେବା ଦ୍ଵାରା ମନ ଅଶାନ୍ତ ରହିବ । ବିଦ୍ୟାଧ୍ୟାନ ସମ୍ବନ୍ଧିତ ଶୁଭ ସମାଚାର ମିଳିବ । ପୈତୃକ ସମ୍ପତ୍ତି ପ୍ରାପ୍ତ କରିବାର ଯୋଗ ଅଛି । ଅତିରିକ୍ତ ଆୟ ପାଇଁ ନିଜର ସୃଜନାତ୍ମକ ବିଚାରର ସାହାର। ନିଅନ୍ତୁ। ସମୟ ଅନୁକୂଳ ରହିବ ଏହାର ଭରପୁର ଉପଯୋଗ କରନ୍ତୁ । ବେରୋଜଗାରି ଦୂର କରିବା ପ୍ରୟାସରେ ସଫଳ ରହିବେ । କୌଣସି ନୂଆ କାର୍ଯ୍ୟ ଆରମ୍ଭ ହୋଇପାରେ ।

ତୁଳା – କୌଣସି ବି ଅପରିଚିତ ବ୍ୟକ୍ତି ଉପରେ ବିଶ୍ଵାସ କରନ୍ତୁ ନାହିଁ । ଯେ କୌଣସି ବି ପ୍ରକାରର ବିବାଦକୁ ଯାଆନ୍ତୁ ନାହିଁ । ଚାକିରି ଯାଇ ପାରେ । ଆକସ୍ମିକ ଧନଲାଭ ହୋଇପାରେ । ସନ୍ତାନ ଆପଣଙ୍କ ଆଜ୍ଞା ମାନିବେ । ଆୟର ନୂତନ ସ୍ରୋତ ମିଳିପାରେ । କୌଣସି ଆବଶ୍ୟକ ବସ୍ତୁ ନ ମିଳିବା ଦ୍ଵାରା ଚିନ୍ତା ବଢିବ । ଛୋଟ ଯାତ୍ରା ଲାଭଦାୟକ ରହିବ । ଆୟର ନୂତନ ସ୍ରୋତ ପ୍ରାପ୍ତ ହେବ । ନିଷ୍ପତି ନେବା ସମୟରେ ସମ୍ପର୍କକୁ ଦେଖନ୍ତୁ ନାହିଁ ।

ବିଚ୍ଛା – କିଛି ବନ୍ଧୁଙ୍କ ସହିତ ସାକ୍ଷାତ ହେବ । ଉତ୍ସାହ ବର୍ଧକ ସୂଚନା ପ୍ରାପ୍ତ କରିବେ । କୌଣସି ବଡ଼ କାମ କରିବାରେ ମନ ଲାଗିବ । ରାଜନୀତି କ୍ଷେତ୍ରରେ ଆପଣଙ୍କ ମାନ ସମ୍ମାନ ବଢିବ । ଉଚ୍ଚ ଅଧିକାରୀ ଆପଣଙ୍କ ସହ ମିତ୍ର ବ୍ୟବହାର କରିବେ । ବନ୍ଧୁମାନେ ଆପଣଙ୍କୁ ମାନସିକ ଶାନ୍ତି ପ୍ରଦାନ କରିବେ । ଯାହା ସହିତ ଆପଣ ରହୁଛନ୍ତି ତାଙ୍କ ସହିତ ବାଦ ବିବାଦ କରନ୍ତୁ ନାହିଁ । ବ୍ୟାପାରରେ ନୂତନ ଲାଭଦାୟକ ଅଫର ମିଳିବ । ବ୍ୟାପର ବ୍ୟବସାୟ ଭଲ ଚାଲିବ ।

ଧନୁ – ପ୍ରେମ ସମ୍ବନ୍ଧରେ ସାବଧାନ ରୁହନ୍ତୁ । ସ୍ୱାସ୍ଥ୍ୟ ସାଧାରଣ ରହିବ । ଖାଦ୍ୟପାନରେ ରୁଚି ବଢିବ । ଅଧିକାରୀମାନଙ୍କ ସହ ସମ୍ପର୍କ ଭଲ ରହିବ । ଏକ ଆଧ୍ୟାତ୍ମିକ ବ୍ୟକ୍ତିଙ୍କ ଆଶୀର୍ବାଦ ମିଳିପାରେ । ଅଟକିଥିବା ଟଙ୍କା ମିଳିବ । ଆର୍ଥିକ ଅବସ୍ଥା ଭଲ ହୋଇଯିବ । ବନ୍ଧୁ କିମ୍ବା ପରିବାରର ସଦସ୍ୟଙ୍କ ସହିତ ହସ ଖୁସିରେ ଦିନ ବ୍ୟତୀତ କରିବେ । ବହୁତ ସମୟ ହେବ ଅଟକିଥିବା କାର୍ଯ୍ୟ ପୁରା ହେବ । କୌଣସି ଗରିବ ବ୍ୟକ୍ତିର ସେବା କରିବାର ଅବସର ପ୍ରାପ୍ତ ହେବ ।

ମକର – ପ୍ରେମୀମାନଙ୍କ ପାଇଁ ଆଜି କିଛି ଶୁଭ ଖବର ମିଳିପାରେ । ଉଚ୍ଚ ବର୍ଗ ଲୋକମାନଙ୍କ ଚାକିରିରେ କିଛି ଅସୁବିଧା ଆସିପାରେ । ଧର୍ମ ପ୍ରତି ଆସ୍ଥା ବଢିବ । ପୂଜା ପାଠରେ ମନ ଲାଗିବ । ରାଜକୀୟ ସହଯୋଗ ପ୍ରାପ୍ତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । ଲାଭରେ ବୁଦ୍ଧି ହେବ । ପାରିବାରିକ ସହଯୋଗ ପ୍ରାପ୍ତ ହେବ । ନିଜର ଚିନ୍ତାକକୁ ଦୂର କରିବା ପାଇଁ ପରିବାର ଲୋକମାନଙ୍କ ସାହାଯ୍ୟ ନିଅନ୍ତୁ । ନିଜର ଭାବନାକୁ ନିଜ ମଧ୍ୟରେ ରଖନ୍ତୁ ନାହିଁ ତାହାକୁ ଶେୟାର କରନ୍ତୁ ।

କୁମ୍ଭ – ଆଜି ଆପଣଙ୍କର ଆୟ ଅପେକ୍ଷା ଅଧିକ ବ୍ୟୟ ହେବ । ବ୍ୟପାରରେ ହାନି ସ୍ଥିତି ରହିବ । କୌଣସି କାମରେ ମନ ଲାଗିବ ନାହିଁ । ବିଦ୍ୟାର୍ଥୀମାନଙ୍କ ମନ ପଢାରେ ଲାଗିବ ନାହିଁ । ବ୍ୟବସାୟିକ ଯାତ୍ରା ସଫଳ ରହିବ। ପ୍ରେମ ପ୍ରସଙ୍ଗ ଅନୁକୂଳ ରହିବ । ସୁଖ ସାଧନ ଉପରେ ଖର୍ଚ ହେବ । ଥାନା ମାମଲାରେ ପଡି ପାରନ୍ତି । ଆୟ ସାଧନରେ ବୁଦ୍ଧି ଯୋଗ ଅଛି । ଦ୍ଵିତୀୟ ବ୍ୟକ୍ତିଙ୍କ କାର୍ଯ୍ୟରେ ହସ୍ତକ୍ଷେପ କରନ୍ତୁ ନାହିଁ ।

ମୀନ – ବ୍ୟାପାରିକ ଯୋଜନା ବିଫଳ ହୋଇପାରେ । ବାହନ ଚଳାଇବା ସମୟରେ ସାବଧାନ ରୁହନ୍ତୁ । ଜୀବନସାଥିଙ୍କ ମହତ୍ଵପୂର୍ଣ ସହଯୋଗ ମିଳିବ । ଆପଣଙ୍କ ବୁଦ୍ଧି ଆପଣଙ୍କୁ ସଫଳତା ନିଶ୍ଚିତ୍ତ ଦେବ । ଆଜି ନିଜର କର୍ମଚାରୀଙ୍କ ଉପରେ ଧ୍ୟାନ ଦିଅନ୍ତୁ । ଜୋଖିମ ଉଠାନ୍ତୁ ନାହିଁ । ରଚନାତ୍ମକ କାର୍ଯ୍ୟରେ ରୁଚି ବଢିବ । ଦୈନିକ ରାଶିଫଳ ପାଇବା ପାଇଁ ପେଜକୁ ଲାଇକ କରନ୍ତୁ ।

Get real time updates directly on you device, subscribe now.

Comments
Loading...