fbpx

ରାଶିଫଳ(ବୁଧବାର,୨୭ ଅକ୍ଟୋବର,୨୦୨୧)

ମେଷ – କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର‌୍ୟ୍ୟ ସାଧନ କରିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ସଂଘର୍ଷ ଦ୍ୱାରା ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ନିଜ ଲୋକ ମନମୋଟିଆ ହେବେ ଓ ମାନସିକ ଚିନ୍ତା ବୃଦ୍ଧି ହେବ । ପରୋକ୍ଷ ଶତୃତା ଯୋଗୁ ବିଚଳିତ ହେବେ ।

ବୃଷ – ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହୋଇ ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ବ୍ୟବସାୟ କ୍ଷେତ୍ରରେ ନିଜ ଲୋକ ମନମୋଟିଆ ହେବେ ଓ ମାନସିକ ଚିନ୍ତା ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।

ମିଥୁନ – କର୍ମ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ଆର୍ଥିକଦିଗରୁ ସୁବିଧା ହେବାଦ୍ଵାରା ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇପାରେ । ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର‌୍ୟ୍ୟ ସାଧନ କରିବେ । ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ ।

କର୍କଟ – ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଲେ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ।

ସିଂହ – ପିଲାମାନଙ୍କ କାର‌୍ୟ୍ୟରେ ସନ୍ତୁଷ୍ଟ ହେବେ । ମାନସିକ ସ୍ଥିରତା ଦେଖାଦେବ ଓ ବ୍ୟବସାୟରେ ଧନଲାଭ କରିବାର ସୁଯୋଗ ପାଇବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ସମ୍ମାନର ସହିତ ଦିନଚର‌୍ୟ୍ୟା କରି ସୁଖରେ ଚଳିବାରେ ବାଧା ଉପୁଜିବ ନାହିଁ ।

କନ୍ୟା – ଚାକିରୀଜୀବିମାନେ କାର‌୍ୟ୍ୟଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର‌୍ୟ୍ୟ ସାଧନ କରିବେ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ ।

ତୁଳା – ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଉପରିସ୍ଥଙ୍କ ଶ୍ରଦ୍ଧାଭାଜନ ହୋଇ ଉଚ୍ଚମନ୍ୟତାର ଅଧିକାରୀ ହେବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ କୃତକାର‌୍ୟ୍ୟ ହେବେ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନର ଆଗମନ ହୋଇପାରେ । ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟ ସମ୍ପାଦନ ହେବ ।

ବିଛା – ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟ ସମ୍ପାଦନ ହେବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ ।

ଧନୁ – ଶୁଭ ସମ୍ବାଦପାଇ ଖୁସିହେବେ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ବିଦେଶ ଯାତ୍ରାରେ ଯଶଲାଭ, ପରିବାରରେ ମାନ ମନାନ୍ତର ଦୂର ହେବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ମାନସିକ ଏକାଗ୍ରତା ରଖି ପାରିବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ସମ୍ମାନର ସହିତ କୃତକାର‌୍ୟ୍ୟ ହେବେ ।

ମକର – ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ସୃଷ୍ଟିହୋଇ ପାରିବାରିକ କ୍ଷେତ୍ରରେ ଅଶାନ୍ତି ଦେଖାଦେଇ ପାରେ । ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ । ସ୍ୱାସ୍ଥ୍ୟ ହାନୀ ହେବା ସହ ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଭାବି ଚିନ୍ତି କାର‌୍ୟ୍ୟ ନ କଲେ ଠକାମିରେ ପଡିବେ ।

କୁମ୍ଭ – ବ୍ୟବସାୟୀମାନଙ୍କର କାରବାର ବୃଦ୍ଧି ହେବ । ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ । ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର‌୍ୟ୍ୟାଦା ବୃଦ୍ଧି ହେବ । ଚାକିରୀଜୀବିମାନେ କାର‌୍ୟ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ପାରିବାରରେ ହସଖୁସିର ବାତାବରଣ ସୃଷ୍ଟି ହେବ ।

ମୀନ – ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର‌୍ୟ୍ୟାଦା ବୃଦ୍ଧି ପାଇବ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର‌୍ୟ୍ୟ ହେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।

Get real time updates directly on you device, subscribe now.