ବିଧାନସଭାରେ ହଙ୍ଗାମା, ୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବିଧାନସଭା ଶୀତ ଅଧିବେଶନର ଆଜି ଦ୍ୱିତୀୟ ଦିନ । ଗୃହ ଆରମ୍ଭରୁ ହିଁ ବିଧାନସଭାରେ ବିରୋଧୀଙ୍କ ଜୋରଦାର ହଙ୍ଗାମା ଦେଖିବାକୁ ମିଳିଛି । ମମିତା ମେହେର ହତ୍ୟା ମାମଲାକୁ ନେଇ ବିଜେପି ଓ କଂଗ୍ରେସ ସଭ୍ୟ ହୋହଲ୍ଲା କରିଛନ୍ତି । ଗୃହ ମଧ୍ୟଭାଗକୁ ଆସି ପୋଷ୍ଟର, ବ୍ୟାନର ଦେଖାଇଛନ୍ତି ବିଜେପି କର୍ମୀ । ହଙ୍ଗାମାକୁ ଦୃଷ୍ଟିରେ ରଖି ଗୃହକୁ ୪ଟା ଯାଲଁ ମୁଲତବୀ ରଖିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

Get real time updates directly on you device, subscribe now.