fbpx

ଅପରାହ୍ନ ୩ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୩ ।୧୦(ଓଡିଶା ଭାସ୍କର): ହାଥରସ ଗଣଦୁଷ୍କର୍ମ ଘଟଣାକୁ ନେଇ ଗୃହରେ ହଙ୍ଗାମା ହୋଇଛି । ହାଥରସ ଗଣଦୁଷ୍କର୍ମ ମାମଲାରେ ଗୃହରେ ହଙ୍ଗାମା କରିଛନ୍ତି କଂଗ୍ରେସ ସଦସ୍ୟ । ହଙ୍ଗାମା ପରେ ଅପରାହ୍ନ ୩ଟା ଯାଏ ଗୃହ ମୁଲତବୀ ରଖିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ତେବେ ପ୍ରଧାନମନ୍ତ୍ରୀ ଓ ଯୋଗୀଙ୍କ ବିରୋଧରେ କଂଗ୍ରେସ ସ୍ଲୋଗାନ ଦେଇଛି ।

Get real time updates directly on you device, subscribe now.