fbpx

୩ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର, ୨୬ ।୧୧(ଓଡିଶା ଭାସ୍କର) :ନୟାଗଡ ପରୀ ହତ୍ୟା ପ୍ରସଙ୍ଗକୁ ନେଇ ବିଧାନସଭାରେ ହୋହଲ୍ଲା ହୋଇଛି । ଗୃହରେ ବିଜେପି ଓ କଂଗ୍ରେସ ସଦସ୍ୟମାନେ ହୋହଲ୍ଲା କରିଛନ୍ତି । ଏହା ସହ କୃଷି ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଗୃହରେ ହୋହଲ୍ଲା ହୋଇଛି । ବ୍ୟାନର ଧରି ବାଚସ୍ପତିଙ୍କ ପୋଡିଅମ ନିକଟରେ ପ୍ରତିବାଦ କରିଥିଲେ ଉଭୟ ବିଜେପି ଓ କଂଗ୍ରେସ ସଦସ୍ୟ । ଏନେଇ ୩ଟା ଯାଏ ଗୃହ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

Get real time updates directly on you device, subscribe now.