fbpx

ଆସନ୍ତାକାଲି ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର,୨୧ ।୧୧(ଓଡିଶା ଭାସ୍କର): ଆସନ୍ତାକାଲି ଯାଏଁ ଗୃହ ମୁଲତବୀ ରଖିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । କାଲି ସ୍କୁଲ ବନ୍ଦ ସମ୍ପର୍କିତ ପ୍ରସ୍ତାବ ଆଣିବେ ସରକାରୀ ଦଳ ମୁଖ୍ୟ ସଚେତକ । ଏହି ପ୍ରସ୍ତାବ ଉପରେ ଗୃହରେ ବିସ୍ତୃତ ଭାବେ ଆଲାଚନା ହେବ । ଏହା ସହ ଏନେଇ ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ହେବ ବୋଲି ବାଚସ୍ପତି କହିଛନ୍ତି ।

Get real time updates directly on you device, subscribe now.