ମାସ୍କ ନପିନ୍ଧିଲେ ୨ ହଜାର ଟଙ୍କା ଜୋରିମାନା

COVID-19 Updates
  • World 144,243,003
    World
    Confirmed: 144,243,003
    Active: 18,483,424
    Recovered: 122,693,676
    Death: 3,065,903
  • USA 32,557,011
    USA
    Confirmed: 32,557,011
    Active: 6,853,992
    Recovered: 25,120,268
    Death: 582,751
  • India 15,924,732
    India
    Confirmed: 15,924,732
    Active: 2,290,689
    Recovered: 13,449,371
    Death: 184,672
  • Brazil 14,050,885
    Brazil
    Confirmed: 14,050,885
    Active: 1,110,666
    Recovered: 12,561,689
    Death: 378,530
  • Russia 4,727,125
    Russia
    Confirmed: 4,727,125
    Active: 267,546
    Recovered: 4,352,873
    Death: 106,706
  • Turkey 4,446,591
    Turkey
    Confirmed: 4,446,591
    Active: 565,274
    Recovered: 3,844,342
    Death: 36,975
  • UK 4,395,703
    UK
    Confirmed: 4,395,703
    Active: 101,642
    Recovered: 4,166,734
    Death: 127,327
  • Italy 3,904,899
    Italy
    Confirmed: 3,904,899
    Active: 475,635
    Recovered: 3,311,267
    Death: 117,997
  • Germany 3,200,025
    Germany
    Confirmed: 3,200,025
    Active: 294,617
    Recovered: 2,824,100
    Death: 81,308
  • Pakistan 772,381
    Pakistan
    Confirmed: 772,381
    Active: 83,162
    Recovered: 672,619
    Death: 16,600
  • China 90,541
    China
    Confirmed: 90,541
    Active: 305
    Recovered: 85,600
    Death: 4,636

ନୂଆଦିଲ୍ଲୀ,୧୯ ।୧୧: ଦେଶର ଅନେକ ସ୍ଥାନରେ କରୋନାର ଦ୍ୱିତୀୟ ଲହରୀ ଆରମ୍ଭ ହେବାରେ ଲାଗିଲାଣି । ଏହାରି ମଧ୍ୟରେ ଦିଲ୍ଲୀରେ ମଧ୍ୟ କରୋନା ସଂକ୍ରମଣ ଓ ମୃତ୍ୟୁ ହାର ବଢିଚାଲିଛି । ଦିଲ୍ଲୀରେ ଏଣିକି ମାସ୍କ ନପିନ୍ଧିଲେ ୨୦୦୦ ଟଙ୍କା ଜୋରିମାନା ଦେବାକୁ ପଡିବ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ସେ କହିଛନ୍ତି ଯେ, ‘ ଏହା ପୂର୍ବରୁ ଜୋରିମାନା ୫୦୦ ଟଙ୍କା ଥିଲା । କିନ୍ତୁ ଅନେକ ଲୋକ ଆଜି ବି ମାସ୍କ ପିନ୍ଧୁନାହାନ୍ତି । ସେଥିପାଇଁ ଆମେ ଜୋରିମାନାକୁ ୨୦୦୦ ଟଙ୍କାକୁ ବୃଦ୍ଧି କରିଛୁ ।’

ତେବେ ଦିଲ୍ଲୀରେ ଆଜି କରୋନାରେ ୧୩୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ହଜାର ୪୮୬ ନୂଆ ସଂକ୍ରମିତ ହୋଇଛନ୍ତି ।

Get real time updates directly on you device, subscribe now.

Comments are closed.