fbpx

ଆଇଜିଏଚ ସୁପର ସ୍ପେଶାଲିଟି ହସ୍ପିଟାଲର ଉଦଘାଟନ କଲେ ରାଷ୍ଟ୍ରପତି

ରାଉରକେଲା ,21/3 : ରାଉରକେଲା ଆଇଜିଏଚ ସୁପର ସ୍ପେଶାଲିଟି ହସ୍ପିଟାଲର ଉଦଘାଟନ କଲେ ରାଷ୍ଟ୍ରପତି । ୨ଶହ ଶଯ୍ୟା ବିଶିଷ୍ଟ ଡ଼ାକ୍ତରଖାନା ରାଷ୍ଟ୍ରପତି ରାମନାଥ କୋବିନ୍ଦ ଜାତି ଉଦ୍ଦେଶ୍ୟରେ ଏହି ଅତ୍ୟାଧୁନିକ ହସ୍ପିଟାଲକୁ ଲୋକାର୍ପିତ କରିଛନ୍ତି l ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଇସ୍ପାତ ରାଜ୍ୟ ମନ୍ତ୍ରୀ ଫଗନ ସିଂହ କୁଲସ୍ତେ, ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାଶ, ସୁନ୍ଦରଗଡ ସାଂସଦ ଜୁଏଲ ଓରାମ, ସେଲ ଅଧକ୍ଷ୍ୟା ସୋମା ମଣ୍ଡଳ ଓ ଅନ୍ୟ ବରିଷ୍ଟ ଅଧିକାରୀ ଉପସ୍ଥିତ ଥିଲେ l

Get real time updates directly on you device, subscribe now.