ସରିଲା କ୍ୟାବିନେଟ ବୈଠକ; ବଡ ନିଷ୍ପତି ନେଲେ ସରକାର, ଏକାଧିକ ପ୍ରସ୍ତାବରେ ବାଜିଲା ମୋହର…
୪ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ...
ଓଡିଶା ଭାସ୍କର: ସରିଲା ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସଭା ଭବନରେ ବସିଥିଲା ବୈଠକ ।
ଜରୁରୀ ନିଷ୍ପତି ନେଲେ ମୁଖ୍ୟମନ୍ତ୍ରୀ । ଉପସ୍ଥିତ ଥିଲେ ମୁଖ୍ୟ ଶାସନ ସଚିବଙ୍କ ସମେତ ବିଭାଗୀୟ ମନ୍ତ୍ରୀ । ଏକାଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିଲା ମୋହର । ୪ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ ।