fbpx
BSKY SKY
BSKY SKY

ପଞ୍ଚାୟତ ନିର୍ବାଚନକୁ ନେଇ ରାଜ୍ୟ ନିର୍ବାଚନ କମିଶନ ସଚିବଙ୍କ ଗୁରୁତ୍ୱପୂର୍ଣ୍ଣ ସୂଚନା

BSKY

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପଞ୍ଚାୟତ ନିର୍ବାଚନକୁ ନେଇ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ ସଚିବ । ସରପଞ୍ଚ ସଂରକ୍ଷଣ ତାଲିକ ଚୁଡ଼ାନ୍ତ ପ୍ରସଙ୍ଗରେ ସେ କହିଛନ୍ତି ଯେ, ରାଜ୍ୟ ସରକାର ୨୬ ତାରିଖ ସୁଦ୍ଧା ସଂରକ୍ଷଣ ଚୂଡ଼ାନ୍ତ ତାଲିକା ଦେବେ । ପ୍ରଥମେ ୱାର୍ଡ ମେମ୍ବର, ସମିତି ସଭ୍ୟ, ସରପଞ୍ଚଙ୍କ ସଂରକ୍ଷଣ ତାଲିକା ଦେବେ । ଏହା ସହ ୩୦ ସୁଦ୍ଧା ଜିଲ୍ଲା ପରିଷଦ ସଭ୍ୟ ଓ ଅଧ୍ୟକ୍ଷ ସଂରକ୍ଷଣ ତାଲିକା ମଧ୍ୟ ଦେବେ । ଏହାପରେ ନିର୍ବାଚନ କମିଶନ ଭୋଟର ତାଲିକା ପ୍ରସ୍ତୁତ କରିବେ । ଭୋଟର ଲିଷ୍ଟ ପ୍ରସ୍ତୁତ ପାଇଁ ମାସେରୁ ଦେଢ଼ମାସ ସମୟ ଲାଗିବ । ଭୋଟର ତାଲିକା ପ୍ରସ୍ତୁତ ପରେ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସେ କହିଛନ୍ତି ।

Get real time updates directly on you device, subscribe now.