fbpx
BJD SKY
BJD SKY

ନବୀନ ନିବାସରେ ଗୁରୁତ୍ବପୂର୍ଣ୍ଣ ବୈଠକ; ବିଜେଡି-ବିଜେପି ମଧ୍ୟରେ ହୋଇପାରେ ମେଣ୍ଟ

BJD

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ବିଜେଡି-ବିଜେପି ମଧ୍ୟରେ ହୋଇପାରେ ମେଣ୍ଟ । ନବୀନ ନିବାସରେ ଜାରି ରହିଛି ଗୁରୁତ୍ବପୂର୍ଣ୍ଣ ବୈଠକ । ନବୀନ ନିବାସରେ ପହଞ୍ଚିଲେଣି ବରିଷ୍ଠ ବିଜେଡି ନେତା । ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଂସଦ ସସ୍ମିତ ପାତ୍ର , ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଟୁକୁନି ସାହୁ, ଅଶୋକ ପଣ୍ଡା, ସଞ୍ଜୟଦାସ ବର୍ମା, ମାନସ ମଙ୍ଗରାଜ, ପ୍ରଦୀପ ଅମାତ ପହଞ୍ଚିଲେ ।

Get real time updates directly on you device, subscribe now.