ଭୁବନେଶ୍ୱର, ୧୪।୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୧୯୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ଜୀବନ ନେଇଛି କରୋନା । ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୪, ପୁରୀରୁ ୩, କଟକ, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୩୨୪କୁ ବୃଦ୍ଧି ପାଇଛି । ରେକର୍ଡ଼ ଅନୁସାରେ ଗତ ୧୪ ଦିନରେ ୧୪୭ ଜୀବନ ନେଲାଣି କରୋନା । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
Regret to inform of the demise of ten Covid positive patients while under treatment in hospitals.
1. A 44 year old male of Cuttack who was also suffering from Hypertension.
2. A 60 year old male of Ganjam district who was also suffering from Diabetes & Hypertension.
— H & FW Dept Odisha (@HFWOdisha) August 14, 2020
8. A 50 year old male of Puri district who was also suffering from Diabetes & Hypertension.
9. A 52 year old male of Puri district .
10. A 72 year old male of Puri district who was also suffering from Hypertension.
— H & FW Dept Odisha (@HFWOdisha) August 14, 2020