fbpx

ପିପିଲି ଉପନିର୍ବାଚନ: ସକାଳ ୯ଟା ସୁଦ୍ଧା ୭.୮% ମତଦାନ

ପିପିଲି(ଓଡ଼ିଶା ଭାସ୍କର): ଆଜି ପିପିଲି ଉପନିର୍ବାଚନ ପାଇଁ ଚାଲିଛି ଭୋଟଗ୍ରହଣ । ଆଜି ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି । ପିପିଲି ପାଇଁ ନେତା ବାଛୁଛନ୍ତି ମତଦାତା । ସକାଳ ୯ଟା ସୁଦ୍ଧା ୭.୮ ପ୍ରତିଶତ ମତଦାନ ହୋଇଥିବା ଜଣାପଡିଛି ।

Get real time updates directly on you device, subscribe now.