fbpx

ନ୍ୟୁଜିଲାଣ୍ଡ ଆଗରେ ୧୮୦ ଟାର୍ଗେଟ ରଖିଲା ଭାରତ

ହାମିଲଟନ,୨୯ ।୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ତୃତୀୟ ଟି-୨୦ ମ୍ୟାଚ ଆଜି ହାମିଲଟନରେ ଖେଳାଯାଉଛି । ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିବା ନ୍ୟୁଜିଲାଣ୍ଡ ଆଗରେ ୧୮୦ ରନର ବିଜୟ ଲକ୍ଷ୍ୟ ରଖିଛି ଭାରତ । ଟିମ ଇଣ୍ଡିଆ ୨୦ ଓଭରରେ ୫ ୱିକେଟ ହରାଇ ୧୭୯ ରନ୍ କରିଛି । ତେବେ ୫ ମ୍ୟାଚ୍ ବିଶିଷ୍ଟ ସିରିଜରେ ଭାରତ ୨-୦ରେ ଆଗୁଆ ରହିଛି ।

Get real time updates directly on you device, subscribe now.