fbpx
BSKY
BJD SHG SKY
BJD YOUTH SKY

ଦିନକରେ ୩୧,୫୨୨ ନୂଆ ଆକ୍ରାନ୍ତ ଚିହ୍ନଟ, ୪୧୨ ମୃତ

ନୂଆଦିଲ୍ଲୀ, ୧୦।୧୨: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୧୨ ଜଣ ମୃତ୍ୟୁବରଣ କରିଥିବା ବେଳେ ୩୧ ହଜାର ୫୨୨ ଜଣ ଆକ୍ରାନ୍ତ ହୋଇଛନ୍ତି ।

ତେବେ କରୋନା ମୃତ୍ୟୁସଂଖ୍ୟା ୧ ଲକ୍ଷ ୪୧ ହଜାର ୭୭୨ରେ ପହଞ୍ଚିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୯୭ ଲକ୍ଷ ୬୭ ହଜାର ୩୭୨ରେ ପହଞ୍ଚିଛି । ସୁସ୍ଥ ସଂଖ୍ୟା ୯୨ ଲକ୍ଷ ୫୩ ହଜାର ୩୦୬ ରହିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୭୨ ହଜାର ୨୯୩ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.